ଓଡ଼ିଶୀ ନୃତ୍ୟ ମହାକୁମ୍ଭରେ ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଉଦ୍ଘାଟିତ
ଭୁବନେଶ୍ୱର : ତିନିଦିନ ଧରି ହେବାକୁ ଥିବା ମୁକ୍ତେଶ୍ୱର ନୃତ୍ୟ ଉତ୍ସବ ଦଶମ ଶତାବ୍ଦୀରେ ନିର୍ମିତ କାରୁକାର୍ଯ୍ୟପୂର୍ଣ୍ଣ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଶୁଭ ଉଦ୍ଘାଟନ ହୋଇଥିଲା । ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ପ୍ରଫୁଲ୍ଲ କର ଓ ସାଥୀଙ୍କ ଦ୍ୱାରା ଶିବ ବନ୍ଦନାରୁ ।…