Latest Odisha News

BREAKING NEWS

Yearly Archives

2020

ପୁଅର ଆକ୍ରମଣରେ ବାପା ମୃତ

ରାୟଗଡା: ରାୟଗଡା ଜିଲ୍ଲା ଚନ୍ଦ୍ରପୁର ଥାନା ଅନ୍ତର୍ଗତ ଉହାପୁଚି ଗ୍ରାମରେ ପୁଅର ଠେଙ୍ଗାମାଡରେ ବାପାର ମୃତ୍ୟୁ ହେବାଭଳି ଏକ ଅଭାବନୀୟ ଘଟଣା ନଜରକୁ ଆସିଛି । ମୃତକ ଜଣକ ସ୍ଥାନୀୟ ଗ୍ରାମର ଲଙ୍ଗେସା ହିକବାଡିକା । ପ୍ରାପ୍ତ ସୂଚନାନୁଯାୟୀ କୌଣସି କାରଣବଶତଃ ଉଭୟ ବାପ ଓ ପୁଅ ବଦ…

ଜାଡରେ ଥରୁଛି ଓଡିଶା, ୧୦ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ଦିନ ସୋନପୁରରେ ବର୍ଷର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ରାଜ୍ୟର ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ, ଦାରିଙ୍ଗବାଡି (୭.୨),…

ଥରୁଛି ଓଡ଼ିଶା: ସୋନପୁରରେ ରେକର୍ଡ଼ ହେଲା ବର୍ଷର ସର୍ବନିମ୍ନ ତାପମାତ୍ରା (୪.୮)

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନ ଶୀତର ଚାଦର ତଳେ ରହିଛି । ଅନେକ ସ୍ଥାନରେ ପାରଦ ଖସୁଥିବା ବେଳେ ସୋନପୁର ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୪.୮° ସେଲସିୟସ ରେକର୍ଡ଼ କରାଯାଇଛି । ଏହାଛଡା ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ଟି ସହର ରହିଛି । ଦାରିଙ୍ଗବାଡି (୭.୨), ଟିଟିଲାଗଡ଼ (୬.୫ ),…

ମାର୍କେଟ ବିଲ୍ଡିଂରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣା; ଗିରଫ ହେଲେ ୪ ନାବାଳକ

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତବହୁଳ ମାର୍କେଟ ବିଲ୍ଡିଂରେ ଅଜଣା ଦୁର୍ବୁତ୍ତମାନେ ଗତ ଶୁକ୍ରବାର ସନ୍ଧ୍ୟାରେ ଆତଙ୍କରାଜ କରିବା ଘଟଣାରେ ପୋଲିସ ପକ୍ଷରୁ ରବିବାର ଦିନ ଆଉ ୪ ଜଣ ନାବାଳକଙ୍କୁ ଗିରଫ କରିଛି । ଏଥିସହିତ ଏହି ମାମଲାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି । ନିକଟରେ…

ଶୀତଦିନେ ଥଣ୍ଡା ଲାଗି ରହୁଥିଲେ ଚା’ରେ ମିଶାଇ ପିଅନ୍ତୁ ଏହିସବୁ ଜିନିଷ…

ଭୁବନେଶ୍ୱର: ତାପମାତ୍ରା କମିବା ସହ ଶୀତର ପ୍ରକୋପ ମଧ୍ୟ ବାଡିବାରେ ଲାଗିଛି । ଅନେକ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରାହୁଛି । ଅତ୍ୟଧିକ ଥଣ୍ଡା କାରଣରୁ ଲୋକଙ୍କ ଶରୀରରେ ଥଣ୍ଡା ,କାଶ ଭଳି ବିଭିନ୍ନ ସମସ୍ୟା ଦେଖାଦେଇଥାଏ । ଏଥିରୁ ସାମାନ୍ୟ ଆରାମ ପାଇଁ କିଛି ଲୋକ ଚା ପିଇବାକୁ…

ପୂର୍ବତନ ଓଡିଶା ସାଂସଦଙ୍କ ପରଲୋକ

ଭୁବନେଶ୍ୱର: ସୁନ୍ଦରଗଡର ପୂର୍ବତନ ସାଂସଦ ତଥା କଂଗ୍ରେସ ନେତା ମୋରିସ୍ କୁଜୁରଙ୍କର ରବିବାର ଦିନ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ସେ ୧୯୮୪ ମସିହାରେ କଂଗ୍ରେସ ଟିକେଟରେ ସୁନ୍ଦରଗଡ ଲୋକସଭା ଆସନରୁ…

୨ ଆତଙ୍କବାଦୀଙ୍କ ସହ ଗିରଫ ହେଲେ ଜଣେ ପୋଲିସ କର୍ମୀ

ଶ୍ରୀନଗର: ଜାମ୍ମୁ-କାଶ୍ମୀର କୁଲଗାମ୍ ଜିଲ୍ଲାରୁ ଶନିବାର ୨ ଜଣ ହିଜବୁଲ୍ ମୁଜାହିଦ୍ଦିନ ଆତଙ୍କବାଦୀଙ୍କ ସମେତ ଜଣେ ଡିଏସପିଙ୍କୁ ଗିରଫ କରାଯାଇଛି । ଗିରଫ ଡିଏସପି ଜଣକ ଦବିନ୍ଦର ସିଂହ ହୋଇଥିବା ବେଳେ ଆତଙ୍କବାଦୀମାନେ ହେଲେ ନବୀନ ବାବୁ ଓ ଅସିଫ୍ ରାଥର । ଏନେଇ ଜାତୀୟ ଗଣମାଧ୍ୟମ…

ଅଶାନ୍ତ ବିଶ୍ୱକୁ ଶାନ୍ତିର ମାର୍ଗ ଦେଖାଇ ପାରିବ ସ୍ୱାମୀ ବିବେକାନନ୍ଦଙ୍କ ଏହି ୧୦ଟି ବିଚାର…

ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦ ହେଉଛନ୍ତିି ଆଧୁନିକ ମାନବ ତଥା ଯୁବ ସମାଜର ଆଦର୍ଶ ପ୍ରତିନିଧି। ଯୁବ ସମାଜକୁ ନେଇ ସେ ଅନେକ ସ୍ୱପ୍ନ ଦେଖିଥିଲେ। ସେମାନଙ୍କୁ ନିଜ କର୍ତ୍ତବ୍ୟବୋଧ ପ୍ରତି ସଚେତନ ତଥା ଜାଗ୍ରତ କରିବାକୁ ସର୍ବଦା ଚେଷ୍ଟିତ ରହୁଥିଲେ। ତେଣୁ ପ୍ରତ୍ୟେକ ବର୍ଷ ତାଙ୍କ ଜନ୍ମଦିନକୁ…

ଜାତୀୟ ଯୁବ ଦିବସ ଅବସରରେ ଯାଜପୁରରେ ରାଜ୍ୟସ୍ତରୀୟ ମିନି ମାରାଥନ

ଯାଜପୁର: ଆଜି ହେଉଛି ମହାପୁରୁଷ ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ତିଥି। ଦେଶବ୍ୟାପୀ ଏହାକୁ ଯୁବ ଦିବସ ରୂପେ ପାଳନ କରାଯାଏ । ଦେଶକୁ ଆଗକୁ ଆଗେଇ ନେବାରେ ଯୁବକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ ଯୁବକମାନଙ୍କୁ ବିବେକାନନ୍ଦଙ୍କ ଆଦର୍ଶରେ ଆଗେଇ ନେବାର ଆବଶ୍ୟକତା ରହିଥିବାରୁ ଆଜି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା ୧୨-୧-୨୦୨୦ ରବିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ଜାନୁଆରୀ ତା ୧୧ ରିଖ ରବିବାର ଧନୁ ୨୮ଦିନ ମାଘ ମାସ କୃଷ୍ଣ ପକ୍ଷ ଦ୍ଵିତୀୟା ତିଥି ପୂଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର  ଘାତ ବାର: ମେଷ ରାଶିର ଆଜି: ଭେଜି…