ଶରଣାର୍ଥୀଙ୍କୁ ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ: ଗିରିରାଜ ସିଂହ
ସମ୍ବଲପୁର/ଭୁବନେଶ୍ୱର: ନାଗରିକତା ସଂଶୋଧନ ଆଇନକୁ ନେଇ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି । ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା…