ପର୍ଯ୍ୟଟନ ମାନଚିତ୍ରରେ ଢେଙ୍କାନାଳ; ପ୍ରାକୃତିକ ନୈସର୍ଗିକତାର ଗନ୍ତାଘର
ମହିମା ଧର୍ମର ଏନ୍ତୁଡ଼ିଶାଳ ଢେଙ୍କାନାଳ । ସାହିତ୍ୟ ବିଭବ, ସଂସ୍କୃତି, ଲୋକକଳା ଏହାର ଐତିହାସିକ ପୃଷ୍ଠଭୂମିକୁ ସମୃଦ୍ଧ କରିଛି । ବ୍ରାହ୍ମଣୀର ପାଣି, ଖଣିଜ ସମ୍ପଦ ଜନଜୀବନକୁ ପରିପୁଷ୍ଟ କରି ଗଢ଼ିତୋଳିଛି ଏଠାରେ । ଜୈବ ବିବିଧତା, ଶତାଧିକ ପ୍ରଜାତିର ବନ୍ୟଜନ୍ତୁ ସଂରକ୍ଷିତ ଜଙ୍ଗଲରେ…