ଭାରତ ବନ୍ଦ: ବାଧାପ୍ରାପ୍ତ ହେବ ବ୍ୟାଙ୍କ ସେବା
ନୂଆଦିଲ୍ଲୀ: ଆସନ୍ତାକାଲି କେନ୍ଦ୍ର ଟ୍ରେଡ଼ ୟୁନିୟନ ଦ୍ଵାରା ଦିଆଯାଇଥିବା ଭାରତ ବନ୍ଦ ଡାକରାରେ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହେବା ନେଇ ସମ୍ଭାବନା ସୃଷ୍ଟି ହୋଇଛି ।
ଏହି ବନ୍ଦରେ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ୟୁନିଅନ ସାମିଲ ହେବାର ଇଚ୍ଛା ବ୍ୟକ୍ତ କରିଛନ୍ତି । ତେଣୁ ବ୍ୟାଙ୍କରେ ଟଙ୍କା…