ଜଗତସିଂହପୁରରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ; ଯୁବକ ଗୁରୁତର
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ଅଳାଭଳ ଗ୍ରାମରେ କୌଣସି କାରଣବଶତଃ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହେବା ପରେ ଗୁଳିମାଡରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି ।
ଆହତ ଯୁବକ ଜଣକ ବାଲିକୁଦା ବାଲିସାହି ଗ୍ରାମର ଦେବରାଜ ବିଶ୍ୱାଳ ବୋଲି ଜଣାପଡିଛି ।…