ଆଜିଠୁ ଆରମ୍ଭ ହେଲା ଓଡିଶାରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ
ଭୁବନେଶ୍ୱର: ସାରା ରାଜ୍ୟରେ ବିଭିନ୍ନ ବନଖଣ୍ଡରେ ଶୁକ୍ରବାର ଦିନ ପକ୍ଷୀ ଗଣନା ଆରମ୍ଭ ହୋଇଛି।
ରାଜ୍ୟ ବନବିଭାଗ ପକ୍ଷରୁ ୨୫ ଜଣିଆ ଟିମ୍ ସାତକୋଶିଆ, ମହାନଦୀ ସମେତ ଅନ୍ୟ ବନଖଣ୍ଡରେ ପକ୍ଷୀ ଗଣନା କାର୍ଯ୍ୟକ୍ରମରେ ନିୟୋଜିତ ହୋଇଛନ୍ତି ।
ସାତକୋଶିଆର ମହାନଦୀ ରିଭର ସିଷ୍ଟମ ସହ ଶିଶୁ ପଥର…