ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍, ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା ।
ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା।
ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ…