ଜଗତପୁରରେ ନକଲି ପାନମସଲା କାରଖାନା ଉପରେ ପୋଲିସର ଚଢ଼ାଉ
କଟକ: କଟକଜଗତପୁର ଫେଜ୍-୩ରେ ଚାଲୁଥିବା ଏକ ନକଲି ପାନମସଲା(ଜର୍ଦ୍ଦା) କାରଖାନା ଉପରେ ପୁଲିସ ଚଢ଼ାଉ କରିଛି। ଚଢ଼ାଉ ସମୟରେ ବିପୁଳ ପରିମାଣରେ କଞ୍ଚାମାଲ୍, ପ୍ରସ୍ତୁତ ମସଲା ଓ ମେସିନ ଜବତ କରାଯାଇଥିବା ସୂଚନା ମିଳିଛି।
ନକଲି କାରଖାନାର ମାଲିକ ଓ କର୍ମଚାରୀ ଘଟଣାସ୍ଥଳରୁ ଫେରାର…