Latest Odisha News

BREAKING NEWS

Yearly Archives

2020

ନୂଆପଡ଼ା ଜିଲ୍ଲା ସୀମାନ୍ତ ଜଙ୍ଗଲରୁ ମାଓ କ୍ୟାମ୍ପ ଠାବ, ବନ୍ଧୁକ ଓ ଗୁଳି ଜବତ

ନୂଆପଡ଼ା: ଛତିଶଗଡ଼ ସୀମାନ୍ତ ନୂଆପଡ଼ା ଜିଲ୍ଲାର ଜଙ୍ଗଲରେ ମାଓବାଦୀ ଚଳାଇଥିଲେ କ୍ୟାମ୍ପ । ସୂଚନା ପାଇଁ ଚଢ଼ାଉ କରିଥିଲା ସିଆରପିଏଫ୍ । ନୂଆପଡ଼ା ଜିଲ୍ଲା ପାଟଦରହା ଭଇଁଶମୁଣ୍ଡି ଗାଁ ନିକଟ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ ହୋଇଛି । ସେଠାରୁ ୫ଟି ରାଇଫଲ, ଗୋଟିଏ ପିସ୍ତଲ ଓ ୩୩ଟି ଡିଟୋନେଟର ସହ…

ବିନିକାରେ ଥମୁନି ହାତୀପଲଙ୍କ ଉପଦ୍ରବ; ପୁଣି ଭାଙ୍ଗିଲେ ଘର, ନଷ୍ଟ କଲେ ଫସଲ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବିନିକା ଅଞ୍ଚଳରେ ରବିବାର ଦିନ ପୁଣି ଦେଖାଦେଇଛି ହାତୀପଲଙ୍କ ଉପଦ୍ରବ। ପାଖାପାଖି ୨୪ ଟିକିଆ ହାତୀପଲ ଏହି ଅଞ୍ଚଳରେ ଉପଦ୍ରବ ସୃଷ୍ଟି କରିଥିବା ସୂଚନା ରହିଛି। ପ୍ରାପ୍ତ ସୂଚନାନୁସାରେ, ଗଣେଶପୁରର କେଉଟପଡା ଗାଁରେ ରବିବାର ବିଳମ୍ବିତ…

ପତ୍ନୀଙ୍କ ଅନୈତିକ ସମ୍ପର୍କକୁ ସହ୍ୟ ନକରିପାରି ଜୀବନ ହାରିଲେ ଡାକ୍ତର ସ୍ୱାମୀ 

ଗୁରୁଗ୍ରାମ: ଗୁରୁଗ୍ରାମର ଏକ ଡାକ୍ତରଖାନାରେ କାର୍ଯ୍ୟ କରୁଥିବା ଜଣେ ଡାକ୍ତର ଶନିବାର ଦିନ ନିଜ ଦେହରେ ବିଷ ଇଞ୍ଜେକ୍ସନ ଦେଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଡାକ୍ତରଙ୍କ ପତ୍ନୀଙ୍କର ଅନୈତିକ ସମ୍ପର୍କ ଥିବା ଜାଣିବା ପରେ ଡାକ୍ତର ଜଣକ ଏହାକୁ ସଯ୍ୟ କରି ନପାରି ନିଜ ବାସ ଭବନରେ…

ପାଣି ଭିତରେ ଯାଦୁ ଦେଖାଇ କଲେ ଗିନିଜ୍ ୱାଲ୍ଡ ରେକର୍ଡ

ନୂଆଦିଲ୍ଲୀ: ପାଣି ଭିତରେ ଯାଦୁ କଳା ଦେଖାଇ ଗିନିଜ୍ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି ଜଣେ ବ୍ରିଟିଶ ଯାଦୁକର। ଏଭଳି ଯାଦୁ ଦ‌େଖାଇଥିବା ବ୍ୟକ୍ତିଙ୍କ ନାମ ମାର୍ଟିନ୍ ରିସ୍ ବୋଲି ଜଣାପଡିଛି। ପ୍ରାପ୍ତ ସୂଚନା ଅନୁଯାୟୀ ସେ ପ୍ରାୟ ୩ ମିନିଟରେ ପାଖାପାଖି ୨୦ଟି ଯାଦୁ କ‌ୌଶଳ…

ରାଜସ୍ଥାନର ୮ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ, ସର୍ବସାଧାରଣ ସଭା ବନ୍ଦ

ଜୟପୁର: ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ମୁକାବିଲା ପାଇଁ ଗୁଜରାଟ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ପୁଣି କରୋନା କଟକଣାକୁ ଅଧିକ କଡ଼ାକଡ଼ି କରାଗଲାଣି । ଅଧିକ ସଂକ୍ରମିତ ମଧ୍ୟପ୍ରଦେଶ ଓ ଗୁଜରାଟର କିଛି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲଗାଯିବା ପରେ ରାଜସ୍ଥାନର ୮ ସହରରେ ଲାଗିବ…

ସମ୍ପତ୍ତି ପାଇଁ ମହାଭାରତ; ବାପ, ପୁଅ, ବୋହୂ ଗୁରୁତର

ଖଲ୍ଲିକୋଟ: ସମ୍ପତ୍ତି ଭାଗ ଆଗରେ ତୁଚ୍ଛ ହେଉଛି ସମ୍ପର୍କ। ସମ୍ପତ୍ତି ପାଇଁ ହଣାହଣି ହେଉଛନ୍ତି ସମ୍ପର୍କୀୟ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ। ସୂଚନାନୁସାରେ, ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ୨ ପରିବାର ମଧ୍ୟରେ…

ଓଡିଆ ଅଭିନେତା ଜିମୂତ ପଟ୍ଟନାୟକଙ୍କ ଦେହାନ୍ତ

ଭୁବନେଶ୍ବର: ବରିଷ୍ଠ ଓଡିଆ ଅଭିନେତା ଜିମୂତ ପଟ୍ଟନାୟକଙ୍କର ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ସୂଚନା ଅନୁଯାୟୀ ସେ ଗତ କିଛି ଦିନ ହେବ ନିମୋନିଆରେ ପିଡିତ ହୋଇ ଚିକିତ୍ସିତ ହେଉଥିଲ‌େ। ହେଲେ ଚିକିତ୍ସାଧୀନ…

ଡ୍ରଗ୍ସ କେସ୍: କମେଡିଆନ୍ ଭାରତୀୟ ସିଂଙ୍କ ପରେ ସ୍ୱାମୀ ହର୍ଷ ଲିମ୍ବାଚିୟା ଗିରଫ

ମୁମ୍ୱାଇ: କମେଡି କୁଇନ୍ ଭାରତୀ ସିଂଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟା ଗିରଫ । ତାଙ୍କୁ ଆଜି ଗିରଫ କରିଛି ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ପାଖାପାଖି ୧୫ ଘଣ୍ଟା ଜେରା ପରେ ହର୍ଷଙ୍କୁ ଗିରଫ କରାଯାଇଛି । ଗତକାଲି ଭାରତୀ ସିଂଙ୍କୁ ଗିରଫ କରିଥିଲା ଏନସିବି । ଗଞ୍ଜେଇ ସେବନ କରୁଥିବା ଭାରତୀ ଓ…

ଚାକିରିରୁ ଅବସର ପର‌େ କଲ‌େ ‌‌ଟ୍ର‌େନ୍ ଡବା ପରି ଘର

ମୁମ୍ବାଇ: ରେଳବାଇ ବିଭାଗରେ ପ୍ରାୟ ୩୮ ବର୍ଷ ଚାକିରି କରିବା ପରେ ଅବସର ନେଇଛନ୍ତି ମହାରାଷ୍ଟ୍ରର ରୋହିଦାସ ସିନ୍ଧେ। ହ‌େଲ‌େ ଚାକିରି ପ୍ରତି ତାଙ୍କର ଏତ‌େ ଭଲ ପାଇବା ଥିଲା ଯେ ସେ ନିଜ ଘରକୁ ମଧ୍ୟ ଦେଇଦ‌େ‌ଲ‌େ ଟ୍ରେନ୍ ଆକାର। ମହାରାଷ୍ଟ୍ରର ସାଙ୍ଗଲି ଅଞ୍ଚଳରେ ରୁହନ୍ତି ରୋହିଦାସ…

ଆତ୍ମହତ୍ୟା କଲେ ସାତପଡ଼ା କଲେଜ ଅଧ୍ୟକ୍ଷା

ପୁରୀ: ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସାତପଡ଼ା ପଞ୍ଚାୟତ କନିଷ୍ଠ ଶିକ୍ଷା ଓ ବୈଷୟିକ ମହାବିଦ୍ୟାଳୟର ଅଧ୍ୟକ୍ଷା ମହାବିଦ୍ୟାଳୟ ପରିସର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କଲେଜ ପରିସରରେ ଭିତରେ ଥିବା ନିଜ କ୍ୱାର୍ଟରରେ ଅଧ୍ୟକ୍ଷା ଭାନୁମତି ପ୍ରଧାନ ନିଜ…