ପୁଣି ଥରେ ରାଧେ ମୋହନ ହେବେ ସଲମାନ, ଆସିବ ‘ତେରେ ନାମ୍’ର ସିକ୍ବେଲ !
୨୦୦୩ ମସିହାରେ ରିଲିଜ୍ ହୋଇଥିବା ସଲମାନ ଖାନଙ୍କ ମୁଭି ‘ତେରେ ନାମ୍’ ସୁପର ଡୁପର ହିଟ୍ ହୋଇଥିଲା । ଏଥିରେ ରାଧେ ମୋହନ ଭୂମିକାରେ ନଜର ଆସିଥିଲେ ସଲମାନ । ଲମ୍ବା ଲମ୍ବା କେଶ ସହ ସଲମାନଙ୍କ ଲୁକକୁ ଲୋକେ ପସନ୍ଦ କରିଥିଲେ । ଫିଲ୍ମ ବମ୍ପର କଲେକ୍ସନ କରିଥିଲା । ଦେଶର ବିଭିନ୍ନ ସ୍ଥାନରେ ଲମ୍ବା…