ଭୁବନେଶ୍ୱରରୁ ୫୦ରୁ କମ୍ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆଜି ସବୁଠୁ କମ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ୪୮ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍ ସଂକ୍ରମଣ ସଂଖ୍ୟା ୩୦ ହଜାର ୨୨୭ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)…