ବିଶ୍ୱବ୍ୟାପୀ ୨୪ ଘଣ୍ଟାରେ ୫ ଲକ୍ଷରୁ ଅଧିକ ନୂଆ କରୋନା ସଂକ୍ରମିତ ଚିହ୍ନଟ
ନୂଆଦିଲ୍ଲୀ: ବିଶ୍ୱବ୍ୟାପୀ ସମଗ୍ର ମାନବ ଜାତିର ବିନାଶର କାରଣ ପାଲଟିଛି କରୋନା। କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଢେ ପାଞ୍ଚ କୋଟି ପାର୍ କରିସାରିଲାଣି।
ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ୱରେ ୫…