ଛଟ ପୂଜା ପାଳନ ଉପରେ ଲାଗିଲା କଟକଣା
ଭୁବନେଶ୍ୱର: ଚଳିତ ବର୍ଷ ଛଟ ପୂଜା ପାଳନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଓଡିଶା ସରକାର । ଏପରିକି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନଦୀ ପଠାରେ ଏକାଠି ଗାଧୋଇବା ଉପରେ ମଧ୍ୟ କଟକଣା ଲଗାଯାଇଛି ।
ଘରେ ରହି ପୂଜା କରିବାକୁ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ନିର୍ଦେଶ ଦେଇଛନ୍ତି ।…