Latest Odisha News

BREAKING NEWS

Yearly Archives

2020

ଦୁଷ୍କର୍ମ ପରେ ବ୍ଲାକମେଲିଂ ଅଭିଯୋଗ; ବନ୍ଧା ହେଲେ ଅଭିଯୁକ୍ତ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ବ୍ଲାକମେଲିଂ କରିବା ଅଭିଯୋଗରେ ଅନୁଗୁଳ ଥାନା ପୁଲିସ୍ ଜଣେ ଟେଲର ମାଷ୍ଟରକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ଅନୁଗୁଳ ଥାନା ଇଲାକା ଶାବଳ ଭଙ୍ଗା ଗ୍ରାମ ମାଣପୁର ସାହିର ଟୁକୁନା ସାହୁ। ପ୍ରାପ୍ତ ସୂଚନାନୁସାରେ,…

ବିହାରରେ ଆଜି ଏନଡିଏ ବୈଠକ, ବିଧାୟକ ଦଳ ନେତା ନିର୍ବାଚିତ ହେବେ ନୀତିଶ କୁମାର

ପାଟନା: ନୀତିଶ କୁମାରଙ୍କ ନେତୃତ୍ୱରେ ବିହାରରେ ଏନଡିଏ ସରକାର ଗଠନ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜି ବସୁଛି ଏନଡିଏ ବିଧାୟକ ଦଳ ବୈଠକ । ଏଠାରେ ନୀତିଶ କୁମାରଙ୍କୁ ବିଧାୟକ ଦଳ ନେତା ମନୋନୀତ କରାଯିବ । ବୈଠକରେ ଅଂଶୀଦାର ଦଳ ବିଜେପି, ଜେଡିୟୁ, ହାମ୍ ଓ ଭିଆଇପିର ନବନିର୍ବାଚିତ…

କଟକଣା ମଧ୍ୟରେ ରାଜ୍ୟବାସୀ ପାଳନ କଲେ ନିରାଡ଼ମ୍ବର ଦୀପାବଳି

ଭୁବନେଶ୍ୱର: ମହାମାରୀ କରୋନାର ଭୟାବହତା ଓ ରାଜ୍ୟ ସରକାରଙ୍କ କୋରୋନା କଟକଣା ଯୋଗୁ ଚଳିତବର୍ଷ ରାଜ୍ୟବାସୀ ନିରାଡମ୍ବରରେ ଦୀପାବଳି ପାଳନ କରିଛନ୍ତି । କୋରୋନା ଯୋଗୁ ପୂର୍ବରୁ ବିଭିନ୍ନ ପର୍ବପର୍ବାଣୀ ପ୍ରଭାବିତ ହୋଇଥିବା ବେଳେ ଏବେ ଏହାର ବିଶେଷ ପ୍ରଭାବ ଦେଖିବାକୁ ମିଳିଛି ଦୀପାବଳୀରେ।…

‘ଦକ୍ଷତା’ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ୫ ଜଣ କୃଷି କର୍ମଚାରୀଙ୍କୁ ପ୍ରଶଂସାପତ୍ର

ସୁନ୍ଦରଗଡ଼: ୫-ଟି କାର୍ଯ୍ୟକ୍ରମ ଅଧୀନରେ ପରିଚାଳିତ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ‘ଦକ୍ଷତା’ କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାର ୫ ଜଣ କ୍ଷେତ୍ର କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। ଶୁକ୍ରବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମାନ୍ୟବର…

ମା ଶାରଳାଙ୍କ ପୀଠ; ଯେଉଁଠି ପୋୖରାଣିକ ସମୟରୁ ହେଉଛି ତନ୍ତ୍ର ସାଧନା

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ମା' ଶାରଳାଙ୍କ ପୀଠ। ପୌରାଣିକ ଯୁଗରୁ ଏଠାରେ ତନ୍ତ୍ର ସାଧନା ହେବାର ଲୋକକଥା ରହିଛି ଯାହା ଆଜିବି ଚାଲିଛି। ଓଡ଼ିଆ ମହାଭାରତରେ ବର୍ଣ୍ଣନା ଅନୁଯାୟୀ, ଦେବୀ ଶାରଳା ସାରୋଳ ଚଣ୍ଡୀ ରୂପରେ ୧୫୦୦ ଶତାବ୍ଦୀ ପର୍ଯ୍ୟନ୍ତ ପ୍ରସିଦ୍ଧ ଥିଲେ । ଚଣ୍ଡୀ…

ଶୀତ ଋତୁ ଆରମ୍ଭରୁ ନିଅନ୍ତୁ ନିଜ ପାଦର ଯତ୍ନ

ଭୁବନେଶ୍ୱର: ଶୀତଋତୁ ଆରମ୍ଭ ହୋଇଗଲାଣି। ଏହି ଋତୁରେ ଦେହ ହାତ ଶୁଷ୍କ ହୋଇଯାଏ। ଦେହହାତ ସହ ଅନେକଙ୍କର ଗୋଇଠି ମଧ୍ୟ ଫାଟିଯାଏ। ଏହାଦ୍ୱାରା ଚାଲିବା ବେଳେ ଦରଜ ହେବା ସହ ରକ୍ତ ମଧ୍ୟ ବାହାରିଥାଏ। ତେବେ ଶୀତ ଆରମ୍ଭରୁ ପାଦର ଯତ୍ନ ନେଲେ ଏଭଳି ସମସ୍ୟା ଉପୁଜେ ନାହିଁ। ସାଧାରଣତଃ ଶୀତଦିନେ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୧୫-୧୧-୨୦୨୦ ରବିବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୧୫ ରିଖ ରବିବାର ତୁଳା ୩୦ ଦିନ କାର୍ତ୍ତିକ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ବିଶାଖା ନକ୍ଷତ୍ର ତୁଳା ଚନ୍ଦ୍ର ଦିନ ୧୨ ଟା ପର୍ଯ୍ୟନ୍ତ ତାହା ପରେ ବିଛା ଚନ୍ଦ୍ର ଭୋଗ ହେବ   ଘାତ ବାର-: ମେଷ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଟ୍ରାଫିକ୍ କନଷ୍ଟେବଳ

ଭୁବନେଶ୍ୱର: ଭୁବନେଶ୍ୱରର ଶିଶୁ ଭବନ ଛକ ନିକଟରେ ଶନିବାର ଦିନ ଗୋଟିଏ କ୍ରେନ୍ ଟ୍ରାଫିକ୍ ପୋଷ୍ଟକୁ ଧକ୍କା ଦେଇଥିବା ବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି କାର୍ଯ୍ୟରତ ଟ୍ରାଫିକ୍ କନଷ୍ଟେବଳ । ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ସକାଳେ ବିଜୟ ସାହୁ ଓ ପ୍ରକାଶ ମାର୍ଥା ନାମକ ଦୁଇ ଜଣ ଟ୍ରାଫିକ୍…

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଅସୁସ୍ଥ, ଡାକ୍ତରଖାନାରେ ଭର୍ତି

ଶିମଲା:ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଶନିବାର ଗୁରୁତର ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଶିମଲସ୍ଥିତ ଆଇଜିଏମସି ଡାକ୍ତରଖାନାରେ ଭିର୍ତି କରାଯାଇଛି । ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ଶୁକ୍ରବାରଠାରୁ ସେ ହିମାଚଳ ପ୍ରଦେଶ ଗସ୍ତରେ…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୭୧ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରୁ ପ୍ରାୟ ୧୨୭୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ଯାହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨,୯୬,୫୧୬ରେ ପହଞ୍ଚିଛି । କେଉଁ ଜିଲ୍ଲାରୁ କେତେ ସୁସ୍ଥ ହୋଇଛନ୍ତି?…