Latest Odisha News

BREAKING NEWS

Yearly Archives

2020

ଗଙ୍ଗୋତ୍ରୀ ଗ୍ଲେସିୟର ୮୦ ବର୍ଷ ମଧ୍ୟରେ୧.୯ କିଲୋମିଟର ପଛକୁ ଘୁଂଚିଛି !

ଡେରାଡୁନ: ଦିନକୁ ଦିନ ପୃଥିବୀର ତାପମାତ୍ର ବଢ଼ିବାରେ ଲାଗିଛି । ଫଳରେ ଗ୍ଲେସିୟର ତରଳିବା ଆରମ୍ଭ ହୋଇଛି । ରିପୋର୍ଟ ମୁତାବକ ୩୬୦ ବର୍ଷ ହେବ ଗଙ୍ଗୋତ୍ରୀ ଗ୍ଲେସିୟର ପ୍ରତିଦିନ ୬୩ ମିଟର ପଛକୁ ଘୁଂଚିଛି । ୮୦ ବର୍ଷ ମଧ୍ୟରେ ଏହା ୧.୯ କିଲୋମିଟର ପଛକୁ ଖସିଛି । ବରଫ ତରଳିବା ଯୋଗୁ ଏହା ହେଉଛି ।…

ଓଡିଶାରେ କରୋନା ମୃତ୍ୟୁ ସଂଖ୍ୟା ୧୫ଶହ ଟପିଲା

ଭୁବନେଶ୍ୱର: ଓଡିଶାରେ ଆଉ ୧୫ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ପୁରୀରୁ ୧…

୨୨ ବର୍ଷ ପରେ ଆମେରିକା ନେଲା ପ୍ରତିଶୋଧ, ଇସ୍ରାଏଲ ଗୋଇନ୍ଦା ସଦସ୍ୟ ହତ୍ୟା କଲେ ଅଲକାଏଦାର ଦ୍ୱିତୀୟ କମାଣ୍ଡରକୁ

ନ୍ୟୁୟର୍କ: ଆମେରିକା ୨୨ ବର୍ଷ ତଳର ପ୍ରତିଶୋଧ ଶନିବାର ନେଇଥିବା ରିପୋର୍ଟ ପ୍ରକାଶ ପାଇଛି । ଇସ୍ରାଏଲର ଗୁଇନ୍ଦା ‘ମୋସାଦ’ସହାୟତାରେ ଇରାନରେ ପଶି ଅଲକାଏଦର ଦୁଇ ନମ୍ବର କମାଣ୍ଡର ଅବୁ ମହମ୍ମଦ ଅଲ-ମଶରୀକୁ ହତ୍ୟା କରିଛି । ଇସ୍ରାଏଲ ଗୁଇନ୍ଦା ଅଧିକାରୀଙ୍କ ରିପୋର୍ଟକୁ ଆଧାର କରି ସଂପୃକ୍ତ…

ହଜାରେ ତଳେ ଦୈନିକ କରୋନା କେସ୍: ୨୪ ଘଣ୍ଟାରେ ରାଜ୍ୟରୁ ୯୦୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ହଜାରେରୁ କମ୍ ସଂକ୍ରମିତ ଟିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ୯୦୨ ପଜିଟିଭ୍ କେସ୍ ସାମନାକୁ ଆସିଛି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୫୨୩ ଆକ୍ରାନ୍ତ । ଲୋକାଲ କଣ୍ଟାକ୍ଟ କେସ୍ ୩୭୯ଟି…

ଆଜିଠୁ ରାଜ୍ୟରେ ବଢ଼ିବ ଜାଡ଼, ୩-୪ ଡିଗ୍ରୀ ସେଲସିୟସ ଯାଏ ଖସିବ ପାରଦ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢ଼ିବ ଜାଡ଼ । ଖସିବ ପାରଦ, ଥରିବ ଓଡ଼ିଶା । କିଛି ଦିନର ବ୍ୟବଧାନ ପରେ ଆଜିଠୁ ରାଜ୍ୟରେ ପୁଣି ଶୀତ ଲେଉଟିବ । ଏନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ରହିଥିବା ଟ୍ରଫ୍‌ ଲାଇନ୍ ଯୋଗୁ ୧୧ ତାରିଖରୁ ୧୩ ତାରିଖ…

ଦୀପାବଳିରେ ଦୁର୍ଘଟଣା: ଗାଡ଼ି ଧକ୍କାରେ ଦୁଇ ଭାଇ ମୃତ

ସୁନ୍ଦରଗଡ଼: ସଡ଼କ ଦୁର୍ଘଟଣା ଗୋଟିଏ ପରିବାରର ଦୀପାବଳି ଖୁସିରେ ଅସରନ୍ତି ଦୁଃଖ ଭରି ଦେଇଛି । ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଦୁଇ ଭାଇ । ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ବାଲିଯୋଡ଼ି ନିକଟରେ ଏଭଳି ଅଭାବନୀୟ ଓ ଦୁଃଖଦ ଘଟଣା ଘଟିଛି । ଗତକାଲି ରାତିରେ ଘଟିଛି ଦୁର୍ଘଟଣା ।…

ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମବାର୍ଷିକୀରେ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ସ୍ୱାଧୀନତା ପରେ ଦେଶର ଶାସନ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ବାର୍ଷିକୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଧାନମନ୍ତ୍ରୀ ପଣ୍ଡିତ ନେହେରୁଙ୍କୁ ସ୍ମରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରି ଦେଶର…

ଦେଶରେ ୮୭ ଲକ୍ଷ କରୋନା ଆକ୍ରାନ୍ତ, ସୁସ୍ଥ ହେଲେଣି ୮୧ ଲକ୍ଷ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇ ଭିତରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମିବାରେ ଲାଗିଛି ଆକ୍ଟିଭ୍ କେସ୍ । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୫୦ ହଜାରରୁ କମ୍ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ଆଉ ୪୪ ହଜାର ୬୮୪ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା । ଲକ୍ଷେ ୨୯…

ପର୍‌ଭେଜ୍‌ ମୁଶାରଫ୍‌ଙ୍କୁ ମୃତ୍ୟୁ ଦଣ୍ଡ ଶୁଣାଇଥିବା ବିଚାରପତିଙ୍କ କରୋନାରେ ମୃତ୍ୟୁ

ନୂଆଦିଲ୍ଲୀ: ଦେଶଦ୍ରୋହ ମାମଲାରେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କୁ ମୃତ୍ୟୁଦଣ୍ଡ ଦେଇଥିବା ଜଜ୍ ୱାକର ସେଠ୍‌ଙ୍କର ଶୁକ୍ରବାର ଦିନ କରୋନା ଯୋଗୁ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ବୟସ ହୋଇଥିଲା। ଇସଲାମାବାଦର ଏକ ଘରୋଇ ଡାକ୍ତରଖାନାରେ ପେଶୱାର ହାଇକୋର୍ଟର…

ଦାଦନ ଦୁଃଖ: ରାଜ୍ୟ ବାହାରକୁ ଚାଲାଣ ବେଳେ କଣ୍ଟାବାଞ୍ଜିରୁ ୫୬ ଶ୍ରମିକ ଉଦ୍ଧାର

ବଲାଙ୍ଗିର: ରାଜ୍ୟ ବାହାରକୁ ଚାଲାଣ ବେଳେ କଣ୍ଟାବାଞ୍ଜି ଷ୍ଟେସନରୁ ୫୬ ଦାଦନ ଶ୍ରମିକ ଉଦ୍ଧାର । ବେଆଇନ ଭାବରେ ସେମାନଙ୍କୁ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲା । ସେମାନଙ୍କ ଭିତରେ ଅଛନ୍ତି ୨୫ ପୁରୁଷ, ୨୩ ମହିଳା ଓ ୮ ଜଣ ଶିଶୁ । ଉଦ୍ଧାର ଶ୍ରମିକମାନେ ସମସ୍ତେ ନୂଆପଡ଼ା ଜିଲ୍ଲା ସିନାପାଲି…