Latest Odisha News

BREAKING NEWS

Yearly Archives

2020

ଓଡିଶା ପୋଲିସର ୭୦୦ ଅଧିକାରୀ ଦେଲେଣି ପ୍ଲାଜମା

ଭୁବନେଶ୍ୱର: ଓଡିଶା ପୋଲିସର ୭୦୦ ଜଣ କୋଭିଡ ଯୋଦ୍ଧା ଏଯାବତ୍ ପ୍ରଦାନ କରିଛନ୍ତି ପ୍ଲାଜମା । ସୂଚନା ଅନୁଯାୟୀ, କଟକ ସ୍ଥିତ ଏସସିବି ମେଡିକାଲ୍ କଲେଜ ଓ ହସ୍ପିଟାଲ, ରାଉରକେଲା ଆଇଜିଏଚ୍‌, ବୁର୍ଲା ଭିମସାର୍‌, ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ୍ କଲେଜ ଓ ହସ୍ପିଟାଲ୍‌, ଭୁବନେଶ୍ୱରର…

୧୧, ୨୦୦ କୋଟିର ଅତିରିକ୍ତ ବଜେଟକୁ କ୍ୟାବିନେଟ ମଂଜୁରୀ

ଭୁବନେଶ୍ୱର: ୨୦୨୦-୧୨ ଆଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପରେ ବାଜିଲା ମୋହର । ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟକୁ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅନୁମୋଦନ ମିଳିିଛି । ଏହି ଅତିରିକ୍ତ ବଜେଟକୁ ଆସନ୍ତା ୨୦ ତାରିଖରେ ରାଜ୍ୟ ବିଧାନସଭାରେ ଉପସ୍ଥାପନ କରାଯିବ । ନଭେମ୍ବର…

ପୂର୍ବତଟ ରେଳପଥ ମଧ୍ୟରେ ଗଡିବ ୪ ବିଶେଷ ଟ୍ରେନ୍; ଆଉ କେଉଁ ଟ୍ରେନ୍ ବାତିଲ, ଜାଣନ୍ତୁ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ଆଉ ଚାରିଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ଏହି ଟ୍ରେନ ଗୁଡିକ ହେଉଛି - ବିଶାଖାପାଟନମ୍-ରାୟଗଡା-ବିଶାଖାପାଟନମ୍, ପାଲାସା-ବିଶାଖାପାଟନମ୍-ପାଲାସା, ପାଲାସା-ଭୁବନେଶ୍ୱର-ପାଲାସା ଏବଂ ସମ୍ବଲପୁର-ରାୟଗଡା-ସମ୍ବଲପୁର।…

ପାରିବାରିକ ହିଂସା ମାମଲା: ସମୟ ମାଗିଲେ ଅନୁଭବ

କଟକ: ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ ହୋଇଥିବା ପାରିବାରିକ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ୱାମୀ ଅନୁଭବ ମହାନ୍ତି। କଟକ ଏସଡିଜେଏମ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮ରେ…

ଭାରତକୁ ଫେରୁଛି ପବ୍‌ଜି

ନୂଆଦିଲ୍ଲୀ: ପବ୍‌ଜି ପ୍ରେମୀଙ୍କ ପାଇଁ ଖସି ଖବର । ପୁଣି ଫେରୁଛି ପବ୍‌ଜି । ଭାରତକୁ ବାହୁଡୁଛି ଲୋକପ୍ରିୟ ଗେମିଂ ଆପ୍ ପବ୍‌ଜି । ପବଜୀ ମୋବାଇଲ୍‌ ଗେମ୍‌ ଫେରିବା ନେଇ ସାଉଥ୍‌ କୋରିଆ କମ୍ପାନୀ ଘୋଷଣା କରିଛି। ତେବେ କେବଳ ଭାରତ ପାଇଁ ନୂଆ ଫିଚର ସହ ଗେମ୍‌ ଲଞ୍ଚ ହେବାକୁ ଥିବା ବେଳେ ଏଥର…

୧୨ ମାସ ଶିଶୁର ଶ୍ୱାସନଳୀରୁ ବାହାରିଲା ଆତ ମଞ୍ଜି

ଭୁବନେଶ୍ୱର: ଜଣେ ୧୨ ମାସର ଶିଶୁର ଶ୍ୱାସନଳୀରୁ ଏଣ୍ଡୋସ୍କୋପିକ୍ ପଦ୍ଧତିରେ ବାହାର କରାଯାଇଛି ଆତ ମଞ୍ଜି । ଏହି ମଞ୍ଜି ଅଟକିଥିବା ଯୋଗୁଁ  ଶିଶୁର ଜୀବନ ସଙ୍କଟାପନ୍ନ ହୋଇପଡିଥିଲା। ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ୱାରା ସଫଳତାର ସହ ଏହି ଜଟିଳ ଅସ୍ତ୍ରୋପଚାର ସମ୍ପାଦିତ ହୋଇଛି।…

ମହିଳା ଆଇପିଏସ୍ ଅଫିସର ବନିଲେ କେବିସି ୧୨ ସିଜନର ଦ୍ୱିତୀୟ କୋଟିପତି

ମୁମ୍ବାଇ: ସୋନି ଟିଭିରେ ପ୍ରସାରିତ ‘କୌନ ବନେଗା କରୋଡପତି’ ସିଜନ୧୨ର ଦ୍ୱିତୀୟ କୋଟିପତି ବନିଲେ ମହିଳା ଆଇପିଏସ୍ ଅଫିସର ମୋହିତା ଶର୍ମା । ଏନେଇ ଶୋ’ର ଏକ ନୂଆ ପ୍ରୋମୋ ରିଲିଜ ହୋଇଛି । ପ୍ରତିଯୋଗୀ ମୋହିତା ଶର୍ମା ଖୁବ୍ ଭାବିଚିନ୍ତି ଖେଳୁଥିବା ବେଳେ ସେ ୧କୋଟି ଜିତିଥିବା ନେଇ…

[ଭିଡିଓ] ଆମେରିକୀୟ ଗାୟିକା ମେରି ମିଲବେନ୍ ଗାଇଲେ ହିନ୍ଦୀ ଭଜନ !

ଭୁୁବନେଶ୍ୱର: ଜଣାଶୁଣା ଆମେରିକୀୟ ଗାୟିକା ମେରି ମିଲବେନ୍ । ଦୀପାବଳି ଅବସରରେ ଏହି ବିଦେଶୀ ଗାୟିକା ନିଜ କଣ୍ଠରେ ଏକ ହିନ୍ଦୀ ଭଜନକୁ ସଜାଇ ଚର୍ଚ୍ଚାକୁ ଆସିଛନ୍ତି । ଭଜନର ଲିରିକ୍ସ ଲାଇନ୍ ଓମ୍ ଜୟ ଜଗଦିଶ ହରେ ଥିବାବେଳେ ସୋସିଆଲ୍ ମିଡିଆରେ ଏହା ଭାଇରାଲ୍ ହୋଇଛି । ବୁଧବାର ଏହି ଭଜନକୁ…

ସେହ୍ୱାଗଙ୍କ ଶ୍ରେଷ୍ଠ ଆଇପିଏଲ ଏକାଦଶରେ ରୋହିତଙ୍କୁ ସ୍ଥାନ ନାହିଁ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗ ନିକଟରେ ସମ୍ପନ୍ନ ହୋଇଥିବା ଆଇପିଏଲର ଶ୍ରେଷ୍ଠ ଏକାଦଶ ବାଛିଛନ୍ତି । ତେବେ ଏଥିରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମାଙ୍କୁ ସ୍ଥାନ ମିଳି ନାହିଁ । ଯାହା କି ଅନେକଙ୍କୁ ଚକିତ କରିଛି ।…

ବିଜେପିର ବେଙ୍ଗଲ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ କନଭୟ ଉପରେ ଆକ୍ରମଣ

କୋଲକାତା: ନିର୍ବାଚନ ଉଷ୍ମତା ବଢ଼ିବା ପରେ ପଶ୍ଚିମବଙ୍ଗ ପୁଣି ସାଇଲେଂଟରୁ ଭାଓଲେଂଟ ହେଉଛି । ବିଜେପି ଓ ଟିଏମସି ନେତା ଏଥର ମୁହାଁ ମୁହିଁ ହେବା ଆରମ୍ଭ କରିଛନ୍ତି । ବିଜେପିର ବେଙ୍ଗଲ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଓ ଅନ୍ୟ ଦଳୀୟ ନେତାଙ୍କ କନଭୟ ଉପରେ ଆଜି ଜୋରଦାର ଆକ୍ରମଣ କରାଯାଇଛି ।…