Latest Odisha News

BREAKING NEWS

Yearly Archives

2020

ପାଟଣାଗଡ ଗଣହତ୍ୟା ପଛରେ ପୂର୍ବ ଶତ୍ରୁତା ! ୨ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ବଲାଙ୍ଗିର: ବଲାଙ୍ଗିର ପାଟଣାଗଡର ଗୋଟିଏ ପରବାରର ୬ ଜଣଙ୍କୁ ନିର୍ମମ ହତ୍ୟା ଘଟଣାରେ ପୋଲିସ ମିଳିଛୁ ନୂଆ ନୂଆ ଖିଅ । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ସେପଟେ ମୃତକଙ୍କ ଆଉ ୩ ପୁଅ ଗାଁରେ ପହଂଚିଛନ୍ତି । ୩ ପୁଅଙ୍କୁ ମଧ୍ୟ ପୋଲିସ ପଚରାଉଚରା କରୁଛି । ଅଟକ…

ରାଜ୍ୟରେ ଆଖି ବୁଜିଲେ ଆଉ ୧୪ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟା କିନ୍ତୁ କମୁନି । ବଢ଼ି ଚାଲିଛି କରୋନାରେ ପ୍ରାଣ ହରାଉଥିବା ମୃତକଙ୍କ ସଂଖ୍ୟା । ଗତ ୨୪ ଘଂଟାରେ ପୁଣି ଥରେ ରାଜ୍ୟରେ ଆଉ ୧୪ କରୋନା ରୋଗୀଙ୍କ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରେ ଖସୁଛି କରୋନା ଟ୍ରେଣ୍ଡ: ୨୪ ଘଣ୍ଟାରେ ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଧୀର ଧୀରେ ରାଜ୍ୟରେ କମୁଛି କରୋନା କାୟା । ଖସୁଛି ଦୈନିକ ପଜିଟିଭି କେସ୍ । ଆକ୍ଟିଭ କେସ୍ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ପୁଣି ହଜାରେରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ହୋଇଛନ୍ତି ଆଉ ୯୮୬ ଜଣ । କ୍ୱାରେଣ୍ଟାଇନରୁ ୫୭୨ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି…

ଅଜଣା ଗାଡ଼ି ଧକ୍କାରେ ମାଆ ଓ ପୁଅ ମୃତ, ବାପା ଗୁରୁତର

ବାଲେଶ୍ୱର: ଅଜଣା ଗାଡି ଧକ୍କାରେ ମାଆ ଓ ପୁଅଙ୍କ ମୃତ୍ୟୁ । ବାପା ଗୁରୁତର ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥର ଖନ୍ତପଡ଼ା ଅନ୍ତର୍ଗତ ଓଳିଆପାଟଣା ପେଟ୍ରୋଲ ପମ୍ପ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିକୁ ଅଜଣା ଗାଡ଼ି ଧକ୍କା ଦେଇ ପଳାଇ ଯାଇଛି ।…

ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସ କିରାଣୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର: ଭିଜିଲାନ୍ସ ଜାଲରେ ଧର୍ମଶାଳା ସବରେଜିଷ୍ଟ୍ରାର ଅଫିସର କିରାଣି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ତାଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ହୋଇଛି । ତାଙ୍କ ନାଁ ରତ୍ନାକତ ମହାନ୍ତି । ରତ୍ନାକରଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ…

ଦେଶରେ ୫ ଲକ୍ଷ ତଳକୁ ଖସିଲା କରୋନା ଆକ୍ଟିଭ୍ କେସ୍, ଜାଣନ୍ତୁ ୨୪ ଘଣ୍ଟାର ରିପୋର୍ଟ

ନୂଆଦିଲ୍ଲୀ: କରୋନା ସହ ଲଢ଼େଇରେ ଭଲ ଖବର ସାମନାକୁ ଆସୁଛି । ଦେଶରେ କମୁଛି ଆକ୍ଚିଭ କେସ୍ । ବଢୁଛି ସୁସ୍ଥ ହାର । ଦୈନିତ ସଂକ୍ରମିତଙ୍କ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ସଂକ୍ରମିତ ହୋଇଛନ୍ତି ୪୭ ହଜାର ୯୦୫ ଜଣ । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ଲକ୍ଷ ୮୩…

ନାସାର ରୋଭର୍ ଚ୍ୟାଲେଞ୍ଜ ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ୧୦ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ବଡ଼ ସଫଳତା । ପ୍ରଥମ ଥର ଆନ୍ତର୍ଜାତିକ ପ୍ରତିଯୋଗିତା ‘ନାସା’ ରୋଭର୍‌ ଚାଲେଞ୍ଜ-୨୦୨୧ ପାଇଁ ଭାରତରୁ ପ୍ରତିନିଧିତ୍ୱ କରିବେ ଓଡ଼ିଶାର ୧୦ ଜଣ ସ୍କୁଲ ଛାତ୍ରଛାତ୍ରୀ । ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଦ୍ୱାରା ଏପ୍ରିଲରେ ଆୟୋଜନ ହେବ ଏହି…

“ବାଇପୋଲାର ଡିଜଅଡର” କ’ଣ, ଜାଣନ୍ତୁ ଏହା ସମ୍ପର୍କରେ

ଭୁବନେଶ୍ୱର: "ବାଇପୋଲାର ଡିଜଅଡର" ବାଇପୋଲାର ଆଫେକ୍ଟିଭ ଡିଜଅଡର ।ଏହା ଏକ ମାନସିକ ରୋଗ ଯେଉଁଥିରେ ସାମୟିକ ଉଚ୍ଚ ପ୍ରସନ୍ନତାଓ ତୀବ୍ର ଅବସାଦଦେଖାଯାଏ । ଉଚ୍ଚ ପ୍ରସନ୍ନତାକୁ ଗମ୍ଭୀରତା ଅନୁଯାୟୀ ବା ସାଇକୋସିସ ଥିଲେ ମାନିଆ ବା ହାଇପୋମାନିଆ ନାମ ଦିଆଯାଏ । ମାନିଆ ଥିଲେ ରୋଗୀ ଅହେତୁକ…

ଜାଣନ୍ତୁ, ଆଠଗଡ଼ର ମା’ ଭଟ୍ଟାରିକା ମନ୍ଦିର ସମ୍ପର୍କରେ କିଛି ଅଜଣା କଥା

ଭୁବନେଶ୍ୱର: ଭଟ୍ଟାରିକା ମନ୍ଦିର ଓଡ଼ିଶାର କଟକର ଆଠଗଡ଼ଠାରେ ବଡ଼ମ୍ବା ବ୍ଳକର ଶଶାଙ୍ଗ ଗ୍ରାମରେ ରହିଛି। ଏହା ହେଉଛି ହିନ୍ଦୁ ଦେବୀ 'ମା ଭଟ୍ଟାରିକା'ଙ୍କର ମନ୍ଦିର ।ଏହା ମହାନଦୀ କୂଳରେ ଅବସ୍ଥିତ । ଏହି ପୀଠରେ ମାଙ୍କୁ ଷୋଡ଼ଶୀ ଭାବେ କଳ୍ପନା କରାଯାଇଛି । କିମ୍ବଦନ୍ତୀ... ଇତିହାସ…

ପାଣିପାଗ ବିଭାଗର ସତର୍କ ସୂଚନା; ୪ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ ଏଭଳି ପାଗ ରହିବା ସମ୍ଭାବନା ରହିଛି। ଏଥିପାଇଁ ଥଣ୍ଡାର କମ୍ ରହିବ। ଏହାସହ ଶୁକ୍ରବାର ଠାରୁ ଧୀରେଧୀରେ ରାତିରେ ପାରଦ ଖସିବା ସହ ଶୀତ ବଢ଼ିବା ନେଇ ଆକଳନ…