ସୋଆ ଏନ୍ଏସ୍ଏସ୍ର ଉନ୍ନତ ଭାରତ ଅଭିଯାନ ଅନୁଷ୍ଠିତ
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ର ଏନ୍ଏସ୍ଏସ୍ ପକ୍ଷରୁ ଉନ୍ନତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ସୋଆ ଏନ୍ଏସ୍ଏସ୍ର ସ୍ୱେଚ୍ଛାସେବୀମାନେ ଭୁବନେଶ୍ୱର ଉପକଣ୍ଠ ଜାମୁଝରି ଗାଁର ଗୁପ୍ତପଡ଼ା, ଛତାବର, କୁଜିମହଲ, ପାତ୍ରପଡା…