ଦ୍ଵିତୀୟ ଦିନରେ ଟେରାକୋଟା ପ୍ରଦର୍ଶନୀ; କୋଭିଡ ନିୟମ ସହ ହେଉଛି ଜନ ସମାଗମ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ପକ୍ଷରୁ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ନଭେମ୍ବର ୬ ତାରିଖଠାରୁ ପଞ୍ଚଦଶ ମୃତ୍ତିକା ହସ୍ତଶିଳ୍ପ (ଟେରାକୋଟା) ପ୍ରଦର୍ଶନୀ ଆରମ୍ଭ ହୋଇଛି । ଏହି ପ୍ରଦର୍ଶନୀରେ…