Latest Odisha News

BREAKING NEWS

Yearly Archives

2020

କୂଳଡିହା ଅଭୟାରଣ୍ୟ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ ପକ୍ଷୀ

ବାଲେଶ୍ୱର: ନୀଳଗିରି ଫରେଷ୍ଟ ରେଞ୍ଜ ଅଞ୍ଚଳରେ ବିରଳ ରେଡ୍ ନେପଡ୍ ଆଇବିସ୍ (ନାଲି ମଥା ବାଜେଣି) ପକ୍ଷୀ ଚିହ୍ନଟ । ନୀଳଗିରି ନିକଟ ପୋଡାଶୂଳ ଅଞ୍ଚଳରେ ଏକ ସାଙ୍ଗରେ ଏଭଳି ଅନେକ ବିରଳ ପକ୍ଷୀ ମୋବାଇଲ ଟାୱାରରେ ବସିଥିବା ଦେଖିବାକୁ ମିଳିଛି । କୂଳଡିହା ଅଭୟାରଣ୍ୟର ରିଷିଆ, ଖୋମକୁଟ ଓ କେନ୍ଦୁଝର…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶି ଫଳ ତା ୭-୧୧-୨୦୨୦ ଶନିବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ନଭେମ୍ବର ତା ୭ ରିଖ ଶନିବାର ତୁଳା ୨୨ ଦିନ କାର୍ତ୍ତିକ ମାସ କୃଷ୍ଣ ପକ୍ଷ ସପ୍ତମୀ ତିଥି ପୁନର୍ବସୁ ଭୁକ୍ତ ପୁଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର ଆଜି: ତାଳ ଖାଇବା…

ବିହାରରେ ଅନ୍ତିମ ପର୍ଯ୍ୟାୟ ମତଦାନ, ୧୨୦୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ପାଟନା: ଆଜି ସରିବ ବିହାର ବିଧାନସଭା ନିର୍ବାଚନ ଭୋଟିଂ । ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଜାରି ରହିଛି । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ। ଏହି ପର୍ଯ୍ୟାୟରେ ୧୯ଟି ଜିଲ୍ଲାର ୭୮ ଆସନରେ ଭୋଟ ଗ୍ରହଣ ଚାଲିଛି । ଏହାସହ ବାଲ୍ମିକୀନଗର ସଂସଦୀୟ କ୍ଷେତ୍ର ଉପନିର୍ବାଚନ ପାଇଁ ମଧ୍ୟ ଭୋଟ…

ବାଙ୍ଗାଲୋରକୁ ୧୩୧ ରନରେ ରଖିଲା ହାଇଦ୍ରବାଦ

ଆବୁଧାବି: ଚଳିତ ଆଇପିଏଲରେ ଶୁକ୍ରବାର ଏଲିମିନେଟର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନୈରାଶ୍ୟଜନକ ବ୍ୟାଟିଂ କରିଛି । ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ଏହି ମୁକାବିଲାରେ ବାଙ୍ଗାଲୋର ୨୦ ଓଭରରେ ୭ ଉଇକେଟ ହରାଇ ୧୩୧ ରନ କରିଛି । ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ଏବି…

ସୁନ୍ଦରଗଡ଼ରେ ଡିସେମ୍ବର ୧୨ରୁ ଖୋଲିବ ମାଣ୍ଡିଆ ମଣ୍ଡି; ୭,୫୦୦ କୁଇଣ୍ଟାଲ ମାଣ୍ଡିଆ କ୍ରୟ ଲକ୍ଷ୍ୟ

ସୁନ୍ଦରଗଡ଼: ଚଳିତ ବର୍ଷ ସୁନ୍ଦରଗଡ଼ ଜିଲ୍ଲାରେ ଚାଷୀଙ୍କଠାରୁ ଟିଡିସିସି ମାଧ୍ୟମରେ ୭ ହଜାର ୫୦୦ କୁଇଣ୍ଟାଲ ମାଣ୍ଡିଆ କ୍ରୟ କରିବାକୁ ପ୍ରଶାସନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ୮ଟି ବ୍ଲକରେ ୧୯୦ଟି ମଣ୍ଡି ଦିବସ ମାଧ୍ୟମରେ ଜିଲ୍ଲାର ୫,୮୬୪ ଚାଷୀଙ୍କଠାରୁ ବିଭିନ୍ନ କିସମର ମାଣ୍ଡିଆ କିଣାଯିବ। ଏଫଏକ୍ୟୁ…

ଦୀପାବଳି ପର୍ବ ଏକ ପରମ୍ପରା ଅନେକ

ପୁରୀ: ଭାରତରେ ଦୀପାବଳିକୁ ବହୁତ ଧୂମଧାମରେ ପାଳନ କରାଯାଏ । ମୁଖ୍ୟତଃ ଏହା ପଂଚ ପର୍ବର ସମ୍ମିଳନୀ । ଅନ୍ୟ ଅର୍ଥରେ କାର୍ତିକ ଅମବାସ୍ୟାରୁ ଭାଇ ଦୁଜ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ । ପୂର୍ବରୁ ଏହା ସମ୍ପୂର୍ଣ୍ଣ ଭାବେ ପାରମ୍ପାରିକ ଢ଼ଙ୍ଗରେ ପାଳନ କରାଯାଉଥିଲା । ଏବେ ଆଧୁନିକ ଢ଼ାଂଚାରେ…

ସବୁଦିନ ଚଳାଚଳ କରିବ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ

ଭୁବନେଶ୍ୱର: ନଭେମ୍ବର ମାସ ୭ ତାରିଖ ଠାରୁ ଡିସେମ୍ବର ମାସ ୩୧ ତାରିଖ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ ସପ୍ତାହକୁ ପାଞ୍ଚଦିନ ପରିବର୍ତ୍ତେ ସବୁଦିନ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ବିଶେଷ ଟ୍ରେନ…

ଆଇପିଏଲ ଏଲିମିନେଟର ମ୍ୟାଚ: ଟସ୍ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତି

ଆବୁଧାବି: ଚଳିତ ଆଇପିଏଲର ଶୁକ୍ରବାର ଖେଳାଯାଉଥିବା ଏଲିମିନେଟର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଟସ୍ ଜିତି ପ୍ରଥମେ ବୋଲିଂ କରିବା ପାଇଁ ନିଷ୍ପତି ନେଇଛି । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରିବ । ବାଙ୍ଗାଲୋର ଚୂଡାନ୍ତ ଦଳରେ ୩ଟି ପରିବର୍ତନ କରିଛି । ଜୋଶ ଫିଲିପ,…

ଦିଲ୍ଲୀ ହିଂସା: ଉମର ଖାଲିଦ ବିରୋଧରେ ୟୁଏପିଏ କାନୁନ ଅନୁସାରେ ମୋକଦ୍ଦମା ରୁଜୁ

ନୂଆଦିଲ୍ଲୀ: ଦିଲ୍ଲୀ ହିଂସାରେ ଷଡଯନ୍ତ୍ରରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ ଛାତ୍ରନେତା ଉମର ଖାଲିଦ ଏବେ ଫସିଛନ୍ତି । ଦିଲ୍ଲୀ ସରକାର ଓ ଗୃହ ମନ୍ତ୍ରଣାଳୟର ଅନୁମତି ପରେ ଏବେ ତାଙ୍କ ବିରୋଧରେ ୟୁଏପିଏ କାନୁନ ଅନୁସାରେ ମୋକଦ୍ଦମା ଚାଲିବ । ପୋଲିସ ଖୁବ୍ ଶୀଘ୍ର ଖଲିଦ ଓ ଶର୍ଜିଲ ଇମାମଙ୍କ…

ପ୍ରକାଶ ପାଇଲା ଓଜେଇଇ-୨୦୨୦ ରେଜଲ୍ଟ; ଜାଣନ୍ତୁ, କିଏ ଟପ୍ପର

ଭୁବନେଶ୍ୱର: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)ର ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି । ଯେଉଁ ପରୀକ୍ଷାରେ ୧୨ ଜଣ ଛାତ୍ରଛାତ୍ରୀ ଟପ୍ପର ହୋଇଛନ୍ତି । ଜାଣନ୍ତୁ, ଚଳିତ ଓଜେଇଇ ପରୀକ୍ଷାରେ କେଉଁ ବିଷୟରେ କିଏ ଟପ୍ପର ହୋଇଛନ୍ତି । ପରୀକ୍ଷାର୍ଥୀମାନେ www.Ojee.nic.in…