[ଭିଡ଼ିଓ] ଯୁବ ସମ୍ବାଦିକ ପ୍ରବୀର ପ୍ରଧାନଙ୍କ ବିୟୋଗରେ ଶ୍ରୀମନ୍ଦିର ସମ୍ମୁଖରେ ସମୂହ ଦୀପଦାନ
ପୁରୀ: ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ବିୟୋଗରେ ପୁରୀ ସାମ୍ୱାଦିକ ସଙ୍ଘ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯିବା ସହ ସିଂହଦ୍ବାର ସମ୍ମୁଖରେ ଶ୍ରୀଜଗନ୍ନାଥଙ୍କ ନିକଟରେ ସମୂହ ଦୀପଦାନ କରାଯାଇଛି।
ସ୍ୱର୍ଗତଃ ପ୍ରବୀର କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଆଜି ଅକାଳରେ…