ଭଲ ଖବର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେଣି ୯୪% ଆକ୍ରାନ୍ତ, ୨୪ ଘଣ୍ଟାରେ ୧୩୮୯ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ କରୋନା କେସ୍ । ଗତ ୨୪ ଘଣ୍ଟାରେ ୧ ହଜାର ୩୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ଅଛନ୍ତି ୭୯୮ ସଂକ୍ରମିତ । ୫୯୧ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୨ ଜଣ ସଂକ୍ରମିତ ହୋଇଛନ୍ତି ।…