Latest Odisha News

BREAKING NEWS

Yearly Archives

2020

କାର୍ତ୍ତିକ ମାସ ପ୍ରଥମ ସୋମବାର: ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଭକ୍ତିମୟ ପରିବେଶ

ପୁରୀ: ଆଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଏଥର କରୋନା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଲକ୍ଷ୍ମଣରେଖା ଟାଣିଛି । କାର୍ତ୍ତିକ ସୋମବାରରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚତ ହୋଇଛନ୍ତି ଶ୍ରଦ୍ଧାଳୁ ।  ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ଭକ୍ତଙ୍କ ଭିଡ଼ ହୋଇଛି ।…

ହାପି ବାର୍ଥ ଡେ ଶାହାରୁଖ୍‌

ନୂଆଦିଲ୍ଳୀ: ବଲିଉଡର କିଙ୍ଗ୍‌ ଖାନ ଶାହାରୁଖ୍‌ ଆଜି ତାଙ୍କର ୫୫ତମ ଜନ୍ମଦିନ ପାଳନ କରୁଛନ୍ତି। ଶାହାରୁଖ ୨ ନଭେମ୍ବର ୧୯୬୫ରେ ନୂଆଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପିତା ତାଜ୍‌ ମହମ୍ମଦ ଖାନ ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ ଏବଂ ମାତାଙ୍କ ନାମ ଫାତିମା। ତାଙ୍କର ଏକ ବଡ ଭଉଣୀ ମଧ୍ୟ…

ଟ୍ରକକୁ ପିଟିଲା ଟ୍ରକ, ଦୁଇ ଜଣଙ୍କର ମୃତ୍ୟୁ

କୋନ୍ଦୁଝର: ଆନନ୍ଦପୁର ନିକଟକରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକକୁ ଧକ୍କା ଦେଲା ଆଉ ଗୋଟିଏ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ୨୦ ନମ୍ବର ଜାତୀୟ ରାଜପଥ ବୀରଗୋବିନ୍ଦପୁର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି । ଟ୍ରକ ଖରାପ ହୋଇଥିବାରୁ…

ସେଲଫ୍‌ କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ

ଜେନେଭା: ଜଣେ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ସେଲଫ୍‌ କ୍ୱାରେଣ୍ଟାଇନରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଘେବ୍ରିୟସ । ଗତକାଲିଠାରୁ ସେ ନିଜକୁ ପୃଥକବାସରେ ରଖିଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି WHO ମହାନିର୍ଦ୍ଦେଶକ । ସେ…

କଟକରେ ଆଜିଠୁ ସେରୋ ସର୍ଭେ, ୨୫ ଓ୍ୱାର୍ଡରୁ ନମୁନା ସଂଗ୍ରହ

କଟକ: ଆଜିଠୁ କଟକ ସହରରେ ଆରମ୍ଭ ହେଉଛି ସେରୋ ସର୍ଭେ । କଟକ ମହାନଗର ନିଗମର ୨୫ଟି ୱାର୍ଡରେ ଏହି ସର୍ଭେ ଆସନ୍ତା ୫ ତାରିଖ ଯାଏ ଚାଲିବ । ଲୋକଙ୍କଠାରୁ ସଂଗ୍ରହ କରାଯିବ ରକ୍ତ ନମୁନା । ପ୍ରତି ୱାର୍ଡରୁ ୬୦ ଜଣ ଲେଖାଏଁ ଲୋକଙ୍କୁ ଚିହ୍ନଟ କରାଯିବ । ନାବାଳକ ଓ ଗର୍ଭବତୀଙ୍କୁ ଏଥିରେ ସାମିଲ…

ଅଶୁଭ ସୋମବାର: ବୌଦ୍ଧରେ ସଡ଼କ ଦୁର୍ଘଟଣାରେ ୨ ମୃତ, ୨୫ରୁ ଅଧିକ ଆହତ

ବୌଦ୍ଧ: ରାସ୍ତାରେ ଠିଆ ହୋଇଥିବା ଇନୋଭାକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲାର କିଆକଟା ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁର୍ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ଦୁଇ ଜଣ । ଗତକାଲି…

ମୋର୍ଗାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ରାଜସ୍ଥାନ ସମ୍ମୁଖରେ ୧୯୨ ରନର ବିଜୟ ଲକ୍ଷ୍ୟ ରଖିଲା କୋଲକାତା

ଚଳିତ ଆଇପିଏଲରେ ରବିବାର ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ଇଅନ ମୋର୍ଗାନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ସହାୟତାରେ କୋଲକାତା ନାଇଟ ରାଇଡର୍ସ ୧୯୨ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ମୋର୍ଗାନ ୩୫ ବଲରୁ ୫ ଚୌକା ଓ ୬ଛକା ସହାୟତାରେ ୬୮ ରନ କରି ଅପରାଜିତ ରହିଥିଲେ । ଆନେ୍ଦ୍ର…

ଓଡିଶାରୁ ସୁସ୍ଥ ହେଲେ ଆଉ ୧୮୧୫ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୮୧୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୨,୯୧,୮୨୫ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୭୭,୫୬୪…

୨୩ତମ ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ ସାଙ୍କେତିକ ରୂପେ ଆୟୋଜିତ

ରାଉରକେଲା: ଚଳିତ ବର୍ଷର ବୈଶ୍ଵିକ କରୋନା ମହାମାରୀ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି ଦେଶର ସାଂସ୍କୃତିକ ମାନଚିତ୍ରରେ ସ୍ଥାନ ଲାଭ କରିଥିବା ଭଞ୍ଜ କଳା କେନ୍ଦ୍ର ଆୟୋଜିତ ୨୩ତମ ବେଦବ୍ୟାସ ସଙ୍ଗୀତ ନୃତ୍ୟୋତ୍ସବ ସାଙ୍କେତିକ ରୂପେ ଆୟୋଜିତ ହୋଇଛି। ଅନୁଷ୍ଠାନର ସୁବର୍ଣ୍ଣ ଜୟନ୍ତୀ ସ୍ମାରକ…

ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ; ଓଡ଼ିଶାରେ ଟ୍ରେନ୍ ସେବା ପ୍ରଭାବିତ

ଭୁବନେଶ୍ୱର: ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଓଡ଼ିଶାରେ କିଛି ଟ୍ରେନ୍ ସେବା ପ୍ରଭାବିତ ହେବ ବୋଲି ରେଳବାଇ ପକ୍ଷରୁ ସୂଚନା ମିଳିଛି। ପୁରୀ-ଦୁର୍ଗ ବିଶେଷ ଟ୍ରେନ ସପ୍ତାହ ପାଇଁ ଆଂଶିକ ବାତିଲ ହେବ ଏବଂ ବିଶାଖାପାଟଣା-ନିଜାମୁଦ୍ଦିନ ବିଶେଷ ଟ୍ରେନ ଛଅ ଦିନ ପାଇଁ ବାତିଲ…