Latest Odisha News

BREAKING NEWS

Yearly Archives

2020

ଟିକା ବାଣ୍ଟିବାକୁ ତ୍ରିସ୍ତରୀୟ ବ୍ୟବସ୍ଥା ନିର୍ଦ୍ଦେଶ, ସବୁ ରାଜ୍ୟକୁ କେନ୍ଦ୍ରର ଚିଠି

ନୂଆଦିଲ୍ଲୀ: କରୋନା ଟିକା ପ୍ରସ୍ତୁତିରେ ଲାଗିଛି ସାରା ବିଶ୍ୱ । ଆସନ୍ତାବର୍ଷ ମଧ୍ୟ ଭାଗରେ ଭ୍ୟାକସିନ୍ ଉପଲବ୍ଧ ହେବା ନେଇ ଆଶା କରାଯାଉଛି । ଟିକା କେମିତି ବଣ୍ଟାଯିବ ? କେଉଁମାନଙ୍କୁ ପ୍ରଥମେ ମିଳିବ ? ଏନେଇ କେନ୍ଦ୍ର ସରକାର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରୁଥିବା ବଳେ ନିକଟରେ ସବୁ ରାଜ୍ୟକୁ…

ଖସୁଛି କରୋନା ଗ୍ରାଫ, ୨୪ ଘଣ୍ଟାରେ ୧୫୪୦ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ମିଟର । ତଳମୁହାଁ ହେଉଛି ଗ୍ରାଫ । ପ୍ରତିଦିନ ନୂଆ ପଜିଟିଭଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଂଟାରେ ରାଜ୍ୟରେ ୧୫୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୮୬ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ…

ଚଳିତ ବର୍ଷ ଶେଷ ସୁଦ୍ଧା ଆସିବ କରୋନା ଟିକା; ଫାର୍ମା କମ୍ପାନୀ ପିଫାଇଜର୍‌ର ଦାବି

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ସଂକ୍ରମଣ ହେତୁ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪ କୋଟି ଅତିକ୍ରମ କରିସାରିଛି। ଏହା ସହିତ ସଂକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ୧୧ ଲକ୍ଷ ୫୦ ହଜାର ଅତିକ୍ରମ କରିଛି। ତେବେ ଏହାର ଚିକିତ୍ସା ଦାବି କରୁଥିବା ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଫାଇଜର…

୧୫ ହଜାର ଟଙ୍କାରେ ଝିଅକୁ ବିକି ଦେଲେ ବାପା ମା’!

ସମ୍ବଲପୁର: ୧୫ ହଜାର ଟଙ୍କାରେ ମାସକର ଶିଶୁକନ୍ୟାକୁ ବିକି ଦେଲେ ବାପା ମାଆ । ଏପରି ଅଭିଯୋଗ ଆସିଛି ସମ୍ୱଲପୁର ଜିଲ୍ଲା ଚାରମାଲ ଥାନା କେଉଟିବାହଳି ଗାଁରୁ । ଅଭିଯୋଗ ପରେ ଚାଇଲଡ୍‌ ଲାଇନ୍‌ ଓ ପୁଲିସ ମିଳିତ ଭାବେ ଚଢ଼ଉ କରି ଶିଶୁକନ୍ୟାକୁ ଉଦ୍ଧାର କରିଛନ୍ତି। କେଉଟିବାହଳି ଗାଁର ଶଙ୍କର…

‘ଆର୍‌ଆର୍‌ଆର୍‌’କୁ ନେଇ ବିବାଦ, ଏସ୍‌ଏସ୍ ରାଜାମୌଲିଙ୍କୁ ଧମକ!

ହାଇଦ୍ରାବାଦ: ବହୁବଳୀ ନିର୍ଦ୍ଦେଶକ ଏସ୍ ଏସ୍ ରାଜାମୌଲିଙ୍କ ଅପ୍‌କମିଂ ଫିଲ୍ମ ‘ଆର୍‌ଆର୍‌ଆର୍‌’କୁ ନେଇ ତେଜିଲା ବିବାଦ । ମିଳିଲା ରାଜାମୌଲିଙ୍କୁ ଧମକ । ନିକଟରେ ଏହି ଫିଲ୍ମର ତେଲୁଗୁ ସୁପରଷ୍ଟାର ଜୁନିଅର ଏନ୍‌ଟିଆର୍‌ଙ୍କ ଫାଷ୍ଟ ଲୁକ୍ ରିଲିଜ ହୋଇଛି । ଏଥିରେ ସେ କୋମାରାମ ଭୀମ ଭୂମିକାରେ…

ଅନଲାଇନ୍ ଦାୟିତ୍ୱ ସୁରକ୍ଷା ସଂସ୍କାର ଇଣ୍ଟରନେଟ୍ କୁ ଆହୁରି ଖରାପ କରିବ; ଜ୍ୟାକ୍‌ ଡୋର୍ସି  

ୱାଶିଂଟନ୍: ମଙ୍ଗଳବାର ଦିନ କଂଗ୍ରେସ ପାଇଁ ପ୍ରସ୍ତୁତ ଏକ ମନ୍ତବ୍ୟରେ ଟ୍ୱିଟର୍‌ ସିଇଓ ଜ୍ୟାକ୍ ଡୋର୍ସି ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଅନଲାଇନ୍ ଦାୟିତ୍ୱ ସୁରକ୍ଷା ଆଇନର ପ୍ରସ୍ତାବିତ ସଂଶୋଧନ ଅଧିକ 'କ୍ଷତିକାରକ ବିଷୟବସ୍ତୁ'ର କାରଣ ହୋଇପାରେ କାରଣ ଏଥିରୁ ଅପମାନଜନକ…

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଟିମ୍ ଇଣ୍ଡିଆର କ୍ରୀଡ଼ାସୂଚୀ, ଜାଣନ୍ତୁ କେବେ କେଉଁଠି ମ୍ୟାଚ୍

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତରେ ଟେଷ୍ଟ, ଦିନିକିଆ ଓ ଟି-ଟ୍ୱେଣ୍ଟି ସିରିଜ ଖେଳିବ ଟିମ୍ ଇଣ୍ଡିଆ । ଏନେଇ କ୍ରୀଡ଼ାସୂଚୀ ଜାରି ହୋଇଛି । ନଭେମ୍ବର ୨୭ ତାରିଖରୁ ଆରମ୍ଭ ହେବ ଓ୍ୱାନ ଡେ ସିରିଜ । ପ୍ରଥମ ମ୍ୟାଚ ସିଡନୀରେ ଖେଳାଯିବ । ସେହିପରି ଚାରି ଟିକିଆ ଟେଷ୍ଟ ସିରିଜରେ ଆଡିଲେଡରେ ଡେ-ନାଇଟ୍…

କାଳିଆପାଣି ସ୍ଥିତ ବାଲେଶ୍ବର ଆଲଏଜ୍ ଖଣିରେ ଶ୍ରମିକ ଅଶାନ୍ତି

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ସ୍ଥିତ ବାଲେଶ୍ବର ଆଲଏଜ୍ ଖଣିରେ ଦେଖାଦେଇଛି ଶ୍ରମିକ ଅଶାନ୍ତି। ବକେୟା ଦରମା, ଇପିଏଫ୍ ଓ ବୋନସ୍ ଦାବୀରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶତାଧିକ ଶ୍ରମିକ। ସୁକିନ୍ଦା ରିଜିଅନ୍ କ୍ରୋମାଇଟ୍ ଖାଦାନ ମଜଦୁର ସଂଘ ନେତୃତ୍ବରେ ଶ୍ରମିକମାନେ ଖଣି କାର୍ଯ୍ୟାଳୟ…

ଜମ୍ମୁ କଶ୍ମୀରରେ ଏନକାଉଣ୍ଟର, ୨ ଆତଙ୍କୀ ନିପାତ

ଜମ୍ମୁ କଶ୍ମୀର: ସୁରକ୍ଷାକର୍ମୀ-ଆତଙ୍କବାଦୀ ଗୁଳି ବିନିମୟ । ଏନକାଉଣ୍ଟରରେ ଟଳିଲେ ଦୁଇ ଆତଙ୍କୀ । ଜମ୍ମୁ କଶ୍ମୀର ବଡଗାମ ଜିଲ୍ଲାର ଚାଦୁରାରେ ଏହି ଏନକାଉଣ୍ଟର ହୋଇଛି । ନିହତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ଜୈସ-ଏ-ମହମ୍ମଦର କମାଣ୍ଡର ଥିବା ସୂଚନା ମିଳିଛି । ଗତକାଲି ରାତିରୁ ଆରମ୍ଭ ହୋଇଥିଲା…

‘ଡୋନାଲ୍ଡ ଇଜ୍‌ ଏ ଫାଇଟର୍‌’; ମେଲାନିଆ ଟ୍ରମ୍ପ୍‌

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ୩ ନଭେମ୍ବରରେ ହେବାକୁ ଯାଉଛି। ଏହାପୂର୍ବରୁ ଆମେରିକାର ପ୍ରଥମ ଲେଡି ମେଲାନିଆ ଟ୍ରମ୍ପ୍‌ ମଙ୍ଗଳବାର ଦିନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପାଇଁ ନିର୍ବାଚନୀ ପ୍ରଚାରରେ ଭାଗ ନେଇଥିଲେ। ସେ ଏକ ନିର୍ବାଚନୀ ସଭାରେ ସମ୍ବୋଧିତ କରିବାବେଳେ…