ଛାତ୍ରବୃତ୍ତି ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ
ଭୁବନେଶ୍ୱର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍ କଲେ ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ…