କମୁଛି କରୋନା ଟ୍ରେଣ୍ଡ: ଦିନକରେ ଦେଶରେ ୫୦ ହଜାର ପଜିଟିଭ୍, ୫୭୮ ମୃତ
ନୂଆଦିଲ୍ଲୀ: ଦେଶରେ କମୁଛି କରୋନା କାୟା । ୨୪ ଘଣ୍ଟାରେ ସୁସ୍ଥ ହେଲେ ଅଧିକ ଆକ୍ରାନ୍ତ । ସଂକ୍ରମିତ କମ୍ । ଦିନକରେ ସାରା ଦେଶରୁ ୫୦ ହଜାର ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହି ସମୟରେ ଆରୋଗ୍ୟ ଲାଭ କରିଛନ୍ତି ୬୨ ହଜାର ୭୭ ସଂକ୍ରମିତ ।
ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା…