Latest Odisha News

BREAKING NEWS

Yearly Archives

2020

ଆଜି ରାତି ୧୦ରୁ କାଲି ସକାଳ ୫ଟା ଯାଏ ଓଡ଼ିଶାରେ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: ଆଜି ରାତି ୧୦ଟାରୁ ରାଜ୍ୟରେ ଲାଗିବ ନାଇଟ୍ କର୍ଫ୍ୟୁ । ଆସନ୍ତାକାଲି ସକାଳ ୫ଟା ଯାଏ ବଳବତ୍ତର ରହିବ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସହଯୋଗ କରିବାକୁ ସାଧାରଣ ଲୋକଙ୍କୁ ଅନୁରୋଧ କରିଛନ୍ତି ଏସଆରସି ପ୍ରଦୀପ ଜେନା । ତେବେ ଏହି ସମୟରେ…

ବ୍ରିଟେନ ଭୂତାଣୁରେ ଦେଶରେ ଆଉ ୫ ଜଣ ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ବଢୁଛି ବ୍ରିଟେନରେ ଚିହ୍ନଟ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା । ଜିନୋମ୍ ସିକ୍ୱେନ୍ସିଂରେ ପରେ ଆଜି ଆଉ ୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନଆଇଭି ପୁଣେ ଲ୍ୟାବରେ ପରୀକ୍ଷା ପରେ ୪ ପଜିଟିଭ ବାହାରିଛନ୍ତି । ଆଇଜିଆଇବି ଦିଲ୍ଲୀ ଲ୍ୟାବରେ ପରୀକ୍ଷା ପରେ ଚିହ୍ନଟ ହୋଇଛନ୍ତି…

ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ, ଚିହ୍ନଟ ହୋଇଛନ୍ତି ୧୭୯

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନ୍ ଚିହ୍ନଟ ପରେ ବ୍ରିଟେନରୁ ଓଡ଼ିଶା ଆସିଛନ୍ତି ୧୮୮ ଜଣ । ସେମାନଙ୍କ ମଧ୍ୟରୁ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ଚହ୍ନଟ ହୋଇଥିବା ୧୭୯ ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ୧୬୦ ଜଣଙ୍କ ନମୁନା…

କୋଟିପତି ବ୍ୟାଙ୍କ ପରିଚାଳକଙ୍କ ଘରେ ଭିଜିଲାନ୍ସ ରେଡ୍

ଟିଟିଲାଗଡ଼: ଭିଜିଲାନ୍ସ ଜାଲରେ କୋଟିପତି ବ୍ୟାଙ୍କ ପରିଚାଳକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ରେଡ୍ । ବଲାଙ୍ଗିର ଜିଲ୍ଲା ଲାଠୋର କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକ ସାଗର ରଣାଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି । ଟିଟିଲାଗଡ଼ ସ୍ଥିତ…

ଭିଜିଲାନ୍ସ ଜାଲରେ ଆଉ ଜଣେ ପିଇଓ, ବିଭିନ୍ନ ସ୍ଥାନରେ ରେଡ୍

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଳା ପିଇଓ । ତାଙ୍କ ନାଁ ବିହାରିଲାଲ ବାରିକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର ଓ ଅଫିସ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି । ବିହାରିଲାଲଙ୍କ ଶାନ୍ତିନଗରରେ ଥିବା ବାସଭବନରେ…

ରାତିରେ ଗାଁରେ ବୁଲୁଛନ୍ତି ଭାଲୁ, ଲୋକ ଛାନିଆ

କୋରାପୁଟ: ଗାଁରେ ବୁଲୁଛନ୍ତି ଭାଲୁ । କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଲଦିଯୋଡ଼ି ଗାଁରେ ଭାଲୁ ଆତଙ୍କ । ଗତ କିଛି ଦିନ ହେବ ଗାଁରେ ସନ୍ଧ୍ୟା ହେବା ପରେ ୬ଟି ଭାଲୁ ବୁଲୁଥିବା ଦେଖିବାକୁ ମିଳୁଛି । ଏମାନଙ୍କୁ ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇ ପଡ଼ିଛନ୍ତି । ଭାଲୁ ଭୟରେ ସନ୍ଧ୍ୟା…

ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ

ଅନୁଗୁଳ: ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା କରତପଟା ଗାଁରେ। ମୃତକଙ୍କ ନାମ ଗୋପବନ୍ଧୁ ସାହୁ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗୋପବନ୍ଧୁ ନିଜ ବଗିଚାରୁ ଫେରୁଥିବା ବେଳେ ହାତୀ ଆକ୍ରମଣର ଶିକାର ହେବା ସହ ଘଟଣାସ୍ଥଳରେ ହିଁ ତାଙ୍କର…

୨୪ଘଣ୍ଟାରେ ଦେଶରେ ୧୧ ଲକ୍ଷ କୋଭିଡ୍ ଟେଷ୍ଟ, ୨୧ ହଜାର ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଅଧିକ ଟେଷ୍ଟ ହେଉଥିଲେ ବି ନୂଆ ସଂକ୍ରମିତଙ୍କ ସଂଖ୍ୟା ଏବେ ୩୦ହଜାର ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ସାରା ଦେଶରେ ୧୧ ଲକ୍ଷ ୨୭ ହଜାର କୋଭିଡ୍ ଟେଷ୍ଟ ହୋଇଛି । ଚିହ୍ନଟ ହୋଇଛନ୍ତି ୨୧ହଜାର ୮୨୧ ପଜିଟିଭ୍ । ମୋଟ୍…

ବିସ୍ଫୋରଣରେ ଥରିଲା ବିମାନବନ୍ଦର; ୨୨ ମୃତ, ୫୦ ରୁ ଅଧିକ ଆହତ

ନୂଆଦିଲ୍ଲୀ: ୟେମେନର ଅଦନ ବିମାନବନ୍ଦରରେ ଜୋରଦାର ବିସ୍ଫୋରଣ । ଏହି ଆକ୍ରମଣରେ ପ୍ରାୟ ୨୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନାନୁସାରେ, ୟେମେନର ଅଦନ ବିମାନବନ୍ଦରରେ ହୋଇଛି ଜୋରଦାର ବିସ୍ଫୋରଣ । ଏପର୍ଯ୍ୟନ୍ତ ମିଳିଥିବା…

ଦିଲ୍ଲୀ ଓ ମୁମ୍ୱାଇରେ ଜିରୋ ନାଇଟ୍ ସେଲିବ୍ରେସନ୍ ମନା, ଲାଗିବ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ଓ ବାଣିଜ୍ୟିକ ରାଜଧାନୀ ମୁମ୍ବାଇରେ ଏବର୍ଷ ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍ । ନୂଆବର୍ଷ ଉତ୍ସବ ପାଳନ ଉପରେ ଲାଗିଲା କଟକଣା । ଆଜି ଓ ଆସନ୍ତାକାଲି ଦୁଇ ଦିନ ଦିଲ୍ଲୀ ଓ ମୁମ୍ବାଇରେ ନାଇଟ୍ କର୍ଫ୍ୟୁ ଘୋଷଣା କରାଯାଇଛି । ରାତି ୧୧ଟାରୁ ସକାଳ ୬ଟା…