Latest Odisha News
Yearly Archives

2020

ହିମାଳୟରେ ବଡ଼ ଧରଣର ଭୂକମ୍ପ ନେଇ ପୂର୍ବାନୁମାନ

ନୂଆଦିଲ୍ଲୀ: ରିପୋର୍ଟ ଅନୁଯାୟୀ ସମଗ୍ର ହିମାଳୟ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂକମ୍ପ ହେବାର ସମ୍ଭାବନା ରହିଛି ଏବଂ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୮ ପର୍ଯ୍ୟନ୍ତ ହୋଇପାରେ ବୋଲି ଅନୁମାନ କରାଯାଉଛି। ଯଦି ଏହା ଘଟେ ତେବେ ତେବେ ଏହାର ପ୍ରଭାବ ଭାରତରୁ ପାକିସ୍ଥାନ ପର୍ଯ୍ୟନ୍ତ ଦେଖାଯିବ।…

ଭୁବନେଶ୍ୱରରେ ୧୮୯ କରୋନା ଆକ୍ରାନ୍ତ; ସେଥିରୁ ୧୪୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ୨୮,୨୯୯ କରୋନା ପଜିଟିଭ ମାମଲା ରହିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର…

ଆର୍ଟ ହଜ ଗ୍ୟାଲେରୀରେ ସ୍ଥାନ ପାଇଲା ଚିତ୍ରଶିଳ୍ପୀ ଆଦିତ୍ୟଙ୍କ ଚିତ୍ର

ବାଲେଶ୍ୱର: ଯୁବ ଚିତ୍ରଶିଳ୍ପୀ ଆଦିତ୍ୟ କୁମାର ଜେନାଙ୍କ ଚିତ୍ରକଳା ନେଚର ଫାଣ୍ଟାସି ଦକ୍ଷିଣ ଭାରତର ପ୍ରସିଦ୍ଧ ଆର୍ଟ ଗ୍ୟାଲେରୀ ଆର୍ଟ ହଜରେ ସ୍ଥାନ ପାଇଛି । ସେ ବାଲେଶ୍ୱର ଜିଲ୍ଲା ଗୋହିରାପଦା ଗ୍ରାମର ବାସିନ୍ଦା ବୋଲି ଜଣାପଡିଛି। ଏହା ବ୍ୟତୀତ ଆଦିତ୍ୟଙ୍କ ଚିତ୍ରକଳା ସଂପର୍କରେ ଏକ…

ବିନା ମାଟିରେ ଚାଷ

(ପ୍ରତି ଶୁକ୍ରବାର କୃଷି ଭିତ୍ତିକ ନିୟମିତ ସ୍ତମ୍ଭ: ‘ଆମ ଚାଷୀ ଆମ ପରିଚୟ’) ଜନସଂସ୍କୃତି ଆଉ କୃଷି ପରସ୍ପରର ପରିପୂରକ । କୃଷି ଆଉ କୃଷକର ସାଥ ବିନା ଖାଦ୍ୟ ସାରା ଦୁନିଆ ପାଇଁ ଏକ ସ୍ୱପ୍ନ ପ୍ରାୟ । ମଣିଷ ଯଦି କାଲି ବଂଚିବା ପାଇଁ କିଛି ନୂଆ ସମ୍ଭାବନା ଦେଖେ ତାହେଲେ କୃଷି ବିନା ଏସବୁ…

ଦେଖନ୍ତୁ ଭିଡ଼ିଓ; ମା’ ବିରଜାଙ୍କ ପୀଠରେ ମହାଷ୍ଟମୀ ପୂଜା

ଯାଜପୁର: ଧରବତାରଣ କରିଛନ୍ତି ଜଗତଜନିନୀ ମାଆ ଦୁର୍ଗା। ସବୁଠି ଚାଲିଛି ତାଙ୍କର ଷୋଡଶ ପୂଜା ଉପଚାର। ଗଗନ ପବନ ପୁଲକିତ । ମାଆଙ୍କ ଆଗମନରେ ପ୍ରକମ୍ପିତ ହେଉଛି ଧରାପୃଷ୍ଠ। ଏହି ଶାରଦୀୟ ପୂଜା ଅବସରରେ ଆଜି ଯାଜପୁରର ଅଧିଷ୍ଟାତ୍ରୀ ଦେବୀ ମା’ ବିରଜାଙ୍କ ପୀଠରେ ପାଳନ ହୋଇଛି ମହାଷ୍ଟମୀ ପୂଜା ।…

[ଭିଡିଓ] ବିଧାୟକ ବାହିନୀପତି ସାଜିଲେ କଳାକାର

ଭୁବନେଶ୍ୱର: ରାଜନେତାଙ୍କର କେତେ ରୂପ । ତେବେ ଏଠି କାହାକୁ ଆକ୍ଷେପ କରାଯାଇନି, ବରଂ ଓଡିଶାର ଜଣେ ବିଧାୟକଙ୍କ ଅନ୍ୟତମ ପ୍ରତିଭା ବିଷୟରେ ଉଲ୍ଲେଖ ହୋଇଛି । କୋରାପୁଟ, ଜୟପୁରର ବିଧାୟକ ତାରା ପ୍ରସାଦ ବାହିନୀପତି ଅନେକ ଥର ଗୀତ ଗାଇ ଚର୍ଚ୍ଚାକୁ ଆସିଥିଲେ । ହେଲେ ଏଥର ସେ କଳାକାର ସାଜି ଏକ ଭଜନ…

ବଲିଉଡରେ ବଡ ଧରଣର କାର୍ଯ୍ୟାନୁଷ୍ଠାନ ପାଇଁ ଏନସିବିର ପ୍ରସ୍ତୁତି !

ମୁମ୍ବାଇ: ନାରକୋଟିକ୍ସ କଂଟ୍ରୋଲ ବୋର୍ଡ (ଏନସିବି) ଡାଇରେକ୍ଟର ରାକେଶ ଅସ୍ଥାନା ଚୁପଚାପ ମୁମ୍ବାଇ ଯାଇ ତଦନ୍ତ କରି ଆସିବା ପରେ ବଲିଉଡରେ ବଡ ଧରଣର କାର୍ଯ୍ୟାନୁଷ୍ଠାନ ଆଶା କରାଯାଉଛି । ଅଭିନେତା ସୁଶାନ୍ତ ସିଂ ରାଜପୁତ କେସର ତଦନ୍ତ ବେଳେ ଏନସିବି ବଲିଉଡର ଡ୍ରଗ୍ସ ର‌୍ୟାକେଟ କାର୍ଯ୍ୟ…

ଡକାୟତି ପାଇଁ କରୁଥିଲେ ପ୍ଲାନ; ଧରିନେଲା ପୋଲିସ

ପୁରୀ: ପୁରୀ ସମୁଦ୍ରକୂଳ ଥାନା ପୋଲିସ ଗୁରୁବାର ଦିନ ତାଲାବାଣିଆ ଅଞ୍ଚଳର ଏକ ସ୍ଥାନରୁ ପାଞ୍ଚଜଣ ଅସାମାଜିକ ଲୋକଙ୍କୁ ଗିରଫ କରିଛି। ଏହି ବ୍ୟକ୍ତି ମାନର ଡକାୟତି ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ପୋଲିସ ଏମାନଙ୍କୁ ରେଡ଼ ହ୍ୟାଣ୍ଡେଲଡ଼ ଧରିଥିବା ସୂଚନା ମିଳିଛି। ସେମାନଙ୍କ ନିକଟରୁ…

ହାପି ବାର୍ଥ ଡେ ପ୍ରଭାସ

ନୂଆଦିଲ୍ଲୀ: ଆଜି ହେଉଛି 'ବାହୁବଲୀ' ଅର୍ଥାତ୍‌ ପ୍ରଭାସଙ୍କ ଜନ୍ମଦିନ। ୧୯୭୯ ମସିହା ଅକ୍ଟୋବର ୨୩ରେ ପ୍ରଭାସଙ୍କ ଜନ୍ମ। ସେ ୪୧ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ସେ ତେଲୁଗୁ ଚଳଚ୍ଚିତ୍ର ଜଗତ ସହିତ ବଲିଉଡ୍‌ରେ ମଧ୍ୟ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ହାସଲ କରିପାରିଛନ୍ତି। ଦେଶ ବିଦେଶ ତାଙ୍କର…

ହୃଦଘାତର ପୀଡିତ ହରିୟାଣା ହୁରିକେନ୍ କପିଲ ଦେବ, ହସ୍ପିଟାଲରେ ଭର୍ତ୍ତି !

ନୂଆଦିଲ୍ଲୀ: ଭାରତର ପ୍ରଥମ କ୍ରିକେଟ୍ ବିଶ୍ୱବିଜେତା ଅଧିନାୟକ ତଥା ଲିଜେଣ୍ଡାରୀ କ୍ରିକେଟର୍ କପିଲ ଦେବ ହୃଦଘାତରେ ପୀଡିତ । ଆଜି ସକାଳୁ ସଙ୍କଟାପନ୍ନ ଅବସ୍ଥାରେ ଦିଲ୍ଲୀର ଫୋର୍ଟିସ୍ ଏସ୍କର୍ଟସ ହାର୍ଟ ଇନ୍‌ଷ୍ଟିଟ୍ୟୁଟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଆଂଜିଓପ୍ଲାଷ୍ଟି…