Latest Odisha News
Yearly Archives

2020

ରାଜ୍ୟରେ ଆଉ ୧୮ କରୋନା ରୋଗୀଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧,୨୧୪ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୧୪ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ,…

ଦୁର୍ଗା ପୂଜା ପେଣ୍ଡାଲ୍‌ରେ ଶୋଭା ପାଇଲା ସୋନୁଙ୍କ ପ୍ରତିମୂର୍ତ୍ତି

ନୂଆଦିଲ୍ଲୀ: କରୋନା ଭଳି ଜଟିଳ ସମୟରେ ଅଭିନେତା ସୋନୁ ସୁଦ୍‌ ଅସହାୟ ଲୋକଙ୍କ ପାଇଁ ସାହାରା ହୋଇପାରିଛନ୍ତି। କରୋନା ଅବଧିରେ ପ୍ରବାସୀ ଶ୍ରମିକମାନଙ୍କୁ ତାଙ୍କ ଉଦାର ଭାବନା ଏବଂ ସହାୟତାର ହାତ ବଢ଼ାଇଥିବା ହେତୁ ସେ ଲୋକଙ୍କ ଦୃଷ୍ଟିରେ ଭଗବାନ ସାଜିପାରିଛନ୍ତି। ସମସ୍ୟା ଯେତେ ବଡ ହେଉ ନା…

ଓଡିଶାରୁ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନା ଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୯୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ…

ପାକିସ୍ତାନରେ ଗୃହଯୁଦ୍ଧ ପରିସ୍ଥିତି ; ସେନା ଓ ପୋଲିସ୍‌ ମୁହାଁମୁହିଁ;

ନୂଆଦିଲ୍ଲୀ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ନିଦ ହଜିଯାଇଛି। ସୂଚନା ଅନୁଯାୟୀ ତାଙ୍କ ଇସ୍ତଫା ଦାବି କରୁଥିବା ବିରୋଧୀଙ୍କ ଦୁଇଟି ରାଲି ଯୋଗୁ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏହି ସମୟରେ କରାଚିରେ ନୱାଜ ସରିଫଙ୍କ ପୁତୁରାଙ୍କୁ ଗିରଫ କରିଯିବା ସହ  କରାଚି ପୋଲିସ…

କୋରାପୁଟରୁ ଜବତ ହେଲା ୧ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ

କୋରାପୁଟ: କୋରାପୁଟ ଜିଲ୍ଲାର ଲମତାପୁଟ ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟରୁ ଶୁକ୍ରବାର ଦିନ ଓଡିଶା ପୋଲିସ ପ୍ରାୟ ୧୩ କ୍ୱିଣ୍ଟାଲ୍ ର ଗଞ୍ଜେଇ ଜବତ କରାଯାଇଛି । ମିଳିଥିବା ସୂଚନାନୁଯାୟୀ ଲମତାପୁଟ ଓ ମାଛକୁଣ୍ଡ ପୋଲିସ ପକ୍ଷରୁ ଚଢାଉ ପରେ ଏହି ବେଆଇନ୍ ପଣ୍ୟଦ୍ରବ୍ୟ ଗୁଡିକୁ ଘଡୁ…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୪ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୦ଟା ୩୦ମି.ରୁ ୧ଟା ୩୦ମି. ମଧ୍ୟରେ ରାଜ୍ୟର…

ପୁଣି ଅଡୁଆରେ କଙ୍ଗନା

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଅଡୁଆ ବଢିବାରେ ଲାଗିଛି। ବାନ୍ଦ୍ରା କୋର୍ଟ ପରେ ତାଙ୍କ ବିରୋଧରେ ଅନ୍ଧେରି କୋର୍ଟରେ ପୁଣି ଥରେ ଅଭିଯୋଗ ହୋଇଛି। ବୃତ୍ତି ଅନୁଯାୟୀ ଜଣେ ଓକିଲ କାଶିଫ୍‌ ଅଲ୍ଲୀ ଖାନ୍‌ କଙ୍ଗନାଙ୍କ ବିରୋଧରେ ଏହି ଅଭିଯୋଗ ଆଣିଛନ୍ତି। କଙ୍ଗନା ନିଜ ଟ୍ୱିଟ୍…

ନଭେମ୍ବରରେ ସ୍ୱଦେଶୀ ଟିକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାର ପରୀକ୍ଷଣ ନେଇ ଆସିଲା ବଡ଼ ଖବର ।  ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ବା DCGI ଭାରତ ବାୟୋଟେକର କରୋନା ଟିକା କୋଭାକ୍ସିନର ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ଅନୁମୋଦନ ଦେଇଛି । ନଭେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହୋଇପାରେ ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍…

ବିଶ୍ୱ କରୋନା ମିଟର; ୨୪ ଘଣ୍ଟାରେ ୪.୭୬ ଲକ୍ଷ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱର ୨୧୫ଟି ଦେଶକୁ ମହାମାରୀ କରୋନା କାୟା ବିସ୍ତାର କରିସାରିଛି। କେତେକ ଦେଶରେ ଭାଇରସ୍‌ର ପୁନଃ ସଂକ୍ରମଣ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ଯେଉଁଥିପାଇଁ ପ୍ରତିଦିନ ରେକର୍ଡ ସ୍ତରରେ କରୋନା ମାମଲା ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪.୭୬ ଲକ୍ଷ କରୋନା ମାମଲା…

ବ୍ରାଣ୍ଡ ନାଁରେ ଭେଜାଲ୍ ମାଲ୍: ନକଲି ମିନେରାଲ୍ ଓ୍ୱାଟର କାରଖାନା ଠାବ

ଭୁବନେଶ୍ୱର: ଅସଲି ବ୍ରାଣ୍ଡରେ ନକିଲା କାରବାର । ରାଜଧାନୀରୁ ଠାବ ହୋଇଛି ନକଲି ପାଣି କାରଖାନା । ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଥାନା ମେଣ୍ଢାଶାଳ ଅନ୍ତର୍ଗତ ଗ୍ରାମଡ଼ିହ ଗାଁରେ ଚାଲିଥିଲା ଏହି ନକଲି ମିନେରାଲ୍‌ ୱାଟର୍‌ କାରଖାନା । ଏହି ଘଟଣାରେ ମ୍ୟାନେଜର ଓ ସୁପରଭାଇଜରଙ୍କୁ ଗିରଫ କରାଯାଇଛି ।…