Latest Odisha News

BREAKING NEWS

Yearly Archives

2020

କୋଭିଡ କଟକଣା ମଧ୍ୟରେ ଚାଲିଛି ମାଆଙ୍କ ପୂଜା

ଯାଜପୁର: ଦେବୀ ମଣ୍ଡପରେ ଆଜି ମହା ସପ୍ତମୀ ଆସନ୍ତାକାଲି ଅଷ୍ଟମୀ। ଆଉ ଗୋଟିଏ ଦିନ ପରେ ମଣ୍ଡପରେ ଶୋଭା ପାଇବ ମାଆଙ୍କ ମୃଣ୍ମୟୀ ପ୍ରତିମା । ଏଥିପାଇଁ ଚଳଚଞ୍ଚଳ ଯାଜପୁର ଜିଲ୍ଲାର ବ୍ୟାସନଗର ସହର। କୋଭିଡ ନିୟମ କଡାକଡି ପାଳନ ସହ ମାଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।…

ନବରାତ୍ରର ସପ୍ତମଦିନ; ମା’ଙ୍କୁ କାଳରାତ୍ରୀ ସ୍ବରୂପରେ ଆବାହନ କରୁଛନ୍ତି ଭକ୍ତ

ଭୁବନେଶ୍ୱର: ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ ।ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ   ତା୨୩-୧୦-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ  ଆଜି ୨୦୨୦ମସିହା ଅକ୍ଟୋବର ତା ୨୩ ରିଖ ଶୁକ୍ରବାର ତୁଳା ୭ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ ସପ୍ତମୀ ଭୁକ୍ତ ଅଷ୍ଟମୀ ତିଥି ଉତ୍ତରା ଷାଢା ନକ୍ଷତ୍ର ମକର ଚନ୍ଦ୍ର  ଘାତ ବାର :-ବିଛା ଧନୁ ଓ ମୀନ ରାଶିର   ଘାତ ଚନ୍ଦ୍ର:-ସିଂହ ରାଶି…

ଅନ୍‌ଲାଇନ୍ ଜୁଆ ଭସାଇନେଲା ସୁନାର ସଂସାର !

ତାମିଲନାଡୁ: ମୋବାଇଲ ଦୋକାନକୁ ନେଇ ଖୁସୀଖୁସୀ ଚାଲୁଥିଲା ସଂସାର ଗାଡି । ବ୍ୟବସାୟ ସହ ମାନସିକ ସ୍ଥିତି ବି ଭଲ ଥିଲା । ହେଲେ ହଠାତ୍ ବନ୍ଧୁ ଓ ଅନଲାଇନ୍ ଜୁଆ ରୂପରେ ଜୀବନରେ ମାଡିଆସିଥିଲା ଅନ୍ଧାରୁଆ ମେଘ । ଆଉ ତା ପରେ ଜୁଆରେ ଲିଭିଗଲା ଜୀବନ ଦୀପ । ରବିବାର ପୁଡୁଚେରୀର ବିଜୟକୁମାର ନାମକ…

ନିଜ ଜିଲ୍ଲାରେ ପିଆଜ ଦର ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ପିଆଜ ଦର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଦର ଏବଂ ବ୍ୟବସାୟୀଙ୍କ ଉପରେ ତୀକ୍ଷ୍ଣ ନଜର ରଖିବାକୁ ରାଜ୍ୟ ସରକାର ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ଭି.ଭି ଯାଦବ ଏକ ଚିଠି ମାଧ୍ୟମରେ କହିଛନ୍ତି ଯେ, ପିଆଜ କିଣା ଯାଉଥିବା…

ହାଇଦ୍ରାବାଦ ଆଗରେ ୧୫୫ ରନର ବିଜୟ ଲକ୍ଷ୍ୟ

ଦୁବାଇ : ଆଇପିଏଲର ୪୦ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୧୫୫ ରନର ବିଜୟ ଲକ୍ଷ୍ୟ ହାଇଦ୍ରାବାଦ ଆଗରେ  ରଖିଛି । ଆଜି ହାଇଦ୍ରାବାଦ ଦଳ ଟସ ଜିଣି ରାଜସ୍ଥାନକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା । ରାଜସ୍ଥାନର ଦୁଇ ଓପନର ରବିନ ଉଥପ୍ପା ଓ ବେନ ଷ୍ଟୋକ୍ସ ଦଳକୁ ଏକ ଭଲ ଆରମ୍ଭ ଦେଇଥିଲେ ବି…

ବିହାର କଂଗ୍ରେସ କାର୍ଯ୍ୟାଳୟରେ ଆୟକର ଚଢ଼ାଉ

ପାଟନା: ବିହାରର ପାଟନାରେ ଥିବା କଂଗ୍ରେସ କାର୍ଯ୍ୟାଳୟରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି । ପରିସର ମଧ୍ୟରେ ଥିବା ଜଣେ ବ୍ୟକ୍ତିଙ୍କ ନିକଟରୁ ୮.୫ ଲକ୍ଷ ଟଙ୍କା ଜବତ କରାଯାଇଛି । ତେବେ କଂଗ୍ରେସ କାର୍ଯ୍ୟାଳୟ ମଧ୍ୟରେ କୌଣସି ଟଙ୍କା ଜବତ ହୋଇ ନାହିଁ ବୋଲି କହିଛି । ପରିସର ବାହାରେ ଥିବା ଏକ…

ଭିସା ଓ ଭ୍ରମଣ କଟକଣାରେ ପର୍ଯ୍ୟାୟକ୍ରମେ କୋହଳ ବ୍ୟବସ୍ଥା

ନୂଆଦିଲ୍ଲୀ: କରୋନା ମହାମାରୀ ସ୍ଥିତି ଯୋଗୁଁ ଭାରତ ସରକାର ୨୦୨୦ ଫେବୃୟାରୀଠାରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରି ଆନ୍ତର୍ଜାତିକ ଯାତ୍ରୀମାନଙ୍କ ଯାତାୟତ ଉପରେ କଟକଣା ଜାରି କରିଥିଲେ । ଏହା ଫଳରେ ଭାରତ ଭିତରୁ ବାହାରକୁ ଏବଂ ବାହାରୁ ଭାରତକୁ ଯାତ୍ରୀମାନଙ୍କ ଯାତାୟତ ପ୍ରାୟତଃ ବନ୍ଦ ରହିଥିଲା ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧୨୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଯାହାକୁ ମିଶାଇ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୫୭,୦୪୧ ଛୁଇଁଛି।…

ହିତାଧିକାରୀଙ୍କ ସୁବିଧା ପାଇଁ ଏବେ ସବୁ କାମ ହେବ ଅନଲାଇନରେ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ଧାନ ସଂଗ୍ରହ ପଞ୍ଜୀକରଣ ଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନଲାଇନ ବ୍ୟବସ୍ଥା ଆରମ୍ଭ କରାଯାଉଛି। ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ…