Latest Odisha News

BREAKING NEWS

Yearly Archives

2020

କରୋନା ସ୍ଲୋ ଡାଉନକୁ ମାତ ଦେଇ ଦିନକରେ ଓଡିଶାରେ ବିକ୍ରି ହେଲା ୫୦୦ ବୁଲେଟ୍‌

ଭୁବନେଶ୍ୱର: କରୋନା ମହାମାରୀ ଯୋଗୁଁ ଅଟୋମୋବାଇଲ ଶିଳ୍ପଠୁ ଆରମ୍ଭ କରି ବଡ ବ୍ୟବସାୟ ସବୁଥିରେ ମାନ୍ଦାବସ୍ଥା ଜାରି ରହିଥିବା କୁହାଯାଉଛି । ତେବେ ଏଭଳି ସମୟରେ ସୌଖୀନ ମୋଟର ସାଇକେଲ ବିକ୍ରି କରୁଥିବା ରୟାଲ ଏନଫିଲ୍ଡ ପକ୍ଷରୁ ଗୋଟିଏ ଦିନରେ ରାଜ୍ୟରେ ୫୦୦ ବୁଲେଟ୍ ଗ୍ରାହକଙ୍କୁ ହସ୍ତାନ୍ତର…

କଙ୍ଗନା ଓ ତାଙ୍କ ଭଉଣୀ ରଙ୍ଗୋଲୀଙ୍କୁ ସମନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଓ ତାଙ୍କ ଭଉଣୀ ରଙ୍ଗୋଲୀଙ୍କୁ ଦେଶଦ୍ରୋହ ମାମଲାରେ ମୁମ୍ବାଇ ପୁଲିସ୍‌ ଜେରା କରିବ । ଏଥିପାଇଁ ଆଜି ମୁମ୍ବାଇ ପୁଲିସ କଙ୍ଗନାଙ୍କୁ ସମନ କରିଛି । ଉଭୟଙ୍କୁ ୨୬ ଓ ୨୭ ତାରିଖରେ ତଦନ୍ତକାରୀ ଅଧିକାରୀଙ୍କ ଆଗରେ ହାଜର ହେବାକୁ ସମନରେ କୁହାଯାଇଛି ।…

ଜେଲ ଗଲେ କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଭିଜିଲାନ୍ସରେ ଜାଲରେ ପଡିଥିବା କୋଟିପତି ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନଙ୍କୁ ଜେଲ ପଠାଯାଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ରବୀନ୍ଦ୍ର ୩ ତାରିଖ ଯାଏଁ ଜେଲରେ ରହିବେ । ରବୀନ୍ଦ୍ରଙ୍କର ଜବତ ସମ୍ପତ୍ତିର ମୂଲ୍ୟ ୬ କୋଟି ୫୮ ଲକ୍ଷ ଟଙ୍କା ହୋଇଥିବା ଆକଳନ…

ସୁନ୍ଦରଗଡର ଘରୋଇ ହସ୍ପିଟାଲରେ କାର୍ଯ୍ୟକାରୀ ହେବାକୁ ଯାଉଛି ‘ଗର୍ଭାବସ୍ଥାରେ ଯତ୍ନ’ ସେବା

ସୁନ୍ଦରଗଡ଼: ‘ମାତୃଜ୍ୟୋତି’ ଅଧୀନରେ ‘ଗର୍ଭାବସ୍ଥାରେ ଯତ୍ନ’ କାର୍ଯ୍ୟକ୍ରମକୁ ଜିଲ୍ଲାରେ ସଫଳତାର ସହ କାର୍ଯ୍ୟକାରୀ କରିବା ପାଇଁ ବୁଧବାର ଦିନ ଅନୁବନ୍ଧିତ ଘରୋଇ ହସ୍ପିଟାଲ ଏବଂ ଅଲଟ୍ରାସାଉଣ୍ଡ କ୍ଲିନିକର ଡାକ୍ତରମାନଙ୍କ ସହ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ଆଲୋଚନା କରିଛନ୍ତି।…

୩୦ ଟଙ୍କିଆ ଚାନ୍ଦା ଆଦାୟକାରୀ ବି ପାଇଲାନି ଛାଡ

କଟକ: ଦାଦାବଟିକୁ ନା ଅଭିଯାନରେ କମିଶନରେଟ୍ ପୋଲିସର ପ୍ରଥମ ଶିକାର ହୋଇଥିଲା ରାଜା ଆଚାର୍ଯ୍ୟ ।ଗତକାଲି ସୁଦ୍ଧା ୧୪ ଜଣ ଗିରଫ ହୋଇସାରିଲେଣି । ହେଲେ ରାସ୍ତା କଡରେ ଗାଡିକୁ ଛିଡା କରି ଚାନ୍ଦା ଆଦାୟ କରୁଥିବା ଅସାମାଜିକ ବି ଏବେ ତ୍ରାହି ତ୍ରାହି ଛାଡିଲେଣି । ମାତ୍ର ୩୦ ଟଙ୍କା ବଟି ମାଗି…

ତାସ ଘର ପରି ଭୁଷୁଡିଗଲା କୋଲକାତା ଇନିଂସ : ବାଙ୍ଗାଲୋର ସମ୍ମୁଖରେ ୮୫ ରନର ବିଜୟ ଲକ୍ଷ୍ୟ

ଦୁବାଇ: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ବୁଧବାର ଆଇପିଏଲ ମ୍ୟାଚରେ କୋଲକାତା ଇନିଂସ ତାସଘର ପରି ଭୁଷୁଡିଯାଇଛି । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତି ନେଇଥିବା କୋଲକାତା ୨୦ ଓଭରରେ ୮ ଉଇକେଟ ହରାଇ ୮୪ ରନ କରିବାକୁ ସକ୍ଷମ ହୋଇଛି । ଲକି ଫର୍ଗୁଶନ ୧୯ ରନ କରି ନଟଆଉଟ ରହିଥିଲେ ।…

ବାଣୀ କାପୁରଙ୍କୁ ଧରି ଗାଁ ଚଣ୍ଡିଗଡରେ ପହଂଚିଲେ ଅଭିନେତା ଆୟୁଷ୍ମାନ୍ !

ମୁମ୍ବାଇ: ବଲିଉଡର ଭର୍ସାଟାଇଲ୍ ଆକ୍ଟର ଆୟୁଷ୍ମାନ ଖୁରାନା । ବଜେଟ୍ କମ୍ ହେଲେ ବି ତାଙ୍କ ଫିଲ୍ମ ସବୁବେଳେ ସ୍ଲିପର୍ ହିଟ୍ ସାବ୍ୟସ୍ତ ହୋଇଥାଏ । ଏପରିକି ଫିଲ୍ମ ନିର୍ମାତାମାନେ ବି ତାଙ୍କୁ ଗ୍ୟାରେଣ୍ଟିର ସହ ସାଇନ୍ କରାଇଥାନ୍ତି । ଆଗାମୀ ଦିନରେ ଏହି ଅଭିନେତା ଏକ ନୂଆ ପ୍ରୋଜେକ୍ଟରେ ନଜର…

୪ ମାସର ଲକଡାଉନ୍ ଅବଧି ସମୟରେ ରାଜ୍ୟରେ ୪୩.୫% କମିଛି ସଡକ ଦୁର୍ଘଟଣା

ଭୁବନେଶ୍ୱର: ଏପ୍ରିଲରୁ ଜୁଲାଇ ମଧ୍ୟରେ ୪ ମାସର ଲକଡାଉନ ସମୟରେ ରାଜ୍ୟରେ ସଡକ ଦୁର୍ଘଟଣାରେ ମୃତ୍ୟୁ ହାର ୪୩.୫% ହ୍ରାସ ପାଇଛି ବୋଲି ରାଜ୍ୟ ପରିବହନ ପ୍ରାଧିକରଣ (STA) ବୁଧବାର ସୂଚନା ଦେଇଛି। ରାଜ୍ୟ ପରିବହନ ବିଭାଗ ତଥ୍ୟ ଅନୁଯାୟୀ, ୨୦୧୯ ରେ ଏପ୍ରିଲ୍-ଜୁଲାଇ ମଧ୍ୟରେ ୧୮୫୩ ଜଣଙ୍କର…

ନାସାର ଓସିରିସ୍‌-ରେକ୍ସ ଆଷ୍ଟରୟେଡ ବେନକୁ ଛୁଇଁଲା, ଜାପାନ ପରେ ଆମେରିକାକୁ ବଡ ସଫଳତା

ନ୍ୟୁୟର୍କ: ଆମେରିକା ସ୍ପେଶ ଏଜେନ୍ସି ବୁଧବାର ଆଉ ଏକ ସଫଳତା ହାସଲ କରିଛି । ଜାପାନର ପରେ ଦ୍ୱିତୀୟ ଦେଶ ଭାବେ ନାସାର ମହାକାଶଯାନ ଓସିରିସ୍‌-ରେକ୍ସ ମହାକାଶରେ ଆଷ୍ଟରୟେଡ ବେନୁକୁ ଛୁଇଁବାରେ ସଫଳ ହୋଇଛି । ଏଥିରୁ ନମୁନା ମଧ୍ୟ ସଂଗ୍ରହ କରିଛି ଓସିରିସ୍‌-ରେକ୍ସ । ନାସାର ଏହି ମହାକାଶଯାନ…

ମିଳିଲାନି ଜାତୀୟ ଦଳରେ ସ୍ଥାନ, ସନ୍ୟାସ ନେବେ କି ଏହି ବରିଷ୍ଠ କ୍ରିକେଟର୍ ?

ଭୁବନେଶ୍ୱର: ଅକ୍ଟୋବର ୩୦ ଠାରୁ ପାକିସ୍ତାନରେ ଆରମ୍ଭ ହେବ ଦିନିକିଆ ଓ ଟି୨୦ ସିରିଜ୍ । ରାୱଲପିଣ୍ଡିରେ ଦିନିକିଆ ଓ ଗଦ୍ଦାଫି ଷ୍ଟାଡିୟମରେ ହେବ ଟି୨୦ କ୍ରିକେଟ୍ ମ୍ୟାଚ୍ । ଏଥିପାଇଁ ପାକିସ୍ତାନ କ୍ରିକେଟ୍ ବୋର୍ଡ ଘୋଷଣା କରିଛି ୨୨ ଜଣିଆ ଦଳ । ହେଲେ ଦଳରେ ସ୍ଥାନ ପାଇନଥିବାରୁ ଜଣେ ବରିଷ୍ଠ…