ଓଡ଼ିଶାର ୭ ଜିଲ୍ଲାରୁ କରୋନା ନେଲା ଆଉ ୧୩ ଜୀବନ
ଭୁବନେଶ୍ୱର: ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୧୩ ଜଣଙ୍କର ପ୍ରାଣ ନେଇଛି ମହାମାରୀ । ୭ଜିଲ୍ଲାର ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି ୭ ଜଣ ମହିଳା ଓ ୬ ଜଣ ପୁରୁଷ ।
Regret to inform the demise of…