Latest Odisha News

BREAKING NEWS

Yearly Archives

2020

ଦୁବାଇରେ କେମିତି ସମୟ କାଟୁଛନ୍ତି ବିରୁଷ୍କା; ଦେଖନ୍ତୁ ଫଟୋ

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଗର୍ଭବତୀ ଖବର ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ତେବେ ସେ ଏହି ସମୟକୁ ବେଶ୍‌ ଉପଭୋଗ କରୁଥିବା ମଧ୍ୟ ଦେଖିବାକୁ ମିଳୁଛି। ଏବେ ସେ ତାଙ୍କ ସ୍ୱାମୀ କ୍ରିକେଟର ବିରାଟ କୋହଲିଙ୍କ ସହ ଦୁବାଇରେ ଅଛନ୍ତି। ବିରାଟ ଆଇପିଏଲ୍…

ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ କେସ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଂଚିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ୧ଲକ୍ଷ ୧୪ ହଜାର ୬୧୦ରେ ପହଂଚିଛି । ୨୪ ଘଂଟାରେ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୫୭୯…

ନୱାଜ ସରିଫଙ୍କ ଜ୍ୱାଇଁ ଗିରଫ

କରାଚୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା ପୋଲିସ । ସକାଳୁ ହୋଟେଲ କବାଟ ଭାଙ୍ଗି ପାକିସ୍ତାନ ପୋଲିସ ତାଙ୍କୁ ଗିରଫ କରିଛି । ଏନେଇ ନୱାଜଙ୍କ ଝିଅ ଓ ପାକିସ୍ତାନ ମୁସଲିମ ଲିଗ୍ ନେତା ମାରିୟମ ସରିଫ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…

ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର: ସରକାରୀ କ୍ୱାର୍ଟର୍ସରୁ ମିଳିଲା ବୃଦ୍ଧ ଦମ୍ପତିଙ୍କ ମୃତଦେହ। ବଲାଙ୍ଗିର ଜିଲ୍ଲା ଚନ୍ଦ୍ରଶେଖରନଗରର ଏକ ସରକାରୀ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଦମ୍ପତିଙ୍କ ଘର ସଦର ବ୍ଲକ ପୁଡ଼ାସିଂ ଗାଁରେ ବୋଲି ଜଣାପଡ଼ିଛି। ସନ୍ଦେହଜନକ ଅବସ୍ଥାରେ ଟାଉନ…

କାହିଁକି ଅଣ୍ଡାକୁ ସୁପର୍‌ଫୁଡ୍‌ କୁହାଯାଏ?

କୁହାଯାଏ ଅଣ୍ଡାରେ ଅଧିକ ପୋଷକ ତତ୍ତ୍ୱ ଥାଏ। ଗୋଟିଏ ସିଝା ଅଣ୍ଡାରେ ଭିଟାମିନ୍‌-ଏ ଠାରୁ ଆରମ୍ଭ କରି, ଭିଟାମିନ୍ ବି -୫, ଭିଟାମିନ୍ ବି -୧୨, ଫସଫରସ୍ ଏବଂ ସେଲେନିୟମ୍ ରହିଥାଏ। ଏହା ବ୍ୟତୀତ ଅଣ୍ଡାରେ ଭିଟାମିନ୍ ଡି, ଭିଟାମିନ୍ ଇ, ଭିଟାମିନ୍ କେ, ଭିଟାମିନ୍ ବି ୬, କ୍ୟାଲସିୟମ୍ ଏବଂ…

ବେକରେ ଛୁରି ଲଗାଇ ଲୁଟ୍

ଆଠଗଡ: ଘରେ ପଶି ବେକରେ ଛୁରି ଲଗାଇ ଲୁଟ୍ । ଏଭଳି ଅଭିଯୋଗ ଆସିଛି ଆଠଗଡ ଜିଲ୍ଲା ଖୁଂଟୁଣି ଥାନା ଖମାର ନୂଆଗାଁରେ । ଗତ ବିଳମ୍ବିତ ରାତିରେ ଘରେ ଦୁର୍ବୃତ୍ତମାନେ ପସି ବେକରେ ଛୁରି ଲଗାଇ ଟଙ୍କା ଓ ସୁନା ଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛି ।

ଦେଶର ୧୦ ପ୍ରଭାବଶାଳୀ ପ୍ରଶାସକ ତାଲିକାରେ ୩ ଓଡ଼ିଆ

ନୂଆଦିଲ୍ଲୀ: ଚମକିଲେ ୩ ଓଡ଼ିଆ ଅଧିକାରୀ । ଇଣ୍ଡିଆ ଟୁଡେ ପ୍ରକାଶ କରିଥିବା ଦେଶର ଟପ୍ ଟେନ୍ ପ୍ରଭାବଶାଳୀ ବ୍ୟକ୍ତି ବିଶେଷଙ୍କ ମଧ୍ୟରେ ରହିଛନ୍ତି ତିନି ଜଣ ଓଡ଼ିଆ। ଜାତୀୟ ରାଜନୀତିଠାରୁ ଆରମ୍ଭ କରି ପ୍ରଶାସନିକ ସେବା ଯାଏ ସବୁ କ୍ଷେତ୍ରରେ ବଢ଼ୁଛି ଓଡ଼ିଆଙ୍କ ପ୍ରଭାବ । ଇଣ୍ଡିଆ ଟୁଡେ ପକ୍ଷରୁ…

ବିନା ଭକ୍ତରେ ଶକ୍ତି ପୀଠ ଗୁଡିକରେ ଚାଲିଛି ଦେବୀ ପୂଜା

ଭୁବନେଶ୍ୱର: ଓଡିଶା ସମେତ ସମସ୍ତ ସ୍ଥାନର ଶକ୍ତିପୀଠ ଗୁଡିକରର ଆରମ୍ଭ ହୋଇ ଯାଇଛି ନବରାତ୍ର ପୂଜା। ନବରାତ୍ରୀ ଅବସରରେ ଓଡିଶାରେ ବିଭିନ୍ନ ଶକ୍ତିପୀଠ ଗୁଡିକରେ ଆରମ୍ଭ ହୋଇଛି ବିଶେଷ ପୂଜାର୍ଚନା । ପ୍ରାୟ ୮ ମାସ ଧରି ବନ୍ଦ ରହିବା ପରେ ଖୋଲିଛି ମନ୍ଦିର । ମାତ୍ର ମାଆଙ୍କ ଦର୍ଶନ ପାଇଁ ଭକ୍ତଙ୍କୁ…

ବାର୍ଥ ଡେ’ ପାର୍ଟି ପାଇଁ ବାର୍ ସିଲ୍‌

ଭୁବନେଶ୍ୱର: ମହଙ୍ଗା ପଡିଲା ବାର୍‌ରେ ବାର୍ଥ ଡେ’ ପାଳନ । ଭୁଲିଗଲେ କୋଭିଡ କଟକଣା । କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ବାର୍ ସିଲ୍ କଲା ପୋଲିସ । ଭୁବନେଶ୍ୱର ଇନ୍‌ଫୋସିଟି ଅଚଂଳରେ ଥିବା ଇକୋ ବାର୍ ଉପରେ କମିଶନରେଟ୍ ପୋଲିସ ଚଢ଼ାଉ କରି ସିଲ୍ କରିଛି । ବାର୍ଥ ଡେ ପାଳନ ବେଳେ କାହାରି ମୁହଁରେ…

ନବରାତ୍ରୀର ତୃତୀୟ ଦିନ; ଚନ୍ଦ୍ରଘଣ୍ଟା ରୂପରେ ଆର୍ଶୀବାଦ ଦେଉଛନ୍ତି ମା’

ଭୁବନେଶ୍ୱର: ଚାଲିଛି ମାଆଙ୍କ ନବରାତ୍ର ପୂଜା । ଆଜି ହେଉଛି ଏହି ପୂଜା ର ତୃତୀୟ ଦିନ। ଆଧ୍ୟାତ୍ମିକ ବିଶ୍ୱାସ ଅନୁସାରେ ନବରାତ୍ରୀର ପ୍ରଥମ ଦିନରେ ମା’ଙ୍କୁ ପୂଜାର୍ଚ୍ଚନା କଲେ ବହୁ ଆଶୀର୍ବାଦ ମିଳିଥାଏ । ଦୁର୍ଗା ନବରାତ୍ରୀ କାଳରେ ବିଭିନ୍ନ ବେଶ ଧାରଣ କରନ୍ତି। ନବରାତ୍ରୀ ହେଉଛି ଦଶହରା…