ଅନନ୍ତନାଗରେ ସେନା ଏନକାଉଣ୍ଟର, ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି ।
ସୁତ୍ରରୁ ପ୍ରକାଶ ଯେ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି ରହିଥିବା ନେଇ…