Latest Odisha News

BREAKING NEWS

Yearly Archives

2020

ଆଇଏସଏଲ: ଓଡିଶା-ନର୍ଥଇଷ୍ଟ ମ୍ୟାଚ ଡ୍ର

ଭୁବନେଶ୍ୱର: ଗୋଆର ବାମ୍ବୋଲିମ୍‌ଠାରେ ଅନୁଷ୍ଠିତ ଇଣ୍ଡିଆନ ସୁୁପର ଲିଗ ଫୁଟବର ମଙ୍ଗଳବାର ଓଡିଶା ଏଫସି ଓ ନର୍ଥଇଷ୍ଟ ୟୁନାଇଟେଡ ମ୍ୟାଚ ୨-୨ ଗୋଲରେ ସମାପ୍ତ ହୋଇଛି । ଓଡିଶା ଦଳ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ପୁନର୍ବାର ବିଜୟ ସ୍ୱାଦ ଚାଖିବାରେ ବିଫଳ ହୋଇଛନ୍ତି । ୬୭ତମ ମିନିଟ ପରଠାରୁ ଉଭୟ ଦଳ…

ଜାମ୍ମୁକଶ୍ମୀର ଡିଡିସି ନିର୍ବାଚନ: କଶ୍ମୀର ଉପତ୍ୟକାରେ ଫୁଟିଲା ଫୁଲ

ଲେହ: ଜାମ୍ମୁକଶ୍ମୀର ଜିଲ୍ଲା ବିକାଶ ପରିଷଦ (ଡିଡିସି)ରେ ବିଜେପି ପ୍ରଥମ ଥର ପାଇଁ କଶ୍ମୀର ଉପତ୍ୟତାରେ ଖାତା ଖୋଲିଛି । ଜମ୍ମୁରେ ବିଜେପି ଭଲ ପ୍ରଦର୍ଶନ ଜାରି ରଖିଥିବା ବେଳେ କଶ୍ମୀରରେ ଗୁପକାର ଗଠବନ୍ଧନ ଆଗରେ ରହିଛି । ତେବେ କଶ୍ମୀରରେ ବିଜେପି ଚମତ୍କାର ପ୍ରଦର୍ଶନ କରିବା ସହ ରିପୋର୍ଟ…

କୋଭିଡ୍‌ର ନୂଆ ଷ୍ଟ୍ରେନ୍‌କୁ ନେଇ ଓଡ଼ିଶାରେ କଟକଣା, ୟୁକେରୁ ଆସୁଥିଲେ କ୍ବାରେଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର: କୋଭିଡ୍‌ର ନୂଆ ଷ୍ଟ୍ରେନ୍‌କୁ ନେଇ ରାଜ୍ୟରେ କଟକଣା ଲାଗୁ କରାଯାଇଛି। ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି. କେ. ମହାପାତ୍ର ଜିଲ୍ଲାପାଳ, ସିଡିଏମଓ, ଭୁବନେଶ୍ୱର ମହାନଗର ନିଗମ,ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନ ବନ୍ଦରକୁ ଏକ ଚିଠିରେ କହିଛନ୍ତି ଯେ ବ୍ରିଟେନରେ ଚିହ୍ନଟ…

କୋହଲିଙ୍କ ଅଷ୍ଟ୍ରେଲିଆ ଗସ୍ତ ଶେଷ, ନିରାଶ ସାଥୀ ଖେଳାଳିଙ୍କ ମନୋବଳ ବଢ଼ାଇ ସ୍ୱଦେଶ ଫେରିଲେ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଚଳିତ ଅଷ୍ଟ୍ରେଲିଆ ଗସ୍ତ ଶେଷ ହୋଇଛି । ତାଙ୍କ ପତ୍ନୀ ଅନୁଷ୍ମା ଶର୍ମା ମାଆ ହେବାକୁ ଯାଉଥିବାରୁ ସେ ତାଙ୍କ ସହିତ ରହିବା ପାଇଁ ଗସ୍ତ ଅଧାରୁ ସ୍ୱଦେଶ ଫେରିଛନ୍ତି । ପୂର୍ବରୁ ସେ ପ୍ୟାଟରନିଟୀ ଲିଭ୍ ପାଇଁ ଅନୁରୋଧ କରିଥିଲେ ।…

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩୮୮ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରୁ ଦିନକରେ ପ୍ରାୟ ୩୮୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। https://twitter.com/HFWOdisha/status/1341381425891663873?s=19 ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ସୁନ୍ଦରଗଡ଼ରୁ…

କାଲି ଚକାଆଖି ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ: ନଅ ମାସ ପରେ ଖୋଲିବ ଶ୍ରୀମନ୍ଦିର, ମିଳିବ ଜଗା ଦର୍ଶନ। ଆସନ୍ତାକାଲି ସକାଳ ସାଢେ ସାତଟାରୁ ଦର୍ଶନ ଆରମ୍ଭ ହେବ । କେବଳ ସେବାୟତ ଓ ତାଙ୍କ ପରିବାର ସଦସ୍ୟ ଦର୍ଶନ କରିବେ । ପହୁଡ଼ ପଡିବା ପର୍ଯ୍ୟନ୍ତ ସେମାନେ ଜଗା ଦର୍ଶନ କରିପାରିବେ । ଏତେ ଦିନ ପରେ କାଳିଆ ଦର୍ଶନ ହେବାକୁ ଥିବାରୁ…

ଜାନୁଆରୀ ଶେଷ ଯାଏଁ ଗଡିବ ପାର୍ବଣ ବିଶେଷ ଟ୍ରେନ

ଭୁବନେଶ୍ବର: ପୂର୍ବତଟ ରେଳପଥ ପରିସୀମା ମଧ୍ୟର‌େ ଗଡୁଥିବା ପାର୍ବଣ ବିଶେଷ ଟ୍ରେନ ଚଳାଚଳର ଅବଧିକୁ ୨୦୨୧ ମସିହା ଜାନୁଆରୀ ମାସ ଶେଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବର୍ତ୍ତମାନ ସମୟର‌େ ୨୦ ଯୋଡ଼ା ପାର୍ବଣ ବିଶେଷ ଟ୍ରେନ ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଯାତାୟାତ କରୁଛି। ୦୧.…

ରିଲାଏନ୍ସ କ୍ୟାପିଟାଲ୍ ବିଡ୍ ଦୌଡରେ ଏସବିଆଇ ଲାଇଫ୍ ସହ ଆହୁରି ୧୦ କମ୍ପାନୀ

ନୂଆଦିଲ୍ଲୀ: ଅନିଲ ଅମ୍ବାନୀଙ୍କ ଆର୍ଥିକସଙ୍କଟଗ୍ରସ୍ଥ କମ୍ପାନୀ ରିଲାଏନ୍ସ କ୍ୟାପିଟାଲ ଲିମିଟେଡ (ଆରସିଏଲ) ର ସମ୍ପତ୍ତି କିଣିବା ପାଇଁ ଆଉ ଦଶଟି ଟେଣ୍ଡର ଗ୍ରହଣ କରାଯାଇଛି। ଏଥିରେ ଏସବିଆଇ ଲାଇଫ୍ ଅନ୍ତର୍ଭୁକ୍ତ | ଏହାପୂର୍ବରୁ, ଋଣଦାତା ଧାରକ କମିଟି EOI ଦାଖଲ ପାଇଁ ଶେଷ ତାରିଖକୁ ୧୭…

ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ବାସନ୍ଦ ହେଲେ ମାର୍କସ

ବର୍ଲିନ: ପଡିଆରେ ଅଶୋଭନୀୟ ବ୍ୟବହାର ପ୍ରଦର୍ଶନ କରିବା ବୋରୁସିଆ ମୋନସେନଗ୍ଲାବାଖରର ଫୁଟବଲ ଖେଳାଳିଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । କରୋନା କାଳରେ ମାର୍କସ ଥୁରମ ସାଥୀ ଖେଳାଳିଙ୍କ ଉପରକୁ ଛେପ ପକାଇ ୫ଟି ମ୍ୟାଚରୁ ବାସନ୍ଦ ହେବା ସହ ୫୦ ହଜାର ଡଲାର ଜରିମାନା ଦଣ୍ଡରେ ଦଣ୍ଡିତ ହୋଇଛନ୍ତି…

ବିଏସ୍ଏନ୍ଏଲ୍ ର ୨୫୧ ରିଚାର୍ଜ ଭାଉଚର ଅନ୍ୟ କମ୍ପାନୀଙ୍କୁ ଦେବ ଟକ୍କର

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ, ​​ଏୟାରଟେଲ ଏବଂ ଭୋଡାଫୋନ୍-ଆଇଡିଆ ଙ୍କୁ ଟକ୍କର ଦେବାପାଇଁ ଟେଲିକମ୍ କମ୍ପାନୀ ବିଏସ୍ଏନ୍ଏଲ୍ ଡାଟା ଯୋଜନାରୁ ନୂତନ କାର୍ଯ୍ୟ ଆରମ୍ଭ ହୋଇଛି, ଯାହାକି ଅନ୍ୟ ଟେଲିକମ୍ କମ୍ପାନୀ ତୁଳନାରେ ମାସକୁ ୨୦ ଜିବି ଅତିରିକ୍ତ ତଥ୍ୟ ପ୍ରଦାନ କରିଥାଏ। ବିଏସ୍ଏନ୍ଏଲ୍ ର ଏହି…