ବାଲେଶ୍ୱର ଓ ତିର୍ତ୍ତୋଲ ଉପ ନିର୍ବାଚନ: ବିଜେପି ଓ ବିଜେଡି ପକ୍ଷରୁ ପ୍ରଚାର କରିବେ ନାମୀଦାମୀ ତାରକା
ଭୁବନେଶ୍ୱର: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଶୁକ୍ରବାର ଦିନ ବିଜୁ ଜନତା ଦଳ (ବିଜେଡି) ଓ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି ।
ଏହି ଉପ ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଏକପ୍ରକାର ସରଗରମ ହୋଇପଡିଥିବା ବେଳେ ବିଜେଡି…