ଯୁଦ୍ଧର ବାତାବରଣ ସୃଷ୍ଟି କରୁଛି ଚୀନ, ସେନାକୁ ପ୍ରସ୍ତୁତ ରହିବା ପାଇଁ କହିଲେ ଜିନିପିଙ୍ଗ
ବେଜିଂ: ଚୀନ ରାଷ୍ଟ୍ରପତି ସି ଜିନିପିଙ୍ଗଙ୍କ ପାଗଳାମୀ ଯୋଗୁ ଯୁଦ୍ଧର ବାତାବରଣ ସୃଷ୍ଟି ହେବାରେ ଲାଗିଛି । ବୁଧବାର ସେ ତାଙ୍କ ସେନାକୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବା ପାଇଁ କହିଛନ୍ତି । ଲଦାଖରେ ଭାରତ ଓ ଚୀନ ସେନା ମଧ୍ୟରେ ଉତ୍ତେଜନା ଜାରି ରହିଥିବାବେଳେ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ…