Latest Odisha News

BREAKING NEWS

Yearly Archives

2020

ହେମଗିରିରେ ଲୋକାର୍ପିତ ହେଲା ସାର୍ବଜନୀନ ପାଠାଗାର

ସୁନ୍ଦରଗଡ଼: ‘ସୁନ୍ଦରଗଡ଼ ବହିପଢ଼’ଅଭିଯାନ ଅଧୀନରେ ହେମଗିରି ବ୍ଲକର କମଲଗାଠାରେ ଏକ ଗ୍ରାମୀଣ ପାଠାଗାର ପ୍ରତିଷ୍ଠା କରାଯାଇଛି। ଏହି ଗ୍ରାମୀଣ ପାଠାଗାରକୁ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ସୋମବାର ଦିନ ଉଦଘାଟନ କରିଛନ୍ତି। ଉଦଘାଟନ ବେଳେ ଜିଲ୍ଲାପାଳଙ୍କ ସହିତ ହେମଗିରି…

ଆମ ସମାଜ-ବିକାଶରେ ଆଦିବାସୀ-ଅବଦାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତରେ ଓଡ଼ିଶା ହେଉଛି ସର୍ବାଧିକ ଆଦିବାସୀ-ଅଧ୍ୟୁଷିତ ପ୍ରଦେଶ । ୬୨ ସଂଖ୍ୟକ ଆଦିବାସୀ ବା ଆଦିମ ଜନଜାତି ଓଡ଼ିଶାରେ ବସବାସ କରୁଛନ୍ତି - ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୪ ଶତାଂଶ ହେବେ ଏମାନେ । ଦକ୍ଷିଣ-ପଶ୍ଚିମ ଓଡ଼ିଶା ବିଶେଷ କରି…

ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତି ନେଲା ବାଙ୍ଗାଲୋର

ସାରଜା: ସାରଜା କ୍ରିକେଟ ଷ୍ଟାଡିୟମରେ ଆଇପିଏଲର ହାଇ ଭୋଲଟେଜ ମୁକାବିଲା କୋଲକାତା ନାଇଟ ରାଇଡର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି । ଏଥିରେ ବାଙ୍ଗାଲୋର ଦଳର ଅଧିନାୟକ ବିରାଟ କୋହଲି ଟସ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି । ଆଜିର ମ୍ୟାଚ ପାଇଁ କୋଲକାତା ଦଳ…

ଦ୍ଵିତୀୟ ବିବାହ ବାର୍ଷିକୀରେ ଏମିତି କହିଲେ ପ୍ରିନ୍ସ ନରୁଲା!!

ମୁମ୍ବାଇ: ଅଭିନେତା ତଥା ବିଗ୍ ବସ୍ ୯ ବିଜେତା ପ୍ରିନ୍ସ ନରୁଲା ତାଙ୍କ ପତ୍ନୀ ଅଭିନେତ୍ରୀ ୟୁଭିକା ଚୌଧୁରୀଙ୍କୁ ସେମାନଙ୍କର ଦ୍ୱିତୀୟ ବିବାହ ବାର୍ଷିକୀରେ ପ୍ରେମଭରା ଚିଠି ଏବଂ ଚିତ୍ର ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ ସେ ତାଙ୍କ ସହିତ ସାରା ଜୀବନ ଏହିପରି ବିତାଇବାକୁ…

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ଟି ଶ୍ମଶାନ

ଭୁବନେଶ୍ୱର: ଭୁବନେଶ୍ଵରରେ ଆଗାମୀ ୨ ମାସରେ କାର୍ଯ୍ୟକ୍ଷମ ହେବ ଆଉ ୨ଟି ଶ୍ମଶାନ। ସୂଚନା ଅନୁସାରେ ପଟିଆ ଓ ଖଣ୍ଡଗିରିରେ ଏହି ୨ଟି ଶ୍ମଶାନ  କାର୍ଯ୍ୟକ୍ଷମ ହେବ ବୋଲି ଜଣାପଡିଛି । ପଟିଆରେ ଗ୍ୟାସ ଜରିଆରେ ଶବଦାହ ବ୍ୟବସ୍ଥା ହେବାକୁ ଥିବା ବେଳେ ଖଣ୍ଡଗିରିରେ ବିଦ୍ୟୁତ ଚାଳିତ ଶବଦାହ…

କବିତା : ନାରୀଶ୍ଵର

ମନୋଜ ରଥ ଦିନେ ହୁଏତ ଦପ୍ ଦପ୍ ଲିଭି ଯିବ ସୂର୍ଯ୍ୟ ଜହ୍ନ ଏକ ଭଦ୍ର ଲୋକ ଦେଖେଇବ ଅଂଧାରରେ ତା' ଅପର ପାଶ୍ୱ । ଦିନେ ହୁଏତ ରୁଦ୍ରାକ୍ଷ ଭଳି ତପସ୍ୱୀ ଆକାଶ ହାତରୁ ବିଛେଇ ହେଇ ତଳେ ପଡିଯିବେ ସବୁ ନକ୍ଷତ୍ର , ଏକେ ୪୭ ଗୁଳିରେ ବିଦ୍ଧ ଏକ ସହିଦର ଛାତି ଭଳି ଆକାଶର ଛାତିରେ ଥିବ…

ଭାରତୀୟ ଫୁଟବଲ ଦଳର ପୂର୍ବତନ ଅଧିନାୟକଙ୍କ ପରଲୋକ

ନୂଆଦିଲ୍ଲୀ:ଭାରତୀୟ ଫୁଟବଲ ଦଳର ପୂର୍ବତନ ଅଧିନାୟକ କାର୍ଲଟନ ଚ୍ୟାପମ୍ୟାନଙ୍କ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ୍ୟୁବେଳକୁ ଏହି ମିଡଫିଲ୍ଡରଙ୍କୁ ୪୯ ବର୍ଷ ହୋଇଥିଲା । ରବିବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ସେଠାରେ ସୋମବାର ତାଙ୍କର ମୃତ୍ୟୁ…

ଫେରାରୀ ହେଲା କାଳ

ହାଇଦ୍ରାବାଦ (ତେଲେଙ୍ଗାନା): ହାଇଦ୍ରାବାଦର ମାଧପୁରର ଏକ ନିର୍ମାଣାଧୀନ ବିଲ୍ଡିଂରେ ରକ୍ଷୀ ଭାବରେ କାର୍ଯ୍ୟ କରୁଥିବା ଜଣେ ୫୦ବର୍ଷ ବୟସ୍କ ଉପରେ ଫେରାରୀ ମାଡିଯାଇଥିବା ଜଣାପଡିଛି । ବ୍ୟକ୍ତିଙ୍କ ଉପରେ ଦ୍ରୁତ ଗତିରେ ଫେରେରୀ କାର ଚଢିଯାଇଥିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି।…

ଘରୋଇ ହିଂସା ମାମଲା; ଅନୁଭବଙ୍କୁ କୋର୍ଟଙ୍କ ନୋଟିସ୍‌

କଟକ: ଅଭିନେତାରୁ ନେତା ପାଲଟିଥିବା ଅନୁଭବ ମହାନ୍ତିଙ୍କୁ ଘରୋଇ ହିଂସା ମାମଲାରେ କଟକ ଏସଡିଜିଏମ୍ କୋର୍ଟ ନୋଟିସ୍ ଜାରି କରିଛନ୍ତି । ସୂଚନାନୁଯାୟୀ ନିକଟ ଅତୀତରେ ଏହି ବିଜେଡି ସାଂସଦ ଅନୁଭବଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଘରୋଇ ହିଂସା ନେଇ କୋର୍ଟଙ୍କର ଦ୍ୱାରସ୍ଥ…

ଟୋକିଓ ଆୟୋଜନ କରୁଛି ଅନ୍ତର୍ଜାତୀୟ ଜିମ୍ନାଷ୍ଟିକ୍ ଟୁର୍ନାମେଣ୍ଟ

ଟୋକିଓ: ଆସନ୍ତା ମାସରେ ଟୋକିଓ ଅନ୍ତର୍ଜାତୀୟ ଜିମ୍ନାଷ୍ଟିକ୍ ଟୁର୍ନାମେଣ୍ଟ ଆୟୋଜନ କରିବ ବୋଲି ଆୟୋଜକମାନେ ସୋମବାର କହିଛନ୍ତି । କରୋନା ଯୋଗୁଁ ସ୍ଥଗିତ ହୋଇଯାଇଥିବା ଅଲିମ୍ପିକ୍ସ ପୂର୍ବରୁ ଏକ ଅଭ୍ୟାସ ଭାବେ କାର୍ଯ୍ୟ କରିବା ନେଇ ଆଶାବାଦୀ ଅଛନ୍ତି ଆୟୋଜକ । ଆସନ୍ତା ନଭେମ୍ବର ୮…