Latest Odisha News

BREAKING NEWS

Yearly Archives

2020

କଟକରୁ ନକଲି ସିମେଣ୍ଟ କାରଖାନା ଠାବ, ଜଣେ ଅଟକ

କଟକ: ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ । କେତେବେଳେ ହଦଳିଗୁଣ୍ଡ ତ ପୁଣି କେବେ ସୋୟା ବଡ଼ି, ଟମାଟୋ ସସ୍ । ନକଲି ଘିଅ, ତେଲ ପରେ ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ଆଜି କଟକ-ଚାନ୍ଦବାଲି ରାସ୍ତାର ଜଗତପୁରଠାରେ ନକଲି ସିମେଣ୍ଟ କାରଖାନା ଠାବ କରାଯାଇଛି । କୌଣସି ସୂତ୍ରରୁ…

‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଭିଯାନକୁ ଦୃଢ କରିବାକୁ ମୋଦୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଆଜି ଅଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ। ପାଖାପାଖି ପାଞ୍ଚ ଦଶନ୍ଧି ପରେ ପ୍ରଧାନମନ୍ତ୍ରୀ ଏଏମ୍‌ୟୁ କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି। ସମ୍ବୋଧନରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ଏଏମ୍‌ୟୁ କୁଳପତି…

ରାଜ୍ୟରୁ କରୋନାରେ ଆଖି ବୁଜିଲେ ଆଉ ୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ମହାମାରୀ ନେଇଛି ଆଉ ୪ ଆକ୍ରାନ୍ତଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ୪ଟି ଜିଲ୍ଲାର ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ ୭୦ବର୍ଷୀ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସେହିପରି ଯାଜପୁର ଜିଲ୍ଲାରୁ ଜଣେ ୭୨ବର୍ଷୀୟ ବୃଦ୍ଧ କରୋନାରେ ଆଖି ବୁଜିଛନ୍ତି । Regret…

ରାଜ୍ୟରୁ ଦିନକରେ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ୭୨ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଦୈନିକ ସଂକ୍ରମଣ ଚାରି ଶହ ଭିତରେ ରହିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୧୯ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୧୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୧୩୫ଟି ରହିଛି । ୨୬ ଜିଲ୍ଲାରୁ ନୂଆ ଆକ୍ରାନ୍ତ…

ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଖୁସି ଖବର; ଦେଶରେ କଲରାପତରିଆ ବାଘଙ୍କ ସଂଖ୍ୟାରେ ସକରାତ୍ମକ ଅଭିବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଚିତାବାଘ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ଏହି ଖବର କେବଳ ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଖୁସି ଖବର ନୁହେଁ, ସରକାର ମଧ୍ୟ ଏହି ସକରାତ୍ମକ ଅଭିବୃଦ୍ଧିରେ ଚକିତ ହୋଇଯାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜେ ଏହାକୁ ଏକ ବଡ଼ ଖବର ବୋଲି କହିଛନ୍ତି।…

ନୟାଗଡ଼ ନାବାଳିକାଙ୍କୁ ହତ୍ୟା ପରେ ଦୁଷ୍କର୍ମ, ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ: ଅରୁଣ ବୋଥ୍ରା

କଟକ: ନୟାଗଡ଼ ନାବାଳିକା ହତ୍ୟାକାଣ୍ଡ ଘଟଣାରେ ଗିରଫ ସରୋଜ ସେଠୀ ମୁଖ୍ୟ ଅଭିଯୁକ୍ତ । ନାବାଳିକାଙ୍କୁ ହତ୍ୟା କରିବା ପରେ ଦୁଷ୍କର୍ମ କରାଯାଇଛି । ପ୍ରେସମିଟରେ ଆଜି ଏହି ସୂଚନା ଦେଇଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ସେ କହିଛନ୍ତି, ଜେରା ବେଳେ ଅଭିଯୁକ୍ତ ହତ୍ୟା ଓ ଦୁଷ୍କର୍ମ ଉଦ୍ୟମ…

ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୭୩ ଲକ୍ଷ ପାର୍‌

ୱାଶିଂଟନ୍: ବିଶ୍ୱବ୍ୟାପୀ କରୋନା ସଂକ୍ରମଣ ସଂଖ୍ୟା ୭ କୋଟି ୭୩ଲକ୍ଷରେ ପହଞ୍ଚିଛି। ଏହି ମାରାତ୍ମକ ଭୂତାଣୁ ଯୋଗୁଁ ୧,୭୦୧,୬୫୬ ଜଣଙ୍କର ମୃତ୍ୟୁ ହୋଇଛି। ଯଦିଓ ବହୁ ସଂଖ୍ୟକ ଲୋକ ଏହି ରୋଗରୁ ସୁସ୍ଥ ହେଉଛନ୍ତି ରିପୋର୍ଟ ଅନୁଯାୟୀ ବିଶ୍ୱରେ ୭୭,୩୩୫,୪୪୨ ଲୋକ ସଂକ୍ରମିତ ହୋଇଥିବାବେଳେ କରୋନା…

କବି ଦୁର୍ଗାଚରଣ ପରିଡାଙ୍କ କବିତା ,କବିତା ବଜ୍ର ହୋଇପାରେ, ନୀରବତା ବି ହୋଇପାରେ

ଗତକାଲି କବି ଦୁର୍ଗାଚରଣ ପରିଡା ଚାଲିଗଲେ। ବୟସ ପାକଲା ହୋଇସାରିଥିଲା। ୯୨ ବର୍ଷର ପରିପୂର୍ଣ୍ଣ ଜୀବନ ପରେ, ବିଦାୟ ଏକ ସ୍ଵାଭାବିକ ପ୍ରକ୍ରିୟା। ହେଲେ ଓଡ଼ିଆ କବିତାରେ ସେ ଅନୁପସ୍ଥିତିର କବି। ଅନେକ ତାଙ୍କୁ ଜାଣନ୍ତି ନାହିଁ। ଏପରିକି ସାହିତ୍ୟରେ ବୁଡ଼ିକି ଥିବା ଲୋକେ ବି ତାଙ୍କୁ ମନେ…

ଚଳଚ୍ଚିତ୍ର ‘ ଦ ହ୍ୱାଇଟ୍‌ ଟାଇଗର’ର ଟ୍ରେଲର୍‌ ରିଲିଜ୍‌

ନୂଆଦିଲ୍ଲୀ:  ବଲିଉଡ ଅଭିନେତା ରାଜକୁମାର ରାଓ ଏବଂ ପ୍ରିୟଙ୍କା ଚୋପ୍ରାଙ୍କ ଆଗାମୀ ଚଳଚ୍ଚିତ୍ର ‘ ଦ ହ୍ୱାଇଟ ଟାଇଗର’ର ଟ୍ରେଲର ରିଲିଜ ହୋଇଛି। ନେଟଫ୍ଲିକ୍ସରେ ମୁକ୍ତିଲାଭ କରିବାକୁ ଥିବା ଏହି ଚଳଚ୍ଚିତ୍ରଟି ଅରବିନ୍ଦ ଅଡିଗାଙ୍କ 'ଦ ହ୍ୱାଇଟ ଟାଇଗର' ର ଶୀର୍ଷକ ୨୦୦୮ର ଉପନ୍ୟାସ ଉପରେ ଆଧାରିତ।…

ପୁଅ ପରେ ବାପା: ଆକାଶଙ୍କ ପରେ ଅଭୟକାନ୍ତ ପାଠକଙ୍କୁ ଦୁଇ ଦିନ ରିମାଣ୍ଡରେ ନେବ କମିଶନରେଟ ପୋଲିସ

ଭୁବନେଶ୍ୱର: ପୁଅ ପରେ ରିମାଣ୍ଡରେ ଯିବେ ବାପା । ଆକାଶ ପାଠକଙ୍କ ପରେ ସ୍କାଏ କିଙ୍ଗ ଠକେଇ ମାମଲାରେ ତାଙ୍କ ବାପା ତଥା ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ରିମାଣ୍ଡରେ ନେବ କମିଶନରେଟ ପୋଲିସ । ଏଥିପାଇଁ ଦୁଇ ଦିନ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ । ସ୍କାଏ କିଙ୍ଗ ଟ୍ରାଭେଲ…