Latest Odisha News

BREAKING NEWS

Yearly Archives

2020

ଲାଞ୍ଚ ନେଇ ଧରାପଡିଲେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ଖରିଆର ରୋଡ ସ୍ଥିତ ଏନଏଚ୍ ସବ-ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୋଗ ମେହେର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ, ଜିଲ୍ଲାର ଖରିଆର ରୋଡ ଅନ୍ତର୍ଗତ ଏକ ଅଞ୍ଚଳର ବାସିନ୍ଦା ସୁଶାନ୍ତ କୁମାର କୋଲାହରଙ୍କ…

ସୋସିଆଲ୍‌ ମିଡିଆରେ ହୃଦୟର କଥା ଲେଖି ରୋହନପ୍ରୀତଙ୍କୁ ପ୍ରେମ ନିବେଦନ କଲେ ନେହା!

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଗାୟିକା ନେହା କକ୍କଡ଼ ଓ ରୋହନପ୍ରୀତ ସିଂହ ଖୁବ୍‌ ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଥିବା ଚର୍ଚ୍ଚା ହେଉଛି। ନିକଟରେ ଏକ ରିୟଲିଟି ସୋ ‘ମୁଝ୍‌ସେ ସାଦି କରୋଗେ’ର ପ୍ରତିଯୋଗୀ ରୋହନପ୍ରୀତ ସିଂହ ସୋସିଆଲ୍‌ ମିଡିଆରେ ନିଜର ପଟୋ ସେୟାର୍‌…

ଅକ୍ଟୋବର ୧୨ରୁ ଓଡ଼ିଶାରେ ଏକକ ପିଜି ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ ତାରିଖରୁ ଓଡ଼ିଶାରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ପ୍ରାପ୍ତ ସୂଚନାନୁଯାୟୀ, ୧୨ ତାରିଖରୁ ୨୨ ତାରିଖ ମଧ୍ୟରେ ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ପ୍ରାୟ ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨…

ଗୋଖାଦ୍ୟ ଦୁର୍ନୀତିରେ ଲାଲୁଙ୍କ ବେଲ୍, ତଥାପି ଜାରି ରହିବ ଜେଲ୍

ଝାଡ଼ଖଣ୍ଡ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଷ୍ଟ୍ରୀୟ ଜନତା ଦଳ ବା ଆରଜେଡି ପାଇଁ ଭଲ ଖବର । ବହୁ ଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି । ଚାଇବାସା ଟ୍ରେଜେରୀ କେସରେ ତାଙ୍କୁ ବେଲ୍ ଦେଇଛନ୍ତି ଝାଡ଼ଖଣ୍ଡ ହାଇକୋର୍ଟ । ଗୋଖାଦ୍ୟ ଦୁର୍ନୀତିରେ…

ରାଜ୍ୟରେ ଆଉ ୧୭ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୭ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୯୯୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ବାଲେଶ୍ୱରରୁ ୩, ବରଗଡରୁ ୧, ଭୁବନେଶ୍ୱରରୁ ୨, କନ୍ଧମାଳରୁ ୧, କଳାହାଣ୍ଡିରୁ…

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା, ପ୍ରମାଣ ନଷ୍ଟ ପାଇଁ ପୋଡ଼ିଦେଲେ ମୃତଦେହ

ମାଲକାନଗିରି: ଅନ୍ଧବିଶ୍ୱାସର ଅନ୍ଧ ଗଳିରେ ମଣିଷ । ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା । ଏଭଳ ଅଭିଯୋଗ ଆସିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ପଡ଼ିଆ ବ୍ଳକ ଉଦୟଗିରି ଗାଁରୁ । ହତ୍ୟା କରିବା ପରେ ଦୁର୍ବୃତ୍ତ ପ୍ରମାଣ ନଷ୍ଟ କରିବା ପାଇଁ ମୃତଦେହକୁ ମଶାଣୀରେ ନେଇ ପୋଡ଼ି ଦେଇଥିଲେ ।…

ଓଡିଶାରେ ଆଉ ୨୬୯୭ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୬୯୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୮୩୯ ଛୁଇଁଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ଉଦ୍ୟାନ କୃଷି ଅଧିକାରୀ

କଟକ: ଭିଜିଲାନ୍ସ ଜାଲରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ଅବସରପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ ହୋଇଛି । ତାଙ୍କ ନାଁ ରମେଶ ଚନ୍ଦ୍ର ଦାସ । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି କଟକ ଭିଜିଲାନ୍ସ…

ଫୋବର୍ସ ଧନୀ ତାଲିକାରେ ମୁକେଶ ଅମ୍ବାନି ପ୍ରଥମ

ନୂଆଦିଲ୍ଲୀ: ପ୍ରସିଦ୍ଧ ଫୋର୍ବସ୍‌ ମାଗାଜିନ୍‌ ପକ୍ଷରୁ ୨୦୨୦ ବର୍ଷର ଧନୀ ତାଲିକା ପ୍ରକାଶ ପାଇଛି। ରିଲାଏନ୍ସ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ବାନି କ୍ରମାଗତ ଭାବେ ୧୩ ବର୍ଷ ପାଇଁ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଅଦାନି ଗ୍ରୁପ୍‌ ଅଧ୍ୟକ୍ଷ ଗୌତମ ଅଦାନି ଦ୍ୱିତୀୟ ସ୍ଥାନରେ ରହିଥିବା…

ବଲିଉଡ୍ ଛାଡିବେ ଅଭିନେତ୍ରୀ ସାନା ଖାନ୍

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାନା ଖାନ୍‌ ଫିଲ୍ମ ଜଗତରୁ ଦୂରେଇ ଯିବାକୁ ନିଷ୍ପତ୍ତି ନେଇଛନ୍ତି। ସାନା ତାଙ୍କ ସୋସିଆଲ୍‌ ମିଡିଆ ଆକାଉଣ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ ‘ଇସ୍‌ଲାମ୍‌’କୁ ଫିଲ୍ମ ଇଣ୍ଡଷ୍ଟ୍ରି ଛାଡିବାର କାରଣ କହିଛନ୍ତି। ସାନା କହିଛନ୍ତି ଯେ ସେ ଆଗକୁ ସେବା…