Latest Odisha News

BREAKING NEWS

Yearly Archives

2020

ଦୁର୍ଗା ପୂଜା ପୂର୍ବରୁ ଆସିଲା ଗାଇଡାଲାଇନ୍‌, ଜାଣନ୍ତୁ କ’ଣ ରହିଛି ନିୟମ

ନଆଦିଲ୍ଲୀ: ଆଗକୁ ପାର୍ବଣ ଋତୁ ଆସୁଛି। ଏହି ସମୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି। ଅକ୍ଟୋବରରୁ ଡିସେମ୍ବର ଯାଏ ଭାରତରେ ବିଭିନ୍ନ ପର୍ବପର୍ବାଣୀ ପାଳିତ ହୋଇଥାଏ। ଏହି ସମୟରେ ପ୍ରବଳ ଜନସମାବେଶ ହୁଏ। ତେଣୁ କରୋନା ସଂକ୍ରମଣ…

୮୯ ବର୍ଷ ବୟସ ପର୍ଯ୍ୟନ୍ତ ଖାଇନଥିଲେ ଭାତ, ଆଉ ତା ପରେ…

କେରଳ: ଭାରତର ଅଧିକାଂଶ ପ୍ରାନ୍ତରେ ଭାତ ହେଉଛି ପ୍ରମୁଖ ଖାଦ୍ୟ । କିଛି ଲୋକ ଭାତକୁ ପ୍ରମୁଖ କିମ୍ବା ଆଂଶିକ ମାତ୍ରାରେ ଖାଦ୍ୟ ରୂପେ ଗ୍ରହଣ କରିବାକୁ ପସନ୍ଦ କରିଥାନ୍ତି । ସେହିଭଳି କେରଳରେ ଦିନକୁ ତିନିଥର ଭାତକୁ ଖାଦ୍ୟ ରୂପେ ଲୋକେ ଗ୍ରହଣ କରିଥାନ୍ତି । ହେଲେ କେରଳ ଭଳି ରାଜ୍ୟରେ ଜଣେ…

ରାଉରକେଲା କଲୁଙ୍ଗା ଶିଳ୍ପାଞ୍ଚଳରେ ୨୧ଟି ଏମଏସଏମଇ ୟୁନିଟ ପ୍ରତିଷ୍ଠା ଲାଗି ମଞ୍ଜୁରୀ, ନିଯୁକ୍ତି ସୁଯୋଗ

ସୁନ୍ଦରଗଡ଼: ରାଉରକେଲାର କଲୁଙ୍ଗା ଶିଳ୍ପାଞ୍ଚଳରେ ଆଗାମୀ ଦିନରେ ୨୧ଟି ଏମଏସଏମଇ ୟୁନିଟ ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପଗୁଡ଼ିକୁ ଜିଲ୍ଲା ସ୍ତରୀୟ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ କର୍ତ୍ତୃପକ୍ଷ ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଶ୍ରୀଯୁକ୍ତ ନିଖିଲ ପବନ କଲ୍ୟାଣ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ୱାରା…

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ, ମୁମ୍ବାଇ: ୧୯୩/୪

ଆବୁଧାବି:ଚଳିତ ଆଇପିଏଲରେ ମଙ୍ଗଳବାର ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ୧୯୪ ରନର ବିଜୟ ଲକ୍ଷ୍ୟ ରାଜସ୍ଥାନ ରୟାଲ୍ସ ସମ୍ମୁଖରେ ରଖିଛି । ସୂର୍ଯ୍ୟକୁମାର ୪୭ ବଲରେ ୧୧ ଚୌକା ଓ ୨ଛକା ସହାୟତାରେ ୭୯ ରନ କରି ଅପରାଜିତ ରହିଥିଲେ ।…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୮୧୭ କରୋନା ରୋଗୀ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୮୧୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ୯୬୯ ଜଣ, କଟକରୁ ୩୬୮, ବରଗଡ଼ରୁ ୧୫୧ ଜଣ, ବାଲେଶ୍ୱରରୁ ୧୪୬ ଜଣ, ନୂଆପଡ଼ାରୁ ୧୩୫ ଜଣ, ଜଗତସିଂହପୁରରୁ ୧୨୪…

ପୃଥ୍ୱୀରାଜ ପାଇଁ ପ୍ରସ୍ତୁତ ଅକ୍ଷୟ କୁମାର !

ମୁମ୍ବାଇ: କରୋନା କାଳରେ ପ୍ରଥମ ଅଭିନେତା ଭାବେ ଅକ୍ଷୟ କୁମାର ନିଜ ଫିଲ୍ମର ସୁଟିଂ ସାରିଥିଲେ । ଆଉ ଏବେ ପୁଣିଥରେ ଆଉ ଏକ ଫିଲ୍ମ ପାଇଁ ମୁମ୍ବାଇରେ ପ୍ରସ୍ତୁତିରେ ଚଳାଇଛନ୍ତି । ଆଗାମୀ ଦିନରେ ଫିଲ୍ମ ପୃଥ୍ୱୀରାଜର ସୁଟିଂରେ ଅକ୍ଷୟ ନଜର ଆସିବେ । ଅନ୍‌ଲକ୍ ପର୍ଯ୍ୟାୟ ପରେ ଅକ୍ଷୟ ଫୁଲ୍…

୧.୯୩ ନିୟୁତ ଟନ ଷ୍ଟାଣ୍ଡାଲୋନ ଇସ୍ପାତ ବିକ୍ରି ସହ ଜେଏସପିଏଲର ସର୍ବାଧିକ ତ୍ରୈମାସିକ ବିକ୍ରୟ ହାସଲ

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୦ର ଦ୍ଵିତୀୟ ତ୍ରୈମାସ ତୁଳନାରେ ଆର୍ଥିକ ବର୍ଷ ୨୦୨୧ ଦ୍ଵିତୀୟ ତ୍ରୈମାସରେ ରେକର୍ଡ ୩୦ ପ୍ରତିଶତ ଅଧିକ ଇସ୍ପାତ ବିକ୍ରୟ କରି ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲି (ଜେଏସପିଏଲ) ତାର ଅଭିବୃଦ୍ଧି ଜାରି ରଖିଛି। ଗତ ଆର୍ଥିକ ବର୍ଷ ଦ୍ଵିତୀୟ ତ୍ରୈମାସରେ ଜେଏସପିଏଲ…

ଇନ୍ଦୋରର ଜଣେ ମହିଳାଙ୍କ ଚାଂଚଲ୍ୟକର ବୟାନ: ସୁଶାନ୍ତଙ୍କ ମୃତ୍ୟୁ ନେଇ ବହୁତ କଥା ଜାଣିଛି, ସୁରକ୍ଷା ଦେଲେ କହିବି

ଇନ୍ଦୋର: ଇନ୍ଦୋରର ଜଣେ ମହିଳା ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କଥା ଜାଣିଛନ୍ତି ବୋଲି କହିଛନ୍ତି । ଏହି ଖବର ପାଇବା ପରେ ପୋଲିସ ସତର୍କ ହୋଇ ଉଠିଛି । ଡିଆଇଜି ମହିଳାଙ୍କ ପରିଚୟ ସାର୍ବଜନନୀ କରି ନାହାନ୍ତି । ଏଥିନେଇ ମହିଳାଜଣଙ୍କ ତାଙ୍କୁ…

ଆଲିୟାଙ୍କ ଭରଷା ସଂଜୟ ଲିଲା ଭଂସାଲୀ !

ମୁମ୍ବାଇ: ବାପା ମହେଶ ଭଟ୍ଟଙ୍କ ଫିଲ୍ମ 'ସଡକ୍‌-୨' ସୁପର୍‌ଫ୍ଲପ୍ ସାବ୍ୟସ୍ତ ହୋଇଥିଲା । ଫିଲ୍ମର ବିଫଳତାକୁ ଏଡାଇ ପୁଣିଥରେ ଉଠି ଛିଡାହେବାକୁ ଚେଷ୍ଟା କରୁଛନ୍ତି ଆଲିୟା ଭଟ୍ଟ । ଏଥିପାଇଁ ସେ ଏବେ ସଂଜୟ ଲିଲା ଭଂସାଲୀଙ୍କ ସାହାରା ନେଇଛନ୍ତି । ଆରମ୍ଭ ହୋଇଛି ଫିଲ୍ମ 'ଗଙ୍ଗୁବାଇ…

ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ନିର୍ଦ୍ଧାରିତ ଅବଧି ପୂର୍ବରୁ ସମାପ୍ତ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ମଙ୍ଗଳବାର ଅନିର୍ଦ୍ଦିଷ୍ଟ କାଳ ଯାଏଁ ମୁଲତବି ହୋଇଛି । ବିଧାନସଭାର ୮ ଦିନିଆ ମୌସୁମୀ ଅଧିବେଶନ ଆଜି ଦିନକ ପୂର୍ବରୁ ଶେଷ ହୋଇଛି । ଚଳିତ ବିଧାନସଭା ମୌସୁମୀ ଅଧିବେଶନରେ ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ସମେତ ପ୍ରାୟ ୭ଟି ବିଲ୍…