ସରକାରଙ୍କ ବିରୋଧରେ ମିଛ କହିବାକୁ ହାଥ୍ରାସ ପରିବାରକୁ ଦିଆଯାଇଛି ୫୦ଲକ୍ଷ!!
ହାଥ୍ରାସ: ହାଥ୍ରାସ ମାମଲା ପରେ ଉତ୍ତରପ୍ରଦେଶ ପୋଲିସ ଦ୍ୱାରା ଦାଖଲ ହୋଇଥିବା ୧୯ଟି ଏଫ୍ଆଇଆର୍ (ପ୍ରଥମ ସୂଚନା ରିପୋର୍ଟ) ମଧ୍ୟରୁ ଗୋଟିଏରେ ଅଜ୍ଞାତ ଲୋକଙ୍କ ଦ୍ୱାରା ଷଡଯନ୍ତ୍ର କରାଯାଇଥିବା ଅଭିଯୋଗ ହୋଇଛି।
ଏହା ମଧ୍ୟ ଅଭିଯୋଗ ହୋଇଛି ଯେ ଆକ୍ରମଣ ପରେ ମୃତ୍ୟୁବରଣ କରିଥିବା ଯୁବତୀଙ୍କ…