Latest Odisha News

BREAKING NEWS

Yearly Archives

2020

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟ୍ରମ୍ପ

ୱାଶିଂଟନ: କରୋନାରୁ ସୁସ୍ଥ ହେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଆଜି ସେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏନେଇ ସୂଚନା ମିଳିଛି । ସେ ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ପ୍ରଶଂସକମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆଗକୁ ନିର୍ବାଚନ…

ବିହାର ନିର୍ବାଚନ: ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରୁଛି ବିଜେପି । ଗତକାଲି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଏନେଇ ବିଚାରବିମର୍ଶ ହୋଇଛି । ମେଣ୍ଟରେ ବିଜେପି ଭାଗରେ ପଡ଼ିଥିବା ୧୨୧ ଆସନ ପାଇଁ ମାନସମନ୍ଥନ ହୋଇଥିଲା । ୯୦ ଆସନରେ ପ୍ରାର୍ଥୀ ତାଲିକା…

୬ ମାସ ପରେ ସୁଟିଂ ସେଟରେ ସଲମାନ, ଆରମ୍ଭ ହେଲା ‘ରାଧେ’ର ସୁଟିଂ

ମୁମ୍ବାଇ: କରୋନା ମହାମାରୀ ଯୋଗୁ ଠପ୍ ହୋଇ ଯାଇଥିଲା ସାରା ବିଶ୍ୱ । ଏବେ ସ୍ୱାଭାବିକ ପରିସ୍ଥିତି ଫେରୁଛି । ପୁଣି ଥରେ ଆରମ୍ଭ ହୋଇଛି ଫିଲ୍ମ ସୁଟିଂ । ଅପକମିଂ ଫିଲ୍ମ ‘ରାଧେ’ର ସୁଟିଂ ଆରମ୍ଭ କରିଛନ୍ତି ସଲମାନ ଖାନ । ଏନେଇ ନିଜେ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି ସଲମାନ୍ । ଫଟୋ ସେୟାର…

ପିପିଇ କିଟ୍ ଭିତରେ ଗଞ୍ଜେଇ ଚାଲାଣ, ଧରିଲା ପୋଲିସ

ଭୁବନେଶ୍ୱର: ଗଞ୍ଜେଇ ଚାଲାଣର ନୂଆ ଫର୍ମୁଲା । କରୋନା ମହାମାରୀର ଫାଇଦା ଉଠାଇ ଆମ୍ବୁଲାନ୍ସ ଭିତରେ ପିପିଇ କିଟ୍ ଘୋଡାଇ ଗଞ୍ଜେଇ ଚାଲାଣ ହେଉଛି । ପୋଲିସ ଆମ୍ବୁଲାନ୍ସ ସହ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ ରଖିଛି । ଘଟଣା ଘଟିଛି ଗଂଜମା ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଢ଼ାମ୍ବରେ ।…

ଡକାୟତି ଘଟଣାର ପର୍ଦ୍ଦାଫାଶ, ପୋଲିସ କବ୍‌ଜାରେ ୨ ବ୍ୟାଙ୍କ ଲୁଟେରା

ଭୁବନେଶ୍ୱର: ଭୁବନେଶ୍ୱରର ମଂଚେଶ୍ୱର ବରୀମୁଣ୍ଡ ବ୍ୟାଙ୍କ ଡକାୟତି ଘଟଣାର ପର୍ଦ୍ଦାଫାଶ ହୋଇଛି । କମିଶନରେଟ୍ ପୋଲିସ ଏଥିରେ ସମ୍ପୃକ୍ତ ଥିବା ୨ ଡକାୟତଙ୍କୁ ଗିରଫ କରିଛି । ଏଥିସହ ତାଙ୍କ ନିକଟରୁ ୫ ଲକ୍ଷ ଟଙ୍କା ଜବତ କରିଛି ପୋଲିସ । ସେପଟେ ଅନ୍ୟ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି । ତାକୁ…

ବିିପଦ ସଂକେତ ଡେଇଁଲା ଜଳକା

ବାଲେଶ୍ୱର: ବିପଦ ସଂକେତ ଡେଇଁଲା ଜଳକା । ବାଲେଶ୍ୱର ଜିଲ୍ଲା ବସ୍ତାର ମଥାନୀ ଠାରେ ବିପଦ ସଂକେତ ଟପିଛି ଜଳକା ନଦୀ । ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଏବେ ୬.୨୩ ମିଟରରେ ଜଳ ପ୍ରଭାବିତ ହେଉଛି । ଲଘୁଚାପ ଜନିତ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ନଦୀର…

ଆଜି ପ୍ରକାଶ ପାଇବ ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍‌

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ । କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମର ପ୍ରଥମ ବର୍ଷର ନାମଲେଖା ପାଇଁ ଅପରାହ୍ନରେ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ । ଦ୍ୱିତୀୟ ମେଧା ତାଲିକାରେ ଚୟନ ହୋଇଥିବା ଛାତ୍ରଛାତ୍ରୀ ୬ରୁ ୮…

ଅମୃତଭଣ୍ଡାରେ ଭରି ରହିଛି ଏହିସବୁ ଅଦ୍ଭୁତ ଚମତ୍କାରୀତା, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର: କଞ୍ଚା ଅମୃତଭଣ୍ଡା ଆମ ଶରୀର ପାଇଁ ଖୁବ୍ ହିତକାରୀ। ଏଥିରେ ଭିଟାମିନ୍ ଏ,ସି ଓ ଇ ଭରପୂର ମାତ୍ରାରେ ଥାଏ। କରୋନାର ଏହି ଜଟିଳ ପରିସ୍ଥିତିରେ ଆମ ଶରୀରକୁ ଭିଟାମିନର ଆବଶ୍ୟକତା ଅନେକ ରହିଛି । ଅମୃତଭଣ୍ଡା ଆମ ଶରୀରର ରୋଗ ପ୍ରତିଷେଧକ ଶକ୍ତିକୁ ମଜଭୁତ୍ କରିଥାଏ। ଲିଭରକୁ ସୁସ୍ଥ…

ଗରମ ଡାଲିରେ ପଡି ପ୍ରାଣ ହରାଇଥିବା ଛାତ୍ରୀଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ଜାତୀୟ ମାନବାଧିକାର…

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ୍ ବାଲିଗାଁ ବାଳିକା ଉଚ୍ଚ ବିଦ୍ୟାଳୟରେ ଗରମ ଡାଲି ହାଣ୍ଡିରେ ପଡି ନାବାଳିକା ଛାତ୍ରୀର ମୃତ୍ୟୁ କୁ ନେଇ ଜାତୀୟ ମାନବାଧିକାର କମିଶନ ଛାତ୍ରୀଙ୍କ ପରିବାର ବର୍ଗଙ୍କୁ ୩ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଦେବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  ତା ୫-୧୦-୨୦୨୦ ସୋମବାର ଆଜି ଦିନର ମହତ୍ତ୍ୱ.  ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୫ରିଖ ସୋମବାର କନ୍ୟା ୨୦ ଦିନ ଆଶ୍ବିନ ମଳ ମାସ କୃଷ୍ଣ ପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ଦ୍ବିଜା ନକ୍ଷତ୍ର ମେଷ ଚନ୍ଦ୍ର    ଘାତ ବାର-: ମିଥୁନ ରାଶିର    ଘାତ ଚନ୍ଦ୍ର-: ମେଷ ରାଶିର   …