Latest Odisha News

BREAKING NEWS

Yearly Archives

2020

ଦୁଷ୍କର୍ମ ଘଟଣାରେ ମୁହଁ ଖୋଲିଲେ ଅନୁଷ୍କା ଶର୍ମା; କହିଲେ ପୁଅଙ୍କୁ ଶିଖାନ୍ତୁ ନାରୀଙ୍କ ସମ୍ମାନ କରିବା

ନୂଆଦିଲ୍ଲୀ: ଦିନକୁ ଦିନ ଦୁଷ୍କର୍ମ ଘଟଣା ଘଟୁଥିବା ବେଳେ ଏହାକୁ ନେଇ ଚାରିଆଡେ ଉତ୍ତେଜନା ଦେଖାଦେଉଛି । ଏପରିକି ବଲିଉଡର ଅନେକ ଅଭିନେତା ଓ ଅଭିନେତ୍ରୀ ମାନେ ମଧ୍ୟ ଏହା ବିରୋଧରେ ସ୍ୱର ଉଠାଇଛନ୍ତି । ଏହି ଘଟଣାରେ ଏବେ ମୁହଁ ଖୋଲିଛନ୍ତି ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ।…

ଝୁରୁଛି ବିଧାନସଭା: ‘ମରିନାହିଁ ମହାରଥୀ, ସରିନାହିଁ ରାଜନୀତି’

ଭୁବନେଶ୍ୱର: ମହାରଥୀଙ୍କୁ ଝୁରୁଛି ବିଧାନସଭା । ଗୃହରେ ସ୍ମୃତି ଚାରଣ ସମୟରେ ତାଙ୍କ ବିୟୋଗରେ ଭାବୁକ ହୋଇପଡିଥିଲେ ସମସ୍ତ ବିଧାୟକ। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରି ଦୁଃଖିତ ଓ ମର୍ମାହତ ବୋଲି ବିବୃତି ରଖିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେହିପରି…

ଜୁନାଗଡ଼ର ଇଷ୍ଟଦେବୀ ମା’ ଲଙ୍କେଶ୍ଵରୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ

ଭୁବନେଶ୍ୱର: କେଉଁ ଆବାହମାନ କାଳରୁ ପ୍ରକୃତିର ନୈସର୍ଗିକ ସ୍ପର୍ଶରେ ସବୁଜିମା ବଣ ପାହାଡ଼, ନଦନଦୀର ଜୀବନ୍ତ ପରିବେଶରେ ସ୍ଥିତପ୍ରଜ୍ଞ ଭାବେ ଜୁନାଗଡ଼ ସହର ଇତିହାସର ମୂକସାକ୍ଷୀ ରୂପେ ସଂସ୍କୃତି, ଐତିହ୍ୟର କାହାଣୀକୁ ଅନବରତ ଗୋଟିଏ ପିଢ଼ିରୁ ଅନ୍ୟ ପିଢ଼ିକୁ ବଖାଣି ଚାଲିଛି । ନିଜର ପ୍ରଶସ୍ତ…

ଗୋଟିଏ ନଯାଉଣୁ ଆଉ ଗୋଟିଏ, ୯ ତାରିଖରେ ପୁଣି ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପରେ ଲଘୁଚାପ । ଗୋଟିଏ ନଯାଉଣୁ ଆଉ ଗୋଟିଏ ଲଘୁଚାପ ନେଇ ପୂର୍ବାନୁମାନ । ଆସନ୍ତା ୯ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । A fresh…

ଗ୍ଲାଇଡର ବିମାନ ଦୁର୍ଘଟଣାଗ୍ରସ୍ତ, ୨ ନୌସେନା ଅଧିକାରୀ ମୃତ

କୋଚ୍ଚି: କେରଳର କୋଚ୍ଚି ଠାରେ ବଡ ଧରଣର ବିମାନ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ନୌସେନା ଅଧିକାରୀ ପ୍ରାଣ ହରାଇଛନ୍ତି । ମୃତକ ଦୁଇ ଜଣ ହେଲେ ଲେଫ୍ଟନାଂଟ ରାଜୀବ ଝା ଓ ସୁନିଲ କୁମାର । ରବିବାର ସକାଳୁ ଗ୍ଲାଇଡର ନିୟନ୍ତ୍ରଣ ହରାଇ ସ୍ଥାନୀୟ ଥୋପୁପାଡି ପୋଲ ନିକଟରେ ଖସି ପଡିଥିଲା । ରୁଟିନ୍…

ବିହାର ନିର୍ବାଚନ: ୫୦-୫୦ ଫର୍ମୁଲାରେ ରାଜି ବିଜେପି-ଜେଡିୟୁ

ନୂଆଦିଲ୍ଲୀ: ବିହାର ବିଧାନସଭା ପାଇଁ ବାଜି ସାରିଛି ବିଗୁଲ । ସମସ୍ତ ରାଜନୈତିକ ଦଳ ଗୁଡିକ ଏଥିପାଇଁ ଆରମ୍ଭ କରିଦେଇଛନ୍ତି ଅଙ୍କକଷା । ନିର୍ବାଚନ ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୫୦-୫୦ ଫର୍ମୁଲାରେ ରାଜି ହୋଇଛନ୍ତି । ଜେଡିୟୁ ଏବଂ ବିଜେପି ୫୦-୫୦ ଆସନ ବାଂଟିବା ଫର୍ମୁଲାକୁ…

ନେପାଳ ପ୍ରଧାନମନ୍ତ୍ରୀ କେ.ପି ଓଲି କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ନେପାଳ ପ୍ରଧାନମନ୍ତ୍ରୀ କେ.ପି ଓଲି ଏବଂ ତାଙ୍କର ବ୍ୟକ୍ତିଗତ ପରାମର୍ଶଦାତା କରୋନା ସଂକ୍ରମଣର ଶିକାର ହୋଇଛନ୍ତି। କେବଳ ସେତିକି ନୁହେଁ ନେପାଳ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଦାୟିତ୍ବରେ ଥିବା ୭୬ ଯବାନ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି। ସୂଚନା ମୁତାବକ…

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି । ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ…

ଦୀପିକା ପାଦୁକୋନଙ୍କୁ ଜେରା କରିଥିବା NCB ଅଫିସର କରୋନା ସଂକ୍ରମିତ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କର ଖୋଳତାଡ କରୁଥିବା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ଡେପୁଟୀ ଡାଇରେକ୍ଟରଙ୍କୁ କରୋନା । ଏନସିବି ଡେପୁଟୀ ଡାଇରେକ୍ଟର କେ.ପି.ଏସ୍ ମାଲହୋତ୍ରା କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସବୁଠୁ ବଡ଼ କଥା ହେଲେ ସେ ଡ୍ରଗ୍ସ ଚାଟ୍…

ନିଜ ବୟସଠାରୁ କମ୍ ବର୍ଷର ଜୀବନସାଥୀ ବାଛିଥିବା ଅଭିନେତ୍ରୀ

ସୁସ୍ମିତା ଓ ରୋହମାନ୍‌ ବ୍ରହ୍ମାଣ୍ଡ ସୁନ୍ଦରୀ ସୁସ୍ମିତା ସେନ୍ ଏବଂ ରୋହମନ୍‌ଙ୍କ ପ୍ରେମ ସମ୍ପର୍କ କାହାଠାରୁ ଲୁଚି ନାହିଁ। ଏହି ଦୁଇ ଜଣଙ୍କ ପ୍ରେମକୁ ନେଇ ଖୁବ୍ ଚର୍ଚ୍ଚା ମଧ୍ୟ ହୋଇଛି। କାରଣ ସୁସ୍ମିତା ରୋହମନ୍‌ଙ୍କ ଠାରୁ ବୟସରେ ବଡ଼। ରୋହମନ୍‌ ଜଣେ ମଡେଲ୍ ଏବଂ ସୁସ୍ମିତା…