ଆହୁରି ୩ ଦିନ ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରକୋପ । ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆହୁରି ୩ ଦିନ ପ୍ରବଳ ବର୍ଷା ହେବ । ଆଜି ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ…