Latest Odisha News

BREAKING NEWS

Yearly Archives

2020

ବିହାର ନିର୍ବାଚନରେ NDAରୁ ଅଲଗା ହେବ LJP, ଆଜି ନିଷ୍ପତ୍ତି ଶୁଣାଇବେ ଚିରାଗ ପାଶଓ୍ୱାନ

ପାଟଣା: ବିହାର ବିଧାନସଭା ନିର୍ବାଚନ ନେଇ ରାଜନୀତି ଏବେ ସରଗରମ । ନିର୍ବାଚନ ରଣାଙ୍ଗନାକୁ ଏକାକୀ ଓହ୍ଲାଇପାରେ ରାମବିଳାସ ପାଶଓ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି ବା ଏଲଜେପି । ସିଟ୍ ବୁଝାମଣାକୁ ନେଇ ଦଳରେ ଅସନ୍ତୋଷ ବଢ଼ିଛି । ଆଜି ଏଲଜେପି ସଂସଦୀୟ ବୋର୍ଡ ବୈଠକରେ ଏକାକୀ ନିର୍ବାଚନ ନେଇ…

ଲକ୍ଷେ ଟପିଲା ଦେଶରେ କରୋନା ମୃତ୍ୟୁସଂଖ୍ୟା, ୬୪ ଲକ୍ଷ ପଜିଟିଭ୍ କେସ୍

ନୂଆଦିଲ୍ଲୀ: ସାରା ଦେଶରୁ ଲକ୍ଷେ ମୁଣ୍ଡ ନେଲାଣି ମହାମାରୀ । କରୋନା ମୃତ୍ୟୁସଂଖ୍ୟା ଆଜି ଲକ୍ଷେ ପାର କରିଛି । ଗତ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ଆଉ ୧ ହଜାର ୬୯ ଆକ୍ରାନ୍ତ । ଏମାନଙ୍କୁ ମିଶାଇ ଦେଶରେ ମୃତ୍ୟୁସଂଖ୍ୟା ୧ଲକ୍ଷ ୮୪୨କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୧.୫୫% । କରୋନା…

ଆଜି ଭାଇରସ୍ ଆପ୍ରିସିଏସନ୍‌ ଡେ

ଆଜି ଭାଇରସ୍‌ ଆପ୍ରିସିଏସନ୍‌ ଡେ। ଭାଇରସ୍‌ ଏକ ଲାଟିନ୍‌ ଶବ୍ଦ। ଏହାର ଓଡ଼ିଆ ଭାଷାନ୍ତର ହେଉଛି ‘ବିଷ’ ଏବଂ ହିନ୍ଦୀରେ ଏହାକୁ ‘ବିଷାଣୁ’ କୁହାଯାଏ। ଏହା କୋଷହୀନ ଏବଂ ଅତି ସୂକ୍ଷ୍ମ ଜୀବ। ଏହା କେବଳ ଜୀବିତ କୋଷରେ ହିଁ ବଂଶ ବୃଦ୍ଧି କରିପାରେ। ଶରୀର ବାହାରେ ଏହା ମୃତ ଅବସ୍ଥାରେ ରହିଥାଏ…

ଦଳି ଦେଲା ଦନ୍ତା, ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା

ଢ଼େଙ୍କାନାଳ: ପୁଣି ହାତୀ ଉପଦ୍ରବ । ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା ଦନ୍ତା । ଅଳ୍ପକେ ବର୍ତ୍ତିଗଲେ ସ୍ୱାମୀ । ଏଭଳି ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ମଝିଖମଣ ଗାଁରେ । ମୃତକ ହେଉଛନ୍ତି ନେତ୍ରମଣି ସାହୁ । ସୂଚନାମୁତାବକ, ସ୍ବାମୀ ଓ ସ୍ତ୍ରୀ ବିଲକୁ ଯାଇଥିବା ବେଳେ ହାତୀ…

୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ । ଯାଞ୍ଚ ବେଳେ ଧରାପଡ଼ିଲେ ବେପାରୀ । ୩ ଶହ ଗ୍ରାମ ବ୍ରାଉନସୁଗାର ଜବତ କରିଛି କମିଶନରେଟ ପୋଲିସର କୁଇକ୍ ଆକ୍ସନ ଟିମ୍ । ୩ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ । ୩ ଜଣଙ୍କୁ ଗିରଫ କରି…

ବିପଦ ସଂକେତ ଛୁଇଁଲା ଜଳକା

ବାଲେଶ୍ୱର: ଫୁଲୁଛି ଜଳକା । ବଢ଼ୁଛି ଜଳକାର ଜଳସ୍ତର । ବିପଦ ସଂକେତ ଛୁଇଁଲା ଜଳକା ନଦୀ । ବାଲେଶ୍ୱର ବସ୍ତା ମଥାନୀ ଠାରେ ଜଳକା ନଦୀ ବିପଦ ସଂକେତ ଛୁଇଁଛି । ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଏବେ ୫.୫ ମିଟରରେ ପ୍ରବାହିତ ହେଉଛି ଜଳକା ।…

ନଡ଼ିଆ କତା ବୋଝେଇ ଟ୍ରକରୁ ୭୦୦ କିଲୋ ଗଞ୍ଜେଇ ଜବତ

ଖୋର୍ଦ୍ଧା: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ନଡ଼ିଆ କତା ବୋଝେଇ ଟ୍ରକରେ ଚାଲାଣ ବେଳେ ଧରିଲା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ୭୦୦ ଶହ କିଲୋ ଗଞ୍ଜେଇ ଜବତ ହୋଇଛି । ଖୋର୍ଦ୍ଧା ନିକଟ ଗୋଡ଼ିପଡ଼ା ଟୋଲ୍ ଗେଟ୍ ନିକଟରୁ ଚେକିଂ ବେଳେ ଗଞ୍ଜେଇ ଚୋରା ଚାଲାଣ ପର୍ଦ୍ଦାଫାସ ହୋଇଥିଲା । ଏହି…

ପ୍ରବଳ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଭିଜୁଛି ଓଡ଼ିଶା । ଏହାର ପ୍ରଭାବରେ ଉପକୁଳ ଓ ଦକ୍ଷିଣ ଓଡ଼ିଶାରେ ଦୁଇ ଦିନ ଧରି ବର୍ଷା ଜାରି ରହିଛି । ଆହୁରି ଦୁଇରୁ ତିନି ଦିନ ଏଭଳି ପାଗ ଲାଗି ରହିବ ଏବଂ ୧୨ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲାଗୁଡିକ…

ଆର୍ମି ହସ୍ପିଟାଲରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ: ଆର୍ମି ହସ୍ପିଟାଲକୁ ଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଚିକିତ୍ସା ପାଇଁ ୱାଲ୍ଟର ରିଡ୍ ଆର୍ମି ମେଡିକାଲ ସେଂଟରରେ ଭର୍ତ୍ତି କରାଯାଇଛି । ଏନେଇ ହ୍ୱାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରମ୍ପ ଏବେ କ୍ଲାନ୍ତ ଅନୁଭବ କରୁଥିଲେ…

ଲଢ଼ିଲେ ଧୋନି, ଜିତାଇ ପାରିଲେନି: ୭ ରନରେ ହାଇଦ୍ରାବାଦଠୁ ହାରିଲା ଚେନ୍ନାଇ

ଦୁବାଇ: ଆଇପିଏଲରେ ଜାରି ରହିଛି ଚେନ୍ନାଇ ସୁପରକିଙ୍ଗସର ପରାଜୟ ଧାରା । ପ୍ରଥମ ବିଜୟ ପରେ ଗୋଟିଏ ପରେ ଗୋଟିଏ ମ୍ୟାଚ ହାରି ଚାଲିଛି ମହେନ୍ଦ୍ର ସିଂହ ଧୋନିଙ୍କ ଚେନ୍ନାଇ ସୁପରକିଙ୍ଗସ୍ । ସନରାଇଜର୍ସ ହାଇଦ୍ରାବାଦଠାରୁ ୭ ରନରେ ହାରିଛି ଚେନ୍ନାଇ । ଧୋନି ଅପରାଜିତ ୪୭ ରନ୍ ହାସଲ କରିଛନ୍ତି ।…