ରାଜ୍ୟରେ ବଢୁଛି କରୋନା ସଂକ୍ରମଣ; ଆଜି ୩୬୦୦ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୩୬୦୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪ରେ ପହଞ୍ଚିଛି ।…