ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ; ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ…