Latest Odisha News

BREAKING NEWS

Yearly Archives

2020

ସ୍ୱାମୀର କଟୁରୀ ଚୋଟରେ ସ୍ତ୍ରୀ ମୃତ

ପାରାଦୀପ: ସ୍ୱାମୀର କଟୁରୀ ଚୋଟରେ ଗଲା ସ୍ତ୍ରୀର ଜୀବନ । ବିବାହର ୧୨ ବର୍ଷ ପରେ ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କରିଛି ସଇତାନ ସ୍ୱାମୀ । ଏଭଳି ଚାଂଚଲ୍ୟକର ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲାର କୁଜଙ୍ଗ ଥାନା ହରସିଣା ଗାଁରେ । ସୂଚନା ଅନୁଯାୟୀ, କୁଜଙ୍ଗ ଥାନା ହରସିଣା ଗାଁରେ ପାରିବାରିକ…

ହାଜର ହେଲେ ଅନୁରାଗ କଶ୍ୟପ, ମୁମ୍ବାଇ ପୋଲିସର ଜେରା

ମୁମ୍ବାଇ: ଅଭିନେତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାରେ ହାଜର ହେଲେ ବଲିଉଡ ନିର୍ଦ୍ଦେଶକ ତଥା ପ୍ରଯୋଜକ ଅନୁରାଗ କଶ୍ୟପ । ଆଜି ସେ ମୁମ୍ୱାଇ ଭରଶୋଭା ଥାନାରେ ହାଜର ହୋଇଛନ୍ତି । ପୋଲିସ ଦେଇଥିବା ସମୟ ଆଗରୁ ପହଞ୍ଚିଛନ୍ତି ଅନୁରାଗ । ଗତକାଲି ତାଙ୍କୁ ହାଜର ହେବା ପାଇଁ ସମନ୍ କରିଥିଲା ମୁମ୍ବାଇ…

ଦିନକରେ ଦେଶରୁ ୮୬ ହଜାର ନୂଆ କରୋନା ଆକ୍ରାନ୍ତ, ୧୧୮୧ ମୃତ

ନୂଆଦିଲ୍ଲୀ: ଦେଶରେ ୬୩ ଲକ୍ଷ ଟପିଛି କରୋନା କେସ୍ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୬ ହଜାର ୮୨୧ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୩ଲକ୍ଷ ୧୨ ହଜାର ୫୮୫କୁ ବୃଦ୍ଧି ପାଇଛି । ଦେଶରେ ଲକ୍ଷେ ମୁହାଁ କରୋନା ମୃତ୍ୟୁସଂଖ୍ୟା । ଆଉ ଦିନେ…

କରୋନା କଟକଣା: ଅପରାହ୍ଣ ୨ଟା ପରେ ଏହି ଅଂଚଳର ସମସ୍ତ ଦୋକାନ ବଜାର ବନ୍ଦ

କେନ୍ଦ୍ରାପଡା: ରାଜ୍ୟରେ ବଢ଼ି ଚାଲିଛି କରୋନା ସଂକ୍ରମଣ । ଦିନକୁ ଦିନ ଅଣାୟତ୍ତ ହେଉଛି । କେନ୍ଦ୍ରାକଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ମଧ୍ୟ ଦିନକୁ ଦିନ ପଜିଟିଭଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପଟ୍ଟାମୁଣ୍ଡାଇ ବଜାର ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି । ଆଜିଠାରୁ…

ରବି କିଶନଙ୍କୁ ମିଳିଲା ୱାଇ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ କଙ୍ଗନାଙ୍କ ପରେ ଏବେ ଅଭିନେତା ବିଜେପି ସାଂସଦ ରବି କିଶନଙ୍କୁ ମିଳିଲା ୱାଇ ପ୍ଲସ ସୁରକ୍ଷା । ଏ ନେଇ ନିଜ ଟୁଇଟର ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି ଅଭିନେତା ରବି କିଶନ । आदरणीय श्रद्धेय @myogiadityanath महाराज जी । पूजनीय महाराज जी ,…

ହାଥରସ ଗଣଦୁଷ୍କର୍ମ ଘଟଣା: ୨୫ ଲକ୍ଷ ଟଙ୍କାର କ୍ଷତି ପୂରଣ ଘୋଷଣା

ଲକ୍ଷ୍ନୌ: ଉତ୍ତରପ୍ରଦେଶ ହାଥରସ ଗଣଦୁଷ୍କର୍ମ ମାମଲାକୁ ନେଇ ଏବେ ଚାରିଆଡେ ତୀବ୍ର ବିରୋଧ ଜାରି ରହିଛି । ଏହାରି ଭିତରେ ପୀଡିତାଙ୍କ ପରିବାର ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଭିଡିଓ କଲ ମାଧ୍ୟମରେ ପୀଡିତାଙ୍କ ପରିବାର ସହ କଥା ହୋଇଥିବା ଜଣା ପଡିଛି। କଥା ହେବା ପରେ…

ଆଜି ଅନ୍ତର୍ଜାତୀୟ ବୟୋଜ୍ୟେଷ୍ଠ ଦିବସ; ଜାଣନ୍ତୁ କାହିଁକି ପାଳନ ହୁଏ ଏହି ଦିବସ

୧୯୯୧ ମସିହାରୁ ପ୍ରତିବର୍ଷ ଅକ୍ଟୋବର ୧ ତାରିଖ ଦିନକୁ ଅନ୍ତର୍ଜାତୀୟ ବୟୋଜ୍ୟେଷ୍ଠ ଦିବସ ଭାବେ ପାଳନ କରାଯାଉଛି। ୧୪ ଡିସେମ୍ବର ୧୯୯୦ରେ ଏଥି ନିମନ୍ତେ ପ୍ରସ୍ତାବ ଗୃହୀତ ହୋଇଥିଲା। ବରିଷ୍ଠ ନାଗରିକଙ୍କ ସମ୍ମାନାର୍ଥେ ଏହି ଦିବସ ପାଳନ କରାଯାଉଛି। ବୟୋଜ୍ୟେଷ୍ଠ ବ୍ୟକ୍ତି ବିଶେଷଙ୍କୁ…

ଟ୍ୱିନସିଟିରେ ପ୍ରବଳ ବର୍ଷା: ଦିନ ୧୦ଟା ଯାଏଁ ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର: ଆସୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଗତକାଲିଠାରୁ ବର୍ଷା ଲାଗି ରହିଛି । ଭୁବନେଶ୍ୱର ଓ କଟକରେ ବି ଗତକାଲି ରାତିରୁ ବର୍ଷୁଛି । ପାଣିପାଗ ବିଭାଗ ସତର୍କ କରାଇଛି, ଟ୍ୱିନସିଟିରେ ଆଜି ପ୍ରବଳ ବର୍ଷା ହେବ । ଆଜି ଦିନ ୧୦ଟା ଯାଏଁ ଏଦି ହୁଇ ସହରରେ ପ୍ରବଳ ବର୍ଷିବ । ଘଣ୍ଟାକୁ…

୨ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ଆଳି: ପୁଣି ଧରାପଡିଲା ଧଳା ଜହର କାରବାର । ଜବତ ହେଲା ୨ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର । ଏଥିରେ ସମ୍ପୃକ୍ତ ଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି । ସ୍କୁଟିରେ ପଟ୍ଟାମୁଣ୍ଡାଇରୁ ଆଳି ଆସୁଥିବା ବେଳେ ପୋଲିସ ଖବର ପାଇ ଚଢ଼ାଉ କରିଥିଲା । ପରେ ପତ୍ରପୁର ସେତୁ ନିକଟରେ ବ୍ରାଉନସୁଗାର ସହ…

ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ, ଆଜିଠୁ ଏସବୁ ଜିଲ୍ଲାରେ ଛେଚିବ

ଭୁବନେଶ୍ୱର: ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେଇପାରେ । ଏହାପରେ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଛି ବର୍ଷା । ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଝିପିଝିପି ବର୍ଷା ଚାଲିଛି । ଆଜିଠୁ ୫ଟି ଜିଲ୍ଲା…